ايوب 20

فَأَجَابَ صُوفَرُ ٱلنَّعْمَاتِيُّ وَقَالَ: ١ 1
ଏଥିଉତ୍ତାରେ ନାମାଥୀୟ ସୋଫର ଉତ୍ତର କରି କହିଲା,
«مِنْ أَجْلِ ذَلِكَ هَوَاجِسِي تُجِيبُنِي، وَلِهَذَا هَيَجَانِي فِيَّ. ٢ 2
“ଏଥିପାଇଁ ମୋର ଅନ୍ତରସ୍ଥ ଚଞ୍ଚଳତା ସକାଶୁ ମୋହର ଚିନ୍ତା ମୋତେ ଉତ୍ତର ଦିଏ।
تَعْيِيرَ تَوْبِيخِي أَسْمَعُ. وَرُوحٌ مِنْ فَهْمِي يُجِيبُنِي. ٣ 3
ମୁଁ ଯେଉଁ ଅନୁଯୋଗ ଶୁଣିଲି, ତାହା ମୋତେ ଲଜ୍ଜିତ କରେ ଏବଂ ମୋହର ବୁଦ୍ଧିବିଶିଷ୍ଟ ଆତ୍ମା ମୋତେ ଉତ୍ତର ଦିଏ।
«أَمَا عَلِمْتَ هَذَا مِنَ ٱلْقَدِيمِ، مُنْذُ وُضِعَ ٱلْإِنْسَانُ عَلَى ٱلْأَرْضِ، ٤ 4
ତୁମ୍ଭେ କ’ଣ ଏହା ଜାଣ ନାହିଁ ଯେ, ପୁରାତନ କାଳରୁ, ପୃଥିବୀରେ ମନୁଷ୍ୟର ସ୍ଥାପନଠାରୁ
أَنَّ هُتَافَ ٱلْأَشْرَارِ مِنْ قَرِيبٍ، وَفَرَحَ ٱلْفَاجِرِ إِلَى لَحْظَةٍ! ٥ 5
ଦୁଷ୍ଟର ଜୟଧ୍ୱନି ଅଳ୍ପ କାଳ ଓ ଅଧାର୍ମିକର ଆନନ୍ଦ କ୍ଷଣମାତ୍ର ସ୍ଥାୟୀ?
وَلَوْ بَلَغَ ٱلسَّمَاوَاتِ طُولُهُ، وَمَسَّ رَأْسُهُ ٱلسَّحَابَ، ٦ 6
ଯଦ୍ୟପି ତାହାର ମହତ୍ତ୍ୱ ଆକାଶ ପର୍ଯ୍ୟନ୍ତ ଉଠେ ଓ ତାହାର ମସ୍ତକ ମେଘ ସ୍ପର୍ଶ କରେ;
كَجُلَّتِهِ إِلَى ٱلْأَبَدِ يَبِيدُ. ٱلَّذِينَ رَأَوْهُ يَقُولُونَ: أَيْنَ هُوَ؟ ٧ 7
ତଥାପି ସେ ଆପଣା ମଳ ତୁଲ୍ୟ ଅନନ୍ତ କାଳ ନଷ୍ଟ ହେବ; ଯେଉଁମାନେ ତାହାକୁ ଦେଖିଥିଲେ, ସେମାନେ କହିବେ, ସେ କାହିଁ?
كَٱلْحُلْمِ يَطِيرُ فَلَا يُوجَدُ، وَيُطْرَدُ كَطَيْفِ ٱللَّيْلِ. ٨ 8
ସେ ସ୍ୱପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ; ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ।
عَيْنٌ أَبْصَرَتْهُ لَا تَعُودُ تَرَاهُ، وَمَكَانُهُ لَنْ يَرَاهُ بَعْدُ. ٩ 9
ଯେଉଁ ଚକ୍ଷୁ ତାହାକୁ ଦେଖିଲା, ଆଉ ତାହାକୁ ଦେଖିବ ନାହିଁ; କିଅବା ତାହାର ବାସସ୍ଥାନ ତାହାକୁ ଆଉ ଦେଖିବ ନାହିଁ।
بَنُوهُ يَتَرَضَّوْنَ ٱلْفُقَرَاءَ، وَيَدَاهُ تَرُدَّانِ ثَرْوَتَهُ. ١٠ 10
୧୦ତାହାର ସନ୍ତାନଗଣ ଦରିଦ୍ରମାନଙ୍କର ଅନୁଗ୍ରହ ଚେଷ୍ଟା କରିବେ ଓ ତାହାର ସନ୍ତାନଗଣ ତାହାର ସମ୍ପତ୍ତି ଫେରାଇ ଦେବେ।
عِظَامُهُ مَلآنَةٌ شَبِيبَةً، وَمَعَهُ فِي ٱلتُّرَابِ تَضْطَجِعُ. ١١ 11
