< ପେରିତ୍ 8 >
1 ୧ ସାଉଲ୍ ତିପାନର୍ ମରନେ ରାଜିଅଇକରି ତେଇ ରଇଲା । ସେ ଦିନେଅନି ଜିରୁସାଲାମେ ରଇବା ମଣ୍ଡଲିମନ୍କେ ଲକ୍ମନ୍ ଜବର୍ ତାଡ୍ନା ଦେବାର୍ ଆରାମ୍ କଲାଇ । ସେଟାର୍ପାଇ ପେରିତ୍ ସିସ୍ମନ୍ ତେଇରଇଲାଇ ଆରି ବିନ୍ ବିସ୍ବାସିମନ୍ ଜିବନ୍ ଆତେଦାରି ଜିଉଦା ଆରି ସମିରଣ୍ ଜାଗାଇ ପାଲାଇଲାଇ ।
ସାଉଲ୍ ସ୍ତିପାନାର୍ ଜିବନ୍ ନାସ୍ କଃରୁକେ ମଃନ୍ରିଲି, ସେଦିନ୍ ହୁଣି ଜିରୁସାଲମାର୍ ମଣ୍ଡ୍ଳିକେ ବଃଡେ କଃସ୍ଟ୍ ଆୟ୍ଲି, ସେତାକ୍ ପେରିତ୍ମଃନ୍କ୍ ଚାଡି ବିନ ଚେଲାସଃବୁ ଜିଉଦାରାଜି ଆର୍ ସମିରଣ୍ ହଲିବାଟ୍ ଚାରିହାକ୍ ବିଚ୍ରି ଅୟ୍ଲାୟ୍ ।
2 ୨ ପର୍ମେସର୍କେ ନାମ୍ବା କେତେକ୍ ଲକ୍ ଆକ୍ମାରି କାନ୍ଦିକରି ତିପାନର୍ ମଲା ଗାଗଡ୍ ନେଇ ସମାଦି କଲାଇ ।
ଅୟ୍ଲେକ୍ ହେଁ କଃତିଲକ୍ ସ୍ତିପାନ୍କେ ତହ୍ଲାୟ୍ ଆର୍ ତାର୍ ଗିନେ କାନ୍ଦ୍ଲାୟ୍ ।
3 ୩ ମାତର୍ ସାଉଲ୍ ମଣ୍ଡଲିକେ କୁରୁପ୍ନାସ୍ କର୍ବାକେ ଚେସ୍ଟା କଲା । ସେ ଗରେ ଗରେ ଜାଇ ଜିସୁକେ ବିସ୍ବାସ୍ କର୍ବା ମୁନୁସ୍ ପିଲା ଆରି ମାଇଜି ଟକିମନ୍ ସବୁକେ ଜିକି ଆନି ବନ୍ଦି ଗରେ ପୁରାଇ ଦେଲା ।
ମଃତର୍ ସାଉଲ୍ ଗଃରେ ଗଃରେ ହୁରି ଅଃଣ୍ଡ୍ରା ଆର୍ ମାୟ୍ଜି ମଃନ୍କେ ଜିକି ଆଣି ଜଃଇଲେ ହୁରାୟ୍ଲା, ଆର୍ ମଣ୍ଡ୍ଳିକେ ନଃସ୍ଟ୍ କଃରୁକେ ଦଃର୍ଲା ।
4 ୪ ଜିରୁସାଲମେଅନି ପାଲାଇରଇବା ବିସ୍ବାସିମନ୍ ଗୁଲାଇବାଟେ ଜାଇ ସୁବ୍କବର୍ ଜାନାଇବାର୍ ଦାର୍ଲାଇ ।
ସେତାକ୍ ଜୁୟ୍ମଃନ୍ ଜଃତ୍କଃତ୍ ଅୟ୍ରିଲାୟ୍ ସେମଃନ୍ ଚାରିହାକ୍ ବୁଲିବୁଲି ନିକ କବୁର୍ ପର୍ଚାର୍ କଃଲାୟ୍ ।
5 ୫ ସେମନର୍ ବିତ୍ରେଅନି ପିଲିପ୍ ବଲି ଗଟେକ୍ ଲକ୍ ସମିରଣର୍ ମୁକିଅ ନଅରେ ଜାଇ, ତେଇ ରଇବା ଲକ୍ମନ୍କେ ମସିଅ କଇରଇବା କାତା ଜାନାଇଲା ।
ଆରେକ୍ ପିଲିପ୍ ସମିରଣକେ ଜାୟ୍ ବଃଡ୍ ବଃଡ୍ ଗଃଳାର୍ ଲକ୍ମଃନ୍କେ କ୍ରିସ୍ଟର୍ କଃତା ପର୍ଚାର୍ କଃରୁକେ ଦଃର୍ଲାୟ୍ ।
