< 2 Timothy 4 >
1 I witnesse bifore God and Crist Jhesu, that schal deme the quike and the deed, and bi the comyng of hym, and the kyngdom of hym,
୧ପର୍ମେସର୍ ଆରି ଜିସୁକିରିସ୍ଟ ମର୍ ସାକି । ଜେକି ମଲା ଲକ୍ମନର୍ ଆରି ଜିବନ୍ ରଇଲା ଲକ୍ମନର୍ ବିଚାର୍ କର୍ସି । ତାର୍ ରାଇଜର୍ ଲାଗି, ସେ ଜଗତେ ସାସନ୍ କର୍ବାକେ ଆଇସି । ସେଟାର୍ପାଇ ମୁଇ ତମ୍କେ ତିଆର୍ଲିନି ।
2 preche the word, be thou bisi couenabli with outen rest, repreue thou, biseche thou, blame thou in al pacience and doctryn.
୨ସୁବ୍ କବର୍ ସବୁକେ ଜାନାଆ । ଲକ୍ମନ୍ ସେଟା ସୁନ୍ବାକେ ମନ୍ କଲାବେଲେ କି ନ ସୁନ୍ବା ବେଲେ ସେଟା ଜାନାଇବାକେ ଜାଗିର । ବୁଲ୍କରି କାରାପ୍ କାମ୍ କର୍ବା ଲକ୍ମନ୍କେ ସେଟା ଚାଡ୍ବାକେ ଡାଟ୍ ସଙ୍ଗ୍ କ । ଆସା ନ ଚାଡି ପର୍ମେସରର୍ ବାକିଅ ସିକାଇତେର । ସେମନ୍କେ ନିକ କାମ୍ କର୍ବାକେ ସାର୍ଦା କରାଆ ।
3 For tyme schal be, whanne men schulen not suffre hoolsum teching, but at her desiris thei schulen gadere `togidere to hem silf maistris yitchinge to the eeris.
୩ଗଟେକ୍ ବେଲା ଆଇସି, ଜେଡେବେଲେ ସତ୍ ସିକିଆ ସୁନ୍ବାକେ ଲକ୍ମନ୍ ମନ୍ ନ କରତ୍ । ତାର୍ ବାଦୁଲେ ସେମନ୍ ଜନ୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେଟା କର୍ତେରଇବାଇ । ବିନ୍ ବିନ୍ଟା ସିକାଉମନ୍କେ ଡାକିକରି, ତାକର୍ ଟାନେ ଜନ୍ ସାର୍ଦାର୍ ବିସଇ ସୁନ୍ବାକେ ମନ୍ କର୍ବାଇ, ସେନ୍ତାରି ଲକ୍ମନ୍କେ ଡାକିଆନ୍ବାଇ ।
4 And treuli thei schulen turne awei the heryng fro treuthe, but to fablis thei schulen turne.
୪ସତ୍ ବିସଇ ଦିଆନ୍ ନ ଦେଇକରି କାତାନିମନ୍ ସୁନ୍ବାକେ ମନ୍ କର୍ବାଇ ।
5 But wake thou, in alle thingis traueile thou, do the werk of an euangelist, fulfille thi seruyce, be thou sobre.
୫ମାତର୍ ତିମତି, ତୁଇ ନିଜେ ସବୁବେଲେ ଜାଗ୍ରତ୍ ଅଇ ର । ଦୁକ୍ କସ୍ଟ ଆଇଲେ ମୁର୍ଚିକରି ର । ସୁବ୍କବର୍ ଜାନାଇତେର । ତର୍ ଦାଇତେ ରଇବା ସବୁ କାମ୍ କର୍ତେରଇବାର୍ ।
6 For Y am sacrifisid now, and the tyme of my departyng is nyy.
୬ଗଟେକ୍ ପୁଜାରି ଜେନ୍ତିକି ବେଦିଟାନେ ବଲି ଚଗାଇସି, ସେନ୍ତାରିସେ, ଏବେ ମର୍ ଜିବନ୍ ସର୍ପାଇ ଅଇବା ବେଲା କେଟିଆଚେ । ତାର୍ଲାଗି ଏ ସବୁ ଆଦେସ୍ ମୁଇ ତକେ ଦେଲିନି ।
7 Y haue stryuun a good strijf, Y haue endid the cours, Y haue kept the feith.
୭ଆରାଜିତାଟାନେ ମୁଇ ନିକସଙ୍ଗ୍ ଜୁଇଦ୍ କଲିଆଚି । ଜେତ୍କି ପାଲାଇବାର୍ ରଇଲା ମୁଇ ନିକସଙ୍ଗ୍ ସାରାଇଲି । ଆରି ମୁଇ ମର୍ ବିସ୍ବାସ୍ ଆରାଇନାଇ ।
8 In `the tothir tyme a coroun of riytwisnesse is kept to me, which the Lord, a iust domesman, schal yelde to me in that dai; and not oneli to me, but also to these that louen his comyng.
୮ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।
9 Hyye thou to come to me soone.
୯ତିମତି, ଜେତେକ୍ ଦାପ୍ରେ ତୁଇ ମର୍ଲଗେ ଆଇବାକେ ଚେସ୍ଟା କର୍ ।
10 For Demas, louynge this world, hath forsakun me, and wente to Tessalonyk, Crescens in to Galathi, Tite in to Dalmacie; (aiōn )
୧୦କାଇକେବଇଲେ ଦିମା ଏବେ ମକେ ଚାଡିକରି ତେସଲନିକି ଗାଲାଆଚେ । ସେ ଏ ଜଗତର୍ ବିସଇ ଅଦିକ୍ ମନ୍ କଲାନି । କର୍ସିନ୍ ଗାଲାତିଆଇ ଗାଲା, ଆରି ତିତସ୍ ଦୁଲ୍ମତି ଗାଲା । (aiōn )
11 Luk aloone is with me. Take thou Mark, and brynge with thee; for he is profitable to me in to seruyce.
୧୧ଲୁକ୍ ଗଟେକ୍ ଲକ୍ସେ ମର୍ସଙ୍ଗ୍ ଆଚେ । ତୁଇ ଆଇଲାବେଲେ ମାର୍କକେ ତର୍ ସଙ୍ଗ୍ ଡାକିଆନ୍ । କାଇକେବଇଲେ ଇତି ରଇଲାବେଲେ ମର୍ କାମେ ସେ ସାଇଜ କର୍ସି ।
12 Forsothe Y sente Titicus to Effesi.
୧୨ତିକିକସ୍କେ ମୁଇ ଏପିସିଅ ପାଟାଇଆଚି ।
13 The cloth which Y lefte at Troade at Carpe, whanne thou comest, bringe with thee, and the bookis, but moost parchemyne.
୧୩ତୟସ୍ ନଅର୍ ଚାଡ୍ଲାବେଲେ କର୍ପର୍ ଗରେ ମୁଇ ମର୍ ଅଡ୍ବାଟା ଚାଡିଆଚି । ତୁଇ ଆଇବାବେଲେ ସେଟା ଦାରିଆଉ । ଆରି ମର୍ ବଇପତର୍ମନ୍ ଆରି ଲଡାକେ ଆଇବା କାଗଜ୍ପତର୍ ମିସା ଦାରିଆଉ । ମେଣ୍ଡାର୍ ଚାମ୍ ସଙ୍ଗ୍ ତିଆର୍ ଅଇଲାଟା ଚାଡ୍ବାର୍ ନାଇ ।
14 Alisaundre, the tresorer, schewide to me myche yuele; `the Lord schal yelde to hym aftir his werkis.
୧୪କଁସ୍ କାମ୍ କରୁ ଆଲେକ୍ଜାଣ୍ଡେର୍ ମକେ ବେସି ଅନିଆଇ କରି ଆଚେ । ସେ କଲା କାମର୍ପାଇ ମାପ୍ରୁ ତାକେ ବେସି ଡଣ୍ଡ୍ ଦେଇସି ।