୧୧ତାହାର ଅସ୍ଥି ତାହାର ଯୌବନରେ ପରିପୂର୍ଣ୍ଣ, ମାତ୍ର ତାହା ତାହା ସଙ୍ଗେ ଧୂଳିରେ ଶୟନ କରିବ।
إِنْ حَلَا فِي فَمِهِ ٱلشَّرُّ، وَأَخْفَاهُ تَحْتَ لِسَانِهِ، ١٢ 12
୧୨ଯଦ୍ୟପି ଦୁଷ୍ଟତା ତାହାର ମୁଖକୁ ସୁମିଷ୍ଟ ଲାଗେ, ଯଦ୍ୟପି ସେ ଆପଣା ଜିହ୍ୱା ତଳେ ତାହା ଲୁଚାଇ ରଖେ;
أَشْفَقَ عَلَيْهِ وَلَمْ يَتْرُكْهُ، بَلْ حَبَسَهُ وَسَطَ حَنَكِهِ، ١٣ 13
୧୩ଯଦ୍ୟପି ସେ ତାହା ଯାକି ରଖି ନ ଛାଡ଼େ, ମାତ୍ର ଆପଣା ମୁଖ ମଧ୍ୟରେ ରଖିଥାଏ;
فَخُبْزُهُ فِي أَمْعَائِهِ يَتَحَوَّلُ، مَرَارَةَ أَصْلَالٍ فِي بَطْنِهِ. ١٤ 14
୧୪ତଥାପି ତାହାର ଆହାର ଉଦରରେ ବିକୃତ ହୁଏ, ତାହା ତାହାର ଅନ୍ତରରେ କାଳସର୍ପର ଗରଳ ସ୍ୱରୂପ।
قَدْ بَلَعَ ثَرْوَةً فَيَتَقَيَّأُهَا. ٱللهُ يَطْرُدُهَا مِنْ بَطْنِهِ. ١٥ 15
୧୫ସେ ଧନ ଗ୍ରାସ କରିଅଛି ଓ ସେ ପୁନର୍ବାର ତାହା ଉଦ୍‍ଗାର କରିବ; ପରମେଶ୍ୱର ତାହାର ଉଦରରୁ ତାହାସବୁ ଦୂର କରିବେ।
سَمَّ ٱلْأَصْلَالِ يَرْضَعُ. يَقْتُلُهُ لِسَانُ ٱلْأَفْعَى. ١٦ 16
୧୬ସେ କାଳସର୍ପର ବିଷ ଚୁଷିବ; ବିଷଧରର ଜିହ୍ୱା ତାହାକୁ ବଧ କରିବ।
لَا يَرَى ٱلْجَدَاوِلَ أَنْهَارَ سَوَاقِيَ عَسَلٍ وَلَبَنٍ. ١٧ 17
୧୭ସେ ନଦୀମାନ, ଅର୍ଥାତ୍‍, ମଧୁ ଓ ନବନୀତ ପ୍ରବାହୀ ସ୍ରୋତମାନ ଦେଖିବ ନାହିଁ।
يَرُدُّ تَعَبَهُ وَلَا يَبْلَعُهُ. كَمَالٍ تَحْتَ رَجْعٍ. وَلَا يَفْرَحُ. ١٨ 18
୧୮ସେ ଯହିଁ ପାଇଁ ପରିଶ୍ରମ କଲା, ତାହା ଫେରାଇ ଦେବ ଓ ଗ୍ରାସ କରିବ ନାହିଁ; ସେ ଆପଣା ପ୍ରାପ୍ତ ସମ୍ପତ୍ତି ଅନୁସାରେ ଆନନ୍ଦ କରିବ ନାହିଁ।
لِأَنَّهُ رَضَّضَ ٱلْمَسَاكِينَ، وَتَرَكَهُمْ، وَٱغْتَصَبَ بَيْتًا وَلَمْ يَبْنِهِ. ١٩ 19
୧୯କାରଣ ସେ ଦରିଦ୍ରକୁ ଉପଦ୍ରବ ଓ ତ୍ୟାଗ କରିଅଛି; ସେ ଦୌରାତ୍ମ୍ୟପୂର୍ବକ ଗୃହ ଅପହରଣ କରିଅଛି; ଆଉ ତାହା ନିର୍ମାଣ କରିବ ନାହିଁ।
لِأَنَّهُ لَمْ يَعْرِفْ فِي بَطْنِهِ قَنَاعَةً، لَا يَنْجُو بِمُشْتَهَاهُ. ٢٠ 20
୨୦ସେ ଆପଣା ଅନ୍ତରରେ କିଛି ଶାନ୍ତି ପାଇଲା ନାହିଁ, ଏଣୁ ସେ ଆପଣା ଇଷ୍ଟ ବସ୍ତୁରୁ କିଛି ହିଁ ରକ୍ଷା କରି ପାରିବ ନାହିଁ।
لَيْسَتْ مِنْ أَكْلِهِ بَقِيَّةٌ، لِأَجْلِ ذَلِكَ لَا يَدُومُ خَيْرُهُ. ٢١ 21
୨୧ଯାହା ସେ ଗ୍ରାସ କଲା ନାହିଁ, ଏପରି କିଛି ନ ଥିଲା; ଏହେତୁ ତାହାର ସୁଦଶା ସ୍ଥାୟୀ ରହିବ ନାହିଁ।
مَعَ مِلْءِ رَغْدِهِ يَتَضَايَقُ. تَأْتِي عَلَيْهِ يَدُ كُلِّ شَقِيٍّ. ٢٢ 22
୨୨ସେ ଆପଣା ପ୍ରଚୁରତାର ପୂର୍ଣ୍ଣତାରେ କଷ୍ଟ ଭୋଗ କରିବ; ଦୁର୍ଦ୍ଦଶାଗ୍ରସ୍ତ ପ୍ରତ୍ୟେକର ହସ୍ତ ତାହାକୁ ଆକ୍ରମଣ କରିବ।
يَكُونُ عِنْدَمَا يَمْلَأُ بَطْنَهُ، أَنَّ ٱللهَ يُرْسِلُ عَلَيْهِ حُمُوَّ غَضَبِهِ، وَيُمْطِرُهُ عَلَيْهِ عِنْدَ طَعَامِهِ. ٢٣ 23
୨୩ସେ ଆପଣା ଉଦର ପୂର୍ଣ୍ଣ କରିବାକୁ ଉଦ୍ୟତ ହେବା ସମୟରେ ପରମେଶ୍ୱର ତାହା ଉପରେ ଆପଣା କୋପର ପ୍ରଚଣ୍ଡତା ନିକ୍ଷେପ କରିବେ ଓ ସେ ଭୋଜନ କରୁଥିବା ସମୟରେ ତାହା ଉପରେ ତାହା ବୃଷ୍ଟି କରିବେ।
يَفِرُّ مِنْ سِلَاحِ حَدِيدٍ. تَخْرِقُهُ قَوْسُ نُحَاسٍ. ٢٤ 24
୨୪ସେ ଲୌହ ଅସ୍ତ୍ର ନିକଟରୁ ପଳାଇବ, ଆଉ ପିତ୍ତଳଧନୁର ତୀର ତାହାକୁ ବିଦ୍ଧ କରିବ।
جَذَبَهُ فَخَرَجَ مِنْ بَطْنِهِ، وَٱلْبَارِقُ مِنْ مَرَارَتِهِ مَرَقَ. عَلَيْهِ رُعُوبٌ. ٢٥ 25
୨୫ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ; ହଁ, ତାହାର ପିତ୍ତସ୍ଥଳୀରୁ ତେଜସ୍କର ତୀରାଗ୍ର ନିର୍ଗତ ହୁଏ; ସେ ନାନା ଭୟରେ ଆକ୍ରାନ୍ତ।
كُلُّ ظُلْمَةٍ مُخْتَبَأَةٌ لِذَخَائِرِهِ. تَأْكُلُهُ نَارٌ لَمْ تُنْفَخْ. تَرْعَى ٱلْبَقِيَّةَ فِي خَيْمَتِهِ. ٢٦ 26
୨୬ସମୁଦାୟ ଅନ୍ଧକାର ତାହାର ଧନ ରୂପେ ସଞ୍ଚିତ ହୁଏ; ମନୁଷ୍ୟର ଅଫୁଙ୍କା ଅଗ୍ନି ତାହାକୁ ଗ୍ରାସ କରିବ; ତାହା ତାହାର ତମ୍ବୁରେ ଅବଶିଷ୍ଟସକଳ ଭସ୍ମ କରିବ।
ٱلسَّمَاوَاتُ تُعْلِنُ إِثْمَهُ، وَٱلْأَرْضُ تَنْهَضُ عَلَيْهِ. ٢٧ 27
୨୭ଆକାଶମଣ୍ଡଳ ତାହାର ଅଧର୍ମ ପ୍ରକାଶ କରିବ ଓ ପୃଥିବୀ ତାହାର ବିପକ୍ଷରେ ଉଠିବ।
تَزُولُ غَلَّةُ بَيْتِهِ. تُهْرَاقُ فِي يَوْمِ غَضَبِهِ. ٢٨ 28
୨୮ତାହାର ଗୃହର ସମ୍ପତ୍ତି ଉଡ଼ିଯିବ, ପରମେଶ୍ଵରଙ୍କ କ୍ରୋଧର ଦିନରେ ତାହାର ସର୍ବସ୍ୱ ବହିଯିବ।
هَذَا نَصِيبُ ٱلْإِنْسَانِ ٱلشِّرِّيرِ مِنْ عِنْدِ ٱللهِ، وَمِيرَاثُ أَمْرِهِ مِنَ ٱلْقَدِيرِ». ٢٩ 29
୨୯ପରମେଶ୍ୱରଙ୍କଠାରୁ ଦୁଷ୍ଟଲୋକର ଏହି ବାଣ୍ଟ ଓ ତାହା ପାଇଁ ଏହା ହିଁ ପରମେଶ୍ୱରଙ୍କ ନିରୂପିତ ଅଧିକାର।