Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Desiya New Testament, Luke Chapter 5 https://www.AionianBible.org/Bibles/Desiya---Desiya-Bible/Luke/5 1 ୧) ଦିନେକ୍ ଜିସୁ ଗିନେସରତ୍ ଗାଡ୍କଣ୍ଡି ଟିଆଅଇରଇଲା ବେଲେ ଲକ୍ମନ୍ ମାଣ୍ଡାଚୁଣ୍ଡା ଅଇ ପର୍ମେସରର୍ ବାକିଅ ସୁନ୍ତେରଇଲାଇ । 2 ୨) ସେଡ୍କିବେଲେ ସେ ଗାଡ୍କଣ୍ଡି ଦୁଇଟା ଡଙ୍ଗା ରଇଲାଟା ଦେକ୍ଲା, କେଉଟ୍ମନ୍ ଡଙ୍ଗାଇଅନି ଉତ୍ରି ଜାଲ୍ ଦଇତେରଇଲାଇ । 3 ୩) ସେ ଡଙ୍ଗାମନର୍ ବିତ୍ରେଅନି ଜନ୍ଟା କେଉଟ୍ ସିମନର୍ଟା ରଇଲା, ଜିସୁ ତେଇ ଚଗିକରି “କଣ୍ଡିତେଇଅନି କଣ୍ଡେକ୍ ଦୁର୍ ପାନିତେଇ ଚାଲାଇନେ ।” ବଲି ସିମନ୍କେ କଇଲା, ଆରି ଡଙ୍ଗାଇ ବସିକରି ସିକିଆ ଦେବାର୍ ଦାର୍ଲା । 4 ୪) ଜିସୁ କାତା ସାରାଇକରି ସିମନ୍କେ କଇଲା, “ଡେଙ୍ଗ୍ ପାନିଟାନେ ଜାଇକରି ମାଚ୍ ଦାର୍ବାକେ ତମର୍ ଜାଲ୍ ପାକାଆ ।” 5 ୫) ତେଇ ସିମନ୍ କଇଲା, “ଏ ଗୁରୁ ଆମେ ସବୁଲକ୍ ଗୁଲାଇରାତି କସ୍ଟ କରି ଗଟେକ୍ ମିସା ଦାରୁନାଇ, ମାତର୍ ତମର୍ କାତା ଦାରି ମୁଇ ଜାଲ୍ ପାକାଇବି ।” 6 ୬) ଆରି ଜାଲ୍ ପାକାଇଲାଇକେ, ଏଦେ ଦେକା! ଏନ୍ତି ମାଚ୍ ଲାଗ୍ଲାଇଜେ ତାକର୍ ଜାଲ୍ ଚିରିଅଇବାର୍ ଦାର୍ଲା । 7 ୭) ଡଙ୍ଗାଇ ମାଚ୍ ବର୍ତି କଲାଇଜେ ସେ ଦୁଇଟା ଡଙ୍ଗା ବୁଡ୍ଲା ପାରା ଅଇଗାଲା । 8 ୮) ଏଟା ଦେକି ସିମନ୍ ପିତର୍ ଜିସୁର୍ ପାଦେ ମାଣ୍ଡିକୁଟା ଦେଇ ଜୁଆର୍ କରି କଇଲା, “ମର୍ଟାନେଅନି ଜାଆ ମାପ୍ରୁ, କାଇକେବଇଲେ ମୁଇ ଗଟେକ୍ ପାପି ମୁନୁସ୍ ।” 9 ୯) କାଇକେବଇଲେ ତେଇ ସେମନ୍ ଏତେକ୍ ମାଚ୍ ଦାରିରଇଲାଇଜେ, ସେଟା ଦେକି ସିମନର୍ ସଙ୍ଗାରିମନ୍ କାବାଅଇଗାଲାଇ । 10 ୧୦) ଆରି ଜେବଦିର୍ ଦୁଇଟା ପ ଜାକୁବ୍ ଆରି ଜଅନ୍ ଜନ୍ଲକ୍ମନ୍ ସିମନର୍ ସଙ୍ଗାରି ରଇଲାଇ, ସେମନ୍ ମିସା ସେନ୍ତାରିସେ କାବା ଅଇଗାଲାଇ । ଆରି ଜିସୁ ସିମନ୍କେ କଇଲା, “ଡରାନାଇ, ଆଜିଅନି ତମେ ମାଚ୍ ନ ଦାରି, ଲକ୍ମନ୍କେ ମର୍ଟାନେ ଆନ୍ସା ।” 