15 Whom also thou eschewe; for he ayenstood ful greetli oure wordis.
୧୫ତୁଇ ମିସା ତାର୍ଟାନେଅନି ଜାଗ୍ରତ୍ ରଅ । ସେ ଆମର୍ ସିକିଆ ଡାଟ୍ ସଙ୍ଗ୍ ବିରଦ୍ କରିରଇଲା ।
16 In my firste defence no man helpide me, but alle forsoken me; be it not arettid to hem.
୧୬ମୁଇ ପର୍ତୁମ୍ତର୍ ନିଜ୍କେ ରକିଆ କର୍ବାକେ ବିଚାର୍ନା ଜାଗାଇ ଗାଲାବେଲେ, ମର୍ବାଟେ ଅଇକରି ସାକି ଦେବାକେ କେ ନ ରଇଲାଇ । ତାର୍ ବାଦୁଲେ ସବୁଲକ୍ ମକେ ଚାଡିଦେଲାଇ । ଏ କାମର୍ପାଇ ସେମନ୍କେ ପର୍ମେସର୍ ଡଣ୍ଡ୍ ନ ଦେଅ ।
17 But the Lord helpide me, and coumfortide me, that the preching be fillid bi me, and that alle folkis here, that Y am delyueride fro the mouth of the lioun.
୧୭ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।
18 And the Lord delyueride me fro al yuel werk, and schal make me saaf in to his heuenly kingdom, to whom be glorie in to worldis of worldis. (aiōn )
୧୮ବିପଦେ ପାକାଇବା ସବୁ ଗଟ୍ନାଇଅନି ମାପ୍ରୁ ଜିସୁ ମକେ ରକିଆ କରି, ସର୍ଗେ ରଇବା ତାର୍ ରାଇଜେ କାଇଟା ନ ଅଇତେ ଡାକିନେଇସି । କାଲ୍ କାଲ୍ ଜୁଗ୍ ଜୁଗ୍ ସେ ଆକା ଡାକ୍ପୁଟା ପାଅ । ଆମେନ୍! (aiōn )
19 Amen. Grete wel Prisca, and Aquila, and the hous of Oneseforus.
୧୯ପିର୍ସିଲାକେ ଆରି ଆକିଲାକେ ଜୁଆର୍ ଜାନାଆ । ଆରି ଅନିସିପରର୍ କୁଟୁମ୍କେ ମିସା ମର୍ ଜୁଆର୍ ଜାନାଆ ।
20 Erastus lefte at Corynthi, and Y lefte Trofymus sijk at Mylete.
୨୦ଏରାସ୍ତ କରନ୍ତିଅ ନଅରେ ଆଚେ । ଆରି ତର୍ପିମସ୍କେ ଜର୍ ଅଇଲାକେ ମୁଇ ତାକେ ମିଲିତି ଚାଡିଦେଇ ଆସିଆଚି ।
21 Hiye thou to come bifore wyntir. Eubolus, and Prudent, and Lynus, and Claudia, and alle britheren, greten thee wel.
୨୧ତୁଇ ସିତ୍ଦିନ୍ ଅଇବା ଆଗ୍ତୁ ଆଇବାକେ ଚେସ୍ଟା କର୍ । ଇଉବୁଲ୍ ପୁଦେନ୍ସ୍, ଲିନ୍, କଲ୍ଦିଆ ଆରି ଇତିରଇବା ସବୁ ବିସ୍ବାସି ବାଇବଇନି ତକେ ଜୁଆର୍ ଜାନାଇଲାଇନି ।
22 Oure Lord Jhesu Crist be with thi spirit. The grace of God be with you. Amen.
୨୨ପର୍ମେସର୍ ଜିବନ୍ ଦୁକାଇ ଦୟା କଲାଟା ତମର୍ ସଙ୍ଗ୍ ରଅ ।