6 ୬ ପିଲିପ୍ କଇବା କାତା ସୁନି ଆରି ସେ କରିରଇବା କାବା ଅଇଜିବା କାମ୍ମନ୍ ସବୁ ଦେକି ଲକ୍ମନ୍ ତାକେ ଅଦିକ୍ ମନ୍ଦିଆନ୍ ଦେଇ ସୁନ୍ବାର୍ ଦାର୍ଲାଇ ।
ଆର୍ ଲକ୍ମଃନ୍ ପିଲିପାର୍ କଃତା ସୁଣି ଆର୍ ସେ କଃଲା କାବା ଅଃଉତା କାମ୍ ଦଃକି ଗଟେମଃନେ ତାର୍ କଃତାକ୍ ଦଃର୍ଲାୟ୍ ।
7 ୭ କେତେ କେତେ ଲକ୍ମନର୍ ଟାନେଅନି ଡୁମାମନ୍ କିର୍କିରି କରି ବାରଇ ଗାଲାଇ । କେତେ କେତେ ଚେରେଙ୍ଗ୍ ରଗି ଆରି ଆତ୍ ଗଡ୍ ନ ଆଇବାଟାମନ୍ ନିକ ଅଇଗାଲାଇ ।
କାୟ୍ତାକ୍ବଃଲେକ୍ ବିଟାଳ୍ ଆତ୍ମାମଃନ୍ ଲକ୍ମଃନାର୍ ତଃୟ୍ହୁଣି କିର୍କିରି କଃରି ବାରାୟ୍ ଆସୁକ୍ ଦଃର୍ଲାୟ୍ ଆରେକ୍ ଗାଦେକ୍ ଏକ୍ଅଃଙ୍ଗି ଆର୍ ଚଟାମଃନ୍ ଉଜ୍ ଅଃଉଁକ୍ ଦଃର୍ଲାୟ୍ ।
8 ୮ ଏଟାର୍ ପାଇ ସେ ନଅର୍ ସାଇସାର୍ଦା ଅଇରଇଲା ।
ସେତାକ୍ ସେ ଗଃଳେ ବଃଡେ ସଃର୍ଦା ଅୟ୍ଲି ।
9 ୯ ସମରିଆ ଜାଗାଇ ସିମନ୍ ନାଉଁର୍ ଗଟେକ୍ ଲକ୍ ତାର୍ ଜନ୍ତର୍ ମନ୍ତର୍ ବିଦିଆ କରିକରି ତେଇର୍ ଲକ୍ମନ୍କେ କାବା କରାଇତେରଇଲା ।
ମଃତର୍ ସିମନ୍ ନାଉଁଆର୍ ଗଟେକ୍ ଲକ୍ ଇତାର୍ ହୁର୍ବେ ଗୁରୁ ଗୁଣିଆକଃରି ନିଜ୍କେ ଗଟେକ୍ ବଃଡ୍ ଲକ୍ବଃଲି କୟ୍ ସମିରଣ୍ ତଃୟ୍ର୍ ଲକ୍ମଃନ୍କେ କାବା କଃର୍ତିରିଲା ।
10 ୧୦ ସେ, ମୁଇ ନିଜେ ଗଟେକ୍ ବଡ୍ ଲକ୍ ବଲାଇଅଇତେରଇଲା । ଆରି ସେ ନଅରେ ରଇବା ସାନ୍ ବଡ୍ ସବୁ ତାକେ ମାନିରଇଲାଇ । ପର୍ମେସରର୍ ଜନ୍ ବପୁ ମଆନ୍ ସେ ବପୁ ଏଟା ଆକା ବଲି ଲକ୍ମନ୍ କଇତେ ରଇଲାଇ ।
ଇସ୍ୱରାର୍ ସଃକ୍ତିକ୍ ଜୁୟ୍ ବଃଡ୍ ବଃଲି କଃଉଆ ଅୟ୍ଦ୍ ସିମନ୍କେ ଏ ସେ ବଃଲି ତାକେ ମାନ୍ତି କଃର୍ତି ରିଲାୟ୍ ।
11 ୧୧ ବେସି ବରସ୍ ଦାରି ତାର୍ ଗୁନି ବିଦିଆର୍ ବପୁ ସଙ୍ଗ୍ ତେଇର୍ ଲକ୍ମନ୍କେ କାବା କରାଇତେରଇଲା । ସେଟାର୍ପାଇ ଗୁଲାଇ ସମିରଣିୟ ଲକ୍ମନ୍ ତାକେ ମାନିକରି ରଇଲାଇ ।
କାୟ୍ତାକ୍ ବଃଲେକ୍ ସେ ବୁତ୍ଦିନ୍ ହୁଣି ତାର୍ ଗୁରୁଗୁଣିଆ କାମ୍ କଃରି ସେମଃନ୍କେ କାବା କଃର୍ତିରିଲା ।
12 ୧୨ ମାତର୍ ପିଲିପର୍ ଟାନେଅନି ପର୍ମେସରର୍ ରାଇଜ ଆରି ଜିସୁର୍ ବିସଇ ସୁନ୍ଲାଇ । ସୁନିକରି ତେଇର୍ ଲକ୍ମନ୍ ମାପ୍ରୁକେ ବିସ୍ବାସ୍ କଲାଇ । ଆରି ସେ ଜାଗାର୍ ବିସ୍ବାସ୍ କଲା ମନସ୍ ପିଲା ଆରି ମାଇଜିଟକିକେ ପିଲିପ୍ ଡୁବନ୍ ଦେଲା ।
ମଃତର୍ ପିଲିପ୍ ଇସ୍ୱରାର୍ ରାଇଜାର୍ ଆର୍ ଜିସୁ କ୍ରିସ୍ଟର୍ ନାଉଁଏ ନିକ କବୁର୍ ପର୍ଚାର୍ କଃଲାକ୍ ସେମଃନ୍ ଜଃଡେବଃଳ୍ ସଃତ୍ କଃଲାୟ୍ ସଃଡେବଃଳ୍ ହୁଣି ଅଃଣ୍ଡ୍ରା ଆର୍ ମାୟ୍ଜିମଃନ୍ ବାପ୍ତିସମ୍ ଅଃଉଁକେ ଦଃର୍ଲାୟ୍ ।
13 ୧୩ ସିମନ୍ ନିଜେ ପିଲିପ୍ ଜାନାଇରଇବା ମାପ୍ରୁର୍ ବାକିଅ ସୁନି ବିସ୍ବାସ୍ କଲା । ଆରି ପିଲିପ୍ ତାକେ ଡୁବନ୍ ଦେଲା । ସେ ପିଲିପର୍ ସଙ୍ଗ୍ ସବୁଜାଗାଇ ଜିବାର୍ ଦାର୍ଲା । ପିଲିପ୍ କରିରଇବା କାବା ଅଇଜିବା କାମ୍ମନ୍ ଆରି ଚିନ୍ମନ୍ ଦେକିକରି ସେ କାବା ଅଇଜାଇତେରଇଲା ।
ଆର୍ ସିମନ୍ ନିଜେ ହେଁ ବିସ୍ୱାସ୍ କଃରି ବାପ୍ତିସମ୍ ହାୟ୍ଲା ଆର୍ ପିଲିପାର୍ ସଃଙ୍ଗ୍ ରିଲା ଆର୍ କଃତେକ୍ କଃତେକ୍ ଚିନ୍ ଆର୍ ବଃଡ୍ବଃଡ୍ ସଃକ୍ତିର୍ କାମ୍ ଦଃକି କାବା ଅଃଉଁକେ ଦଃର୍ଲା ।
14 ୧୪ ସମରିଆର୍ ଲକ୍ମନ୍ ପର୍ମେସରର୍ ବାକିଅ ବିସ୍ବାସ୍ କଲାଇ ଆଚତ୍ ବଲି ଜିରୁସାଲାମ୍ ରଇବା ପେରିତ୍ ସିସ୍ମନ୍ ସୁନ୍ଲାଇ । ପିତର୍ ଆରି ଜଅନ୍କେ ସେମନର୍ ଲଗେ ପାଟାଇଲାଇ ।
ସମିରଣ୍ ତଃୟ୍ର୍ ଲକ୍ମଃନ୍ ଜେ ଇସ୍ୱରାର୍ କଃତା ସୁଣିକଃରି ମାନି ଆଚ୍ତି, ଇରି ଜଃଡେବଃଳ୍ ଜିରୁସାଲମେ ରିଲା ପେରିତ୍ମଃନ୍ ସୁଣ୍ଲାୟ୍, ସଃଡେବଃଳ୍ ସେମଃନ୍ ପିତର୍ ଆର୍ ଜହନ୍କେ ସେମଃନାର୍ ତଃୟ୍ ହଃଟାୟ୍ଲାୟ୍ ।
15 ୧୫ ସେମନ୍ ତେଇ କେଟ୍ଲା ପଚେ ସମିରଣର୍ ବିସ୍ବାସିମନ୍ ସୁକଲ୍ ଆତ୍ମା ପାଇବାକେ, ପାର୍ତନା କଲାଇ ।
ସେମଃନ୍ ଜାୟ୍ ଜଃନ୍କଃରି ପବିତ୍ର ଆତ୍ମା ହାଉତି ଇତାକ୍ ସେମଃନାର୍ ଗିନେ ପାର୍ତ୍ନା କଃଲାୟ୍;
16 ୧୬ କାଇକେ ବଇଲେ ସେଡ୍କିବେଲ୍ ଜାକ କାର୍ ଉପ୍ରେ ସୁକଲ୍ ଆତ୍ମା ଉତ୍ରି ନ ରଇଲା । ସେମନ୍କେ ଜିସୁକିରିସ୍ଟର୍ ନାଉଁଦାରି ଅବ୍କାସେ ଡୁବନ୍ ଦେଇରଇଲା ।
କାୟ୍ତାକ୍ ବଃଲେକ୍ ସେମଃନାର୍ ବିତ୍ରେ କାର୍ ଉହ୍ରେ ହେଁ ପବିତ୍ର ଆତ୍ମା ଉତ୍ରି ନଃରିଲି, ମଃତର୍ ସେମଃନ୍ ମାପ୍ରୁ ଜିସୁର୍ ନାଉଁଏ ବାପ୍ତିସମ୍ ହାୟ୍ ରିଲାୟ୍ ।
17 ୧୭ ପିତର୍ ଆରି ଜଅନ୍ ସେମନର୍ ଉପ୍ରେ ଆତ୍ ସଙ୍ଗଇଲା ଦାପ୍ରେ ସେମନ୍ ସୁକଲ୍ ଆତ୍ମା ପାଇଲାଇ ।
ସଃଡେବଃଳ୍ ସେମଃନ୍ ପିତର୍ ଆର୍ ଜହନ୍ ସେମଃନାର୍ ଉହ୍ରେ ଆତ୍ ସଃଙ୍ଗାୟ୍ଲାକ୍ ସେମଃନ୍ ପବିତ୍ର ଆତ୍ମା ହାୟ୍ଲାୟ୍ ।
18 ୧୮ ପେରିତ୍ ସିସ୍ମନ୍ ବିସ୍ବାସିମନର୍ ଉପ୍ରେ ଆତ୍ ସଙ୍ଗଇଲାକେ ସୁକଲ୍ଆତ୍ମା ପାଇଲାଟା ଦେକି, ସିମନ୍, ପିତର୍ ଆରି ଜଅନ୍କେ ଡାବୁ ଜାଚ୍ଲା ଆରି କଇଲା,
ପେରିତ୍ମଃନାର୍ ଆତ୍ ସଃଙ୍ଗାୟ୍ଲାକ୍ ଆତ୍ମା ଦିଆ ଅଃଉଁଲି ଇରି ଦଃକି ସିମନ୍ ସେମ୍ନଃକେ ଟଃକା ଜାଚି କୟ୍ଲା,
19 ୧୯ “ମୁଇ ବିନ୍ ଲକର୍ ଉପ୍ରେ ଆତ୍ ସଙ୍ଗଇଲେ, ସେମନ୍ ଜେନ୍ତି ସୁକଲ୍ ଆତ୍ମା ପାଇପାର୍ବାଇ, ସେଟାର୍ ପାଇ ମକେ ସେ ବପୁ ଦିଆ ।”
“ମକ୍ ହେଁ ଇ ଅଃଦିକାର୍ ଦିଆ, ମୁୟ୍ଁ ଜୁୟ୍ ଲକାର୍ ଉହ୍ରେ ଆତ୍ ସଃଙ୍ଗାୟ୍ଦ୍ ସେ ପବିତ୍ର ଆତ୍ମା ହାଉଅ ।”
20 ୨୦ ମାତର୍ ପିତର୍ ତାକେ କଇଲା, “ତର୍ ଡାବୁ ତର୍ ସଙ୍ଗ୍ ନସ୍ଟ ଅ । ତର୍ ସଙ୍ଗ୍ ତର୍ ଡାବୁ ମିସା ନର୍କେ ଜାଅ । କାଇକେବଇଲେ ପର୍ମେସରର୍ ଦାନ୍ ଡାବୁସଙ୍ଗ୍ ଗେନ୍ବି ବଲି ବାବ୍ଲୁସ୍ନି ।
ମଃତର୍ ପିତର୍ ତାକେ କୟ୍ଲା, “ତର୍ ଟଃକା ତର୍ ସଃଙ୍ଗ୍ ନଃସ୍ଟ୍ ଅଃଉଅ, କାୟ୍ତାକ୍ ବଃଲେକ୍ ଇସ୍ୱରାର୍ ଦାନ୍କେ ଗେନୁକ୍ ବାବଃଲିସ୍ ।
21 ୨୧ ଆମର୍ କାମ୍ଟାନେ ତର୍ କାଇମିସା ବାଗ୍ ନାଇ, କାଇକେବଇଲେ ପର୍ମେସର୍ ଦେକ୍ବା ଇସାବେ ତର୍ ମନ୍ ନିକ ନାଇ ।
ଇ କଃତାୟ୍ ତର୍ ବାଗ୍ ନାୟ୍, କି ଅଃଦିକାର୍ ନାୟ୍, କାୟ୍ତାକ୍ବଃଲେକ୍ ଇସ୍ୱରାର୍ ଚଃମେ ତର୍ ମଃନାର୍ ବାବ୍ନା ନିକ ନାୟ୍ ।
22 ୨୨ ସେଟାର୍ ପାଇ ତମର୍ ଏ କରାପ୍ ବାବ୍ନାର୍ ପାଇ ମନ୍ ବାଦ୍ଲାଆ । ଏନ୍ତାରି ବିସଇ ଚିନ୍ତାକଲାର୍ ପାଇ ମାପ୍ରୁ ଜେନ୍ତାରି କେମା ଦେଇସି, ତାର୍ ଲାଗି, ମାପ୍ରୁକେ ପାର୍ତନା କର୍ ।
ତଃବେ ତର୍ ଦୁସ୍ଟ୍ ଚାଡି ମଃନ୍ ବାଦ୍ଲାୟ୍ ମାପ୍ରୁର୍ ତଃୟ୍ ପାର୍ତ୍ନା କଃର୍, କେଜାଣ୍ ତର୍ ମଃନାର୍ ବାବ୍ନା କେମା ଅଃଉଁ ହାରେ ।
23 ୨୩ କାଇକେ ବଇଲେ ମୁଇ ଦେକ୍ଲିନି ଜେ ତର୍ ମନ୍ ଆଁକାରେ ବର୍ତି ଅଇଆଚେ । ତୁଇ ପାପର୍ ବନ୍ଦନେ ବନ୍ଦିଅଇ ଆଚୁସ୍ ।”
କାୟ୍ତାକ୍ ବଃଲେକ୍ ତୁୟ୍ ଡାରା କଃତାୟ୍ ହୁର୍ନ୍ ଅୟ୍ ହାହ୍ ବାନ୍ଦୁଣେ ବାନ୍ଦାୟ୍ ଅୟ୍ ଆଚ୍ସି ବଃଲି ମୁୟ୍ଁ ଜାଣୁଲେ ।”
24 ୨୪ ସିମନ୍ ସେମନ୍କେ କଇଲା, “ତମେ ଜାଇଟା ସବୁ କଇଲାସ୍ ସେଟା ଜେନ୍ତି ମର୍ ଉପ୍ରେ ନ ଗଟ । ମୁଇ ତମ୍କେ ବାବୁଜିଆ କଲିନି ମର୍ପାଇ ମାପ୍ରୁକେ ପାର୍ତନା କରା ।”
ସେତାକ୍ ସିମନ୍ ପିତର୍ ଆର୍ ଜହନ୍କେ କୟ୍ଲା, “ତୁମିମଃନ୍ ଜାୟ୍ଜାୟ୍ରି କଃଉଁଲାସ୍ ସେତିର୍ କାୟ୍ କଃତା ହେଁ ମକ୍ ନଃଉଅ, ଇତାକ୍ ତୁମିମଃନ୍ ମର୍ ଗିନେ ମାପ୍ରୁ ତଃୟ୍ ପାର୍ତ୍ନା କଃରା ।”
25 ୨୫ ନିଜର୍ ଜିବନେ ଅଇରଇବା ବିସଇର୍ ସାକି ଆରି ମାପ୍ରୁର୍ ସୁବ୍ କବର୍ କଇସାରାଇଲା ପଚେ ପିତର୍ ଆରି ଜଅନ୍ ଜିରୁସାଲାମେ ବାଅଡ୍ଲାଇ । ବାଅଡ୍ବା ବାଟେ ସେମନ୍ ସମିରଣର୍ ବେସି ଗାଉଁମନ୍କେ ସୁବ୍କବର୍ ଜାନାଇଲାଇ ।
ଅଃନ୍କଃରି ସେମଃନ୍ ଜିସୁର୍ ସାକି ଦେଉଁକେ ଆର୍ ମାପ୍ରୁର୍ କଃତା କୟ୍ ସମିରଣିୟର୍ ଗାଉଁମଃନ୍କେ ନିକ କବୁର୍ ପର୍ଚାର୍ କଃରି ପିତର୍ ଆର୍ ଜହନ୍ ଜିରୁସାଲମ୍ ବାଉଳ୍ଲାୟ୍ ।
26 ୨୬ ପର୍ମେସରର୍ ଗଟେକ୍ ଦୁତ୍ ପିଲିପ୍କେ କଇଲା, “ତିଆର୍ ଅ, ଆରି ଦକିଣ୍ ଦିଗେ ଜିରୁସାଲମେଅନି ଗାଜା ବଲି ଗଟେକ୍ ଜାଗାଇ ଜିବାବାଟେ ଜା । ଆଜିକାଲି ଏବାଟେ ଆରି ଲକ୍ମନ୍ ଆସ୍ ଜା କରତ୍ ନାଇ ।”
ହଃଚେ ଇସ୍ୱରାର୍ ଗଟେକ୍ ଦୁତ୍ ପିଲିପକେ କୟ୍ଲା, “ଉଟ୍, କାତା ଦିଗେ ଜୁୟ୍ ବାଟ୍ ଜିରୁସାଲମ୍ ହୁଣି ଗାଜା ହାକ୍ ଜାୟ୍ଆଚେ ସେ ବାଟେ ଜାଆ” ଆଜିକାଲି ଲକ୍ ସେ ବାଟ୍ ଅୟ୍ ନଃଜାତି ।
27 ୨୭ ପିଲିପ୍ ତିଆର୍ ଅଇ ସେବାଟେ ଗାଲା । ଏଦେ ଦେକା! ଇତିଅପିଆର୍ ଗଟେକ୍ ଲକ୍! ସେ ଗଟେକ୍ ବେଜୁ ରଇଲା । ସେ ଜିରୁସାଲମେ ପାର୍ତନା କର୍ବାକେ ଆସିରଇଲା ।
ସେତାକ୍ ପିଲିପ୍ ଉଟିଗଃଲା, ଆର୍ ଦଃକ୍ଲା, ଇତିଅପିଆର୍ ଦେସାର୍ କାଣ୍ଡାକି ନାଉଁଆର୍ ରାଣିର୍ ତଃଳାର୍ ବଃଡ୍ହଃଦ୍ ହାୟ୍ଲା ଇତିଅପିଆର୍ ବେଜୁ, ଜେ ରାଣିର୍ ସଃବୁଦଃନ୍ ବଃଣ୍ଡାରାର୍ ଅଃଦିକାରି ରିଲା, ସେ ସେବା କଃରୁକେ ଜିରୁସାଲମ୍ ଆସିରିଲା ।
28 ୨୮ ସେ ଗଟେକ୍ ମୁକିଅ ଆରି ଇତିଅପିଆ ରାନିର୍ ବାଣ୍ଡାର୍ଗରିଆ ରଇଲା । ସେ ପର୍ମେସର୍କେ ଉପାସନା କର୍ବାକେ ଜିରୁସାଲେମ୍ ଜାଇରଇଲା । ତାର୍ ରତେ ବସି ଗରେ ବାଉଡି ଆଇତେରଇଲା । ବସିକରି ଜିସାୟ ବବିସତ୍ବକ୍ତାର୍ ବଇଟାନେଅନି ଆଉଲି ଅଇ ପଡ୍ତେରଇଲା ।
ସେ ବାଉଳି ଜଃଉଁଜଃଉଁ, ଅଃହ୍ଣାର୍ ରଃତ୍ ଉହ୍ରେ ବଃସି ଜିସାୟ୍ ବାବ୍ବାଦିର୍ ସାସ୍ତର୍ ଉଲ୍ଗାଟ୍ ଅୟ୍ ହଳ୍ତି ରିଲା ।
29 ୨୯ ସୁକଲ୍ଆତ୍ମା ପିଲିପ୍କେ କଇଲା, “ସେ ରତେ ଜା ଆରି ସେ ଲକର୍ ଲଗେ ର ।”
ସଃଡେବଃଳ୍ ପବିତ୍ର ଆତ୍ମା ପିଲିପକେ କୟ୍ଲି, “ଚଃମେ ଜାୟ୍ ରଃତ୍ ଚାଲାଉ ସଃଙ୍ଗ୍ ଜାଆ”
30 ୩୦ ପିଲିପ୍ ପାଲାଇ ପାଲାଇ ଗାଲା ଆରି ସେ ଲକ୍ ଜିସାୟ ବବିସତ୍ବକ୍ତାର୍ ବଇ ପଡ୍ବାଟା ସୁନ୍ଲା । ସେ ତାକେ ପାଚାର୍ଲା “ତୁଇ ଜାଇଟା ପଡ୍ଲୁସ୍ନି, ସେଟା ବୁଜିପାର୍ଲୁସ୍ନିକି?”
ସେତାକ୍ ପିଲିପ୍ ଦଃବ୍ଳି ଜାୟ୍ ସେ ଜିସାୟ୍ ବାବ୍ବାଦିର୍ ସାସ୍ତର୍ ହଃଳ୍ତାର୍ ସୁଣି ହଃଚାର୍ଲା, “ତୁୟ୍ ଜାୟ୍ରି ହଳୁଲିସ୍, ସେରି କାୟ୍ ବୁଜୁଲିସ୍ ।”
31 ୩୧ ସେ ବାଣ୍ଡାର୍ ଗରିଆ କଇଲା, “କେ ମିସା ଗଟେକ୍ ଲକ୍ ବୁଜାଇ ନ ଦେଲେ ମୁଇ କେନ୍ତି ବୁଜିପାର୍ବି?” ତାର୍ ସଙ୍ଗ୍ ରତେ ବସ୍ବାକେ ସେ ପିଲିପ୍କେ ଡାକ୍ଲା । ପିଲିପ୍ ଜାଇ ବସ୍ଲା ।
ବେଜୁ କୟ୍ଲା “କେ ମକ୍ ବୁଜାୟ୍ ନଃଦିଲେକ୍ ମୁୟ୍ଁ କଃନ୍କଃରି ବୁଜୁ ହାରିନ୍ଦ୍?” ଆର୍ ସେ ରଃତ୍ ଉହ୍ରେ ଚଃଗି ଆସି ଅଃହ୍ଣାର୍ ଚଃମେ ବଃସୁକ୍ ଗଃଉଆରି କୟ୍ଲା ।
32 ୩୨ ଦରମ୍ ସାସ୍ତରର୍ ଏ ପଦ୍ ପଡ୍ତେ ରଇଲା, “ମରାଇବାକେ ନେବା ମେଣ୍ଡାପାରା, ଲକ୍ମନ୍ ତାକେ ଡାକିନେଲାଇ, ଗଟେକ୍ ମେଣ୍ଡାର୍ ବାଲ୍ କାଟ୍ବା ବେଲେ ଜେନ୍ତି ସେ ଚିମ୍ରାଇଅଇରଇସି, ସେନ୍ତାରି ସେ ପଦେକ୍ ମିସା କାତା କଏ ନାଇ ।
ସାସ୍ତରାର୍ ଜୁୟ୍ରି ସେ ହଳ୍ତିରିଲା ସେରି ଇରି- “ସେ ମେଣ୍ଡା ହର୍ ହୁଜା କଃରୁକେ ନେତା ମେଣ୍ଡା ହର୍ ଚିମ୍ରା ଅୟ୍ରିଲା, ଆରେକ୍ ଗଃଡ୍ରା ମେଣ୍ଡାର୍ ରମ୍ କାଟ୍ତା ଲକ୍ମଃନାର୍ ତଃୟ୍ ଜଃନ୍କଃରି ତୁନ୍ହଃଳି ରଃୟ୍ଦ୍, ସେନ୍କାର୍ ସେ ଟଣ୍ଡ୍ ହୁଟାୟ୍ ନଃକେଲା ।
33 ୩୩ ଲକ୍ମନ୍ ନିନ୍ଦା କଲାବେଲେ ତାକେ ନିଆଇ ମିଲେ ନାଇ ତାର୍ କୁଟୁମର୍ ଲକର୍ ବିସଇ, କେ କଇ ନାପାରତ୍, କାଇକେବଇଲେ ମଚ୍ପୁରେ ତାର୍ ଜିବନ୍ ସାରିଗାଲା ଆଚେ ।”
ସେ ଦୁକ୍ ସଃମ୍ବାଳ୍ଲାକ୍ ତାର୍ ଡଃଣ୍ଡ୍ ଉଣା ନୟ୍ଲି । ତାର୍ ବଃଉଁସ୍ କେ କଃଉ ହାରେ? କାୟ୍ତାକ୍ ବଃଲେକ୍ ତାର୍ ଜିବନ୍ ହୁର୍ତିବି ତଃୟ୍ ହୁଣି ନିଆ ଅୟ୍ଲି ।”
34 ୩୪ ବାଣ୍ଡାର୍ଗରିଆ ପିଲିପ୍କେ ପାଚାର୍ଲା, “ମୁଇ ତକେ ଗୁଆରି କଲିନି । ବବିସତ୍ବକ୍ତା କାର୍ ବିସଇ କଇଲାନି, ମକେ କୁଆ । ତାର୍ ନିଜର୍ ବିସଇ କି ଆରି କାର୍ ବିସଇ?”
ଗୁମୁସ୍ତାବେଜୁ ପିଲିପକେ କୟ୍ଲା, “ମୁୟ୍ଁ ତକ୍ ଗଃଉଆରି କଃରୁଲେ, ବାବ୍ବାଦି କାର୍ କଃତା କଃଉଁଲା, ତାର୍ କଃତା କି ଆର୍ କାର୍ କଃତା?”
35 ୩୫ ପିଲିପ୍ ଦରମ୍ ସାସ୍ତରର୍ ଏ ପଦେଅନି ଆରାମ୍ କରି ଜିସୁର୍ ବିସଇର୍ ସୁବ୍ କବର୍ ତାକେ ଜାନାଇଲା ।
ସେତାକ୍ ପିଲିପ୍ ଟଣ୍ଡ୍ ହୁଟାୟ୍ ସାସ୍ତରାର୍ ଇ କଃତାୟ୍ ହୁଣି ମୁଳ୍ୟାୟ୍ ତାର୍ ତଃୟ୍ ଜିସୁର୍ ନିକ କବୁର୍ ପର୍ଚାର୍ କଃଲା ।
36 ୩୬ ସେମନ୍ ଜାଉ ଜାଉ ଗଟେକ୍ ବନ୍ଦ୍ ଲଗେ କେଟ୍ଲାଇ । ସେ ବାଣ୍ଡାର୍ଗରିଆ କଇଲା,
ଆର୍ ସେମଃନ୍ ବାଟେ ଜଃଉଁଜଃଉଁ, କୁଣ୍ ଗଟେକ୍ ହାଣିନାଳେ ହଚ୍ଲାୟ୍, ସେତାକ୍ ବେଜୁ କୟ୍ଲା, “ଇତି ତ ହାଣି ଆଚେ, ମର୍ ବାପ୍ତିସମ୍ ହାଉଁକ୍ କାୟ୍ ବାଦା ଆଚେ?”
37 ୩୭ “ଇତି ପାନି ଆଚେ, କାଇ ଅସୁବିଦା ନ ରଇଲେ ମକେ ଡୁବନ୍ ଦିଆ ।”
ପିଲିପ୍ କୟ୍ଲା ତୁୟ୍ ସଃବୁ ମଃନ୍ ହଃରାଣ୍ ସଃଙ୍ଗ୍ ଜଦି ବିସ୍ୱାସ୍ କଃର୍ସି ତଃବେ ଅଃଉଁ ହାରେ । ସେତାକ୍ ବେଜୁ କୟ୍ଲା ଜିସୁ କ୍ରିସ୍ଟ ଜେ ଇସ୍ୱରାର୍ ହୟ୍ସି ଇରି ମୁୟ୍ଁ ବିସ୍ୱାସ୍ କଃରୁଲେ ।
38 ୩୮ ସେ ଲକ୍ ରତ୍ ତେବାଇବାକେ ତିଆର୍ଲା । ପିଲିପ୍ ଆରି ସେ, ପାନି ବିତ୍ରେ ଗାଲାଇ ଆରି ପିଲିପ୍ ତାକେ ପାନିତେଇ ଡୁବନ୍ ଦେଲା ।
ଆରେକ୍ ବେଜୁ ରଃତ୍ ତେବାଉଁକେ କୟ୍ଲା । ତଃବେ ପିଲିପ୍ ଆର୍ ବେଜୁ ହାଣି ବିତ୍ରେ ଉତୁର୍ଲାୟ୍ ଆର୍ ପିଲିପ୍ ତାକେ ବାପ୍ତିସମ୍ ଦିଲା ।
39 ୩୯ ସେମନ୍ ପାନିତେଇଅନି ବାରଇ ଆଇଲା ପଚେ, ମାପ୍ରୁର୍ ଆତ୍ମା ପିଲିପ୍କେ ଆରିଗଟେକ୍ ଜାଗାଇ ମାୟା କରି ଦେଲା, ସେ ଲକ୍ ପିଲିପ୍କେ ଆରି କେବେ ଦେକି ନାପାର୍ଲା, ମାତର୍ ସାର୍ଦାଇ ପୁରୁନ୍ ଅଇ ତାର୍ ବାଟେ ଉଟିଗାଲା ।
ସେମଃନ୍ ହାଣି ବିତ୍ରେ ହୁଣି ବାରାୟ୍ ଆୟ୍ଲାକ୍ ମାପ୍ରୁ ଆତ୍ମା ପିଲିପକେ କେଣେ ଦଃରିଗଃଲି ଆରେକ୍ ବେଜୁ ଆର୍ ପିଲିପକେ ଦଃକୁ ନଃହାର୍ଲା, ଅୟ୍ଲେକ୍ ହେଁ ସେ ସଃର୍ଦା ଅୟ୍କଃରି ତାର୍ ବାଟେ ଗଃଲା ।
40 ୪୦ ଚନେକ୍ ଗାଲା ପଚେ ପିଲିପ୍ ଦେକ୍ଲାଜେ ସେ ଅସଦର୍ ବଲି ଗଟେକ୍ ଜାଗାଇ କେଟିଆଚେ । ତେଇଅନି ସେ କାଇସେରିଆଇ ଗାଲା ଆରି ବାଟେ ରଇବା ସଅର୍ମନ୍କେ ସୁବ୍ କବର୍ ଜାନାଇଲା ।
ମଃତର୍ ପିଲିପ୍ ଅସ୍ଦତ୍ ତଃୟ୍ ଦଃକାୟ୍ ଅୟ୍ଲା; ଆର୍ ସେ ଜଃଉଁଜଃଉଁ ଗଃଳେମଃନ୍ ଜିସୁର୍ ନିକ କବୁର୍ ପର୍ଚାର୍ କଃରି କାଇସରିଆ ତଃୟ୍ ହଚ୍ଲା ।