11 ୧୧) ତେଇ ସେମନ୍ ସବୁ ତାକର୍ ଡଙ୍ଗା କଣ୍ଡି ଆନି ଚାଡିଦେଇକରି ଜିସୁର୍ ପଚେ ପଚେ ଗାଲାଇ । 12 ୧୨) ତରେକ୍ ଜିସୁ ଗଟେକ୍ ନଅରେ ରଇଲାବେଲେ ଗଟେକ୍ ଗୁଲାଇ ଗାଗଡେ ବଡ୍ରଗ୍ ଅଇରଇବା ଲକ୍ ତେଇ ରଇଲା । ସେ ଡାଣ୍ଡାସନ୍ ପଡି ମୁ ବୁଏଁ ଚିଆଇ ଜିସୁକେ ବାବୁଜିଆ କରି କଇଲା, “ଏ ମାପ୍ରୁ, ତମେ ଜଦି ମନ୍କଲୁସ୍ନି ବଇଲେ, ମକେ ନିକ କରିପାରୁସ୍ ।” 13 ୧୩) ତେଇ ଜିସୁ ଆତ୍ ଲାମାଇ ତାକେ ଚିଇ କରି କଇଲା, “ମୁଇ ମନ୍ କଲିନି, ତୁଇ ସୁକଲ୍ ଅ ।” ଦାପ୍ରେସେ ତାର୍ ବଡ୍ ରଗ୍ ଚାଡିଗାଲା । 14 ୧୪) ଆରି ଜିସୁ ତାକେ ଆଦେସ୍ ଦେଇ କଇଲା, “ଏ କାତା କାକେ କ ନାଇ । ମାତର୍ ପୁଜାରିର୍ ଲଗେ ଜା ଆରି ସେ ତକେ ପରିକା କରି ଦେକ । ତୁଇ, ‘ନିକ ଅଇଲିଆଚି’ ବଲି ବିନ୍ ଲକର୍ ଟାନେ ସାକିଦେବାକେ ମସାର୍ ଆଦେସ୍ ଇସାବେ ବିରୁ ଦେସ୍ ।” 15 ୧୫) ମାତର୍ ଜିସୁର୍ କବର୍ ଗୁଲାଇ ଚାରିବେଡ୍ତିର୍ଲକ୍ ଜାନ୍ଲାଇ । ତାର୍ କାତା ସୁନ୍ବାପାଇ ଆରି ନିଜର୍ ନିଜର୍ ରଗେଅନି ନିକ ଅଉଁବଲି ଗାଦି ଲକ୍ମନ୍ ଟୁଲ୍ଅଇବାର୍ ଦାର୍ଲାଇ । 16 ୧୬) ମାତର୍ ଜିସୁ କିନରା ଜାଗାମନ୍କେ ଜାଇ ପାର୍ତନା କର୍ତେରଇଲା । 17 ୧୭) ଦିନେକ୍ ଜିସୁ ସିକିଆ ଦେଇତେରଇଲା । ତେଇ ଗାଲିଲିର୍ ସବୁ ଗାଏଁଅନି, ଜିଉଦା ଆରି ଜିରୁସାଲମେଅନି ଆସିରଇବା ପାରୁସିମନ୍ ଆରି ନିଅମ୍ ସିକାଉମନ୍ ତେଇ ବସିରଇଲାଇ । ଆରି ରଗିମନ୍କେ ନିକ କର୍ବାକେ ମାପ୍ରୁର୍ ବପୁ, ଜିସୁକେ ରଇଲା । 18 ୧୮) ଆରି ଏଦେ ଦେକା! ଗଟେକ୍ ଚେରେଙ୍ଗ୍ବାତ୍ ଦାର୍ଲା ମୁନୁସ୍କେ, କେତେଲକ୍ କଟ୍ ମିସ୍ତେ ବଇଆନିକରି, ଗର୍ ବିତ୍ରେ ନେଇ ଜିସୁର୍ ମୁଆଟେ ସଙ୍ଗଉବଲି, ଚେସ୍ଟା କରତେରଇଲାଇ । 19 ୧୯) ମାତର୍ ଚିପାଟେଲାର୍ଲାଗି, ତାକେ ବିତ୍ରେ ନେବାକେ ବାଟ୍ ମିଲେନାଇ । ଏଦେ ଦେକା! ସେମନ୍ ରଗିକେ ଗର୍ ଉପ୍ରେ ଚଗାଇ ଚାଉନି ଉଜାଡି, କଟ୍ ମିସ୍ତେ ଲକ୍ମନର୍ ମଜାଇ ଜିସୁର୍ ମୁଆଟେ ଉତ୍ରାଇଦେଲାଇ । 