ايوب 17

«رُوحِي تَلِفَتْ. أَيَّامِي ٱنْطَفَأَتْ. إِنَّمَا ٱلْقُبُورُ لِي. ١ 1
ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋ’ ନିମନ୍ତେ କବର ପ୍ରସ୍ତୁତ ଅଛି।
«لَوْلَا ٱلْمُخَاتِلُونَ عِنْدِي، وَعَيْنِي تَبِيتُ عَلَى مُشَاجَرَاتِهِمْ. ٢ 2
ନିଶ୍ଚୟ ପରିହାସକମାନେ ମୋ’ ନିକଟରେ ଅଛନ୍ତି ଓ ସେମାନଙ୍କ ବିରୋଧ ମୋ’ ଚକ୍ଷୁଗୋଚରରେ ଅଛି।
كُنْ ضَامِنِي عِنْدَ نَفْسِكَ. مَنْ هُوَ ٱلَّذِي يُصَفِّقُ يَدِي؟ ٣ 3
ହେ ପରମେଶ୍ଵର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋ’ ପାଇଁ ଲଗା ହୁଏ; ଆଉ କିଏ ମୋ’ ହାତରେ ହାତ ଦେବ?
لِأَنَّكَ مَنَعْتَ قَلْبَهُمْ عَنِ ٱلْفِطْنَةِ، لِأَجْلِ ذَلِكَ لَا تَرْفَعُهُمُ. ٤ 4
କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ।
ٱلَّذِي يُسَلِّمُ ٱلْأَصْحَابَ لِلسَّلْبِ، تَتْلَفُ عُيُونُ بَنِيهِ. ٥ 5
ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ।
أَوْقَفَنِي مَثَلًا لِلشُّعُوبِ، وَصِرْتُ لِلْبَصْقِ فِي ٱلْوَجْهِ. ٦ 6
ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି; ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି।
كَلَّتْ عَيْنِي مِنَ ٱلْحُزْنِ، وَأَعْضَائِي كُلُّهَا كَٱلظِّلِّ. ٧ 7
ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି।
يَتَعَجَّبُ ٱلْمُسْتَقِيمُونَ مِنْ هَذَا، وَٱلْبَرِئُ يَنْتَهِضُ عَلَى ٱلْفَاجِرِ. ٨ 8
ସରଳ ଲୋକେ ଏଥିରେ ଚମତ୍କୃତ ହେବେ ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ।
أَمَّا ٱلصِّدِّيقُ فَيَسْتَمْسِكُ بِطَرِيقِهِ، وَٱلطَّاهِرُ ٱلْيَدَيْنِ يَزْدَادُ قُوَّةً. ٩ 9
ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।
«وَلَكِنِ ٱرْجِعُوا كُلُّكُمْ وَتَعَالَوْا، فَلَا أَجِدُ فِيكُمْ حَكِيمًا. ١٠ 10
୧୦ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ।
أَيَّامِي قَدْ عَبَرَتْ. مَقَاصِدِي، إِرْثُ قَلْبِي، قَدِ ٱنْتَزَعَتْ. ١١ 11
୧୧ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ, ଅର୍ଥାତ୍‍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା।
يَجْعَلُونَ ٱللَّيْلَ نَهَارًا، نُورًا قَرِيبًا لِلظُّلْمَةِ. ١٢ 12
୧୨ସେମାନେ ରାତ୍ରିକୁ ଦିନ କରନ୍ତି; ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି।
إِذَا رَجَوْتُ ٱلْهَاوِيَةَ بَيْتًا لِي، وَفِي ٱلظَّلَامِ مَهَّدْتُ فِرَاشِي، (Sheol h7585) ١٣ 13
୧୩ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ; ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି; (Sheol h7585)
وَقُلْتُ لِلْقَبْرِ: أَنْتَ أَبِي، وَلِلدُّودِ: أَنْتَ أُمِّي وَأُخْتِي، ١٤ 14
୧୪ଯଦି ମୁଁ କ୍ଷୟକୁ କହିଅଛି, ତୁମ୍ଭେ ମୋହର ପିତା; କୀଟକୁ କହିଅଛି, ତୁମ୍ଭେ ମୋହର ମାତା ଓ ଭଗିନୀ;
فَأَيْنَ إِذًا آمَالِي؟ آمَالِي، مَنْ يُعَايِنُهَا؟ ١٥ 15
୧୫ତେବେ ମୋହର ଭରସା କାହିଁ? ଓ ମୋହର ଭରସା କିଏ ଦେଖିବ?
تَهْبِطُ إِلَى مَغَالِيقِ ٱلْهَاوِيَةِ إِذْ تَرْتَاحُ مَعًا فِي ٱلتُّرَابِ». (Sheol h7585) ١٦ 16
୧୬ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ, ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ। (Sheol h7585)