20 ୨୦) ଜିସୁ ସେମନର୍ ବିସ୍ବାସ୍ ଦେକି କଇଲା, “ଏ ବାବୁ, ତମର୍ ସବୁ ପାପ୍ କେମା ଅଇଗାଲାବେ ।” 21 ୨୧) ସାସ୍ତର୍ ସିକାଇବା ଲକ୍ମନ୍ ଆରି ପାରୁସି ଲକ୍ମନ୍ ମନେ ମନେ କୁଆବଲା ଅଇ, ଏନ୍ତି କଇବାର୍ ଦାର୍ଲାଇ, “ଏ କେ ଜେ ପର୍ମେସରର୍ ନିନ୍ଦାକଲାନି? ପର୍ମେସର୍କେ ଚାଡି ଆରି କେ ପାପ୍ କେମା କରିପାର୍ସି?” 22 ୨୨) ତେଇ ସେମନ୍ ମନେ ମନେ କୁଆବଲା ଅଇବାଟା ଜାନିକରି ସେମନ୍କେ ଜିସୁ କଇଲା, “ତମେ କାଇକେ ସବୁଲକ୍ ନିଜର୍ ମନେ ମନେ ଏନ୍ତାରି କୁଆବଲା ଅଇଲାସ୍ନି? 23 ୨୩) କାଇଟା ଉପାସ୍ କାତା? ତର୍ ସବୁ ପାପ୍ କେମା ଅଇଗାଲା ବଲି କଇବାଟା, କି ଉଟିକରି ଇଣ୍ଡି ଜା ବଲି କଇବାଟା? 24 ୨୪) ମାତର୍ ପୁର୍ତିବିର୍ ସବୁ ପାପ୍ କେମା କର୍ବାକେ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ମର୍ ଅଦିକାର୍ଆଚେ ।” ଏଟା ତମେ ଜେନ୍ତି ଜାନିପାରାସ୍ । ଏଟାର୍ପାଇ ଜିସୁ ଚେରେଙ୍ଗ୍ବାତ୍ ଦାର୍ଲା ରଗିକେ କଇଲା, “ମୁଇ ତକେ କଇଲିନି, ଉଟ୍ ନିଜର୍ ବିଚ୍ନା ଦାରି ଗରେ ଜା ।” 25 ୨୫) ସେଦାପ୍ରେ ଚେରେଙ୍ଗ୍ ଦାର୍ଲା ଲକ୍ ସବୁଲକର୍ ଦେକ୍ତେ ଉଟିକରି ଜନ୍ କଟେ ସଇରଇଲା, ସେଟା ବଇ ପର୍ମେସରର୍ ମଇମା କରି କରି ତାର୍ ଗରେ ଉଟିଗାଲା । 26 ୨୬) ତେଇ ରଇଲା ସବୁଲକ୍ କାବା ଅଇଜାଇକରି ପର୍ମେସରର୍ ମଇମା କର୍ବାର୍ ଦାର୍ଲାଇ ଆରି ମାପ୍ରୁର୍ ଚକିତ୍ କାମ୍ ଦେକି, “ଆଜି ଆମେ କେବେ ନ ଅଇଲାଟା ଦେକ୍ଲୁ!” ବଲି କଇଲାଇ । 27 ୨୭) ତାର୍ପଚେ ଜିସୁ ବାରଇଜାଇ ଲେବି ନାଉଁର୍ ଗଟେକ୍ ସିସ୍ତୁମାଙ୍ଗୁ, ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବାଟାନେ ବସିରଇବାଟା ଦେକି, ତାକେ କଇଲା, “ମର୍ସଙ୍ଗ୍ ଆଉ ।” 28 ୨୮) ତେଇ ଲେବି ସବୁଜାକ ଚାଡିଦେଇ ଉଟିକରି ଜିସୁର୍ ସଙ୍ଗ୍ ଜିବାର୍ଦାର୍ଲା । 29 ୨୯) ଆରି ଲେବି ଜିସୁର୍ପାଇ ନିଜର୍ ଗରେ, ଗଟେକ୍ ବଡ୍ ବଜିକଲା । ତେଇ ସିସ୍ତୁମାଙ୍ଗୁମନ୍, ଅଦିକ୍ ଲକ୍ ଆରି ବିନ୍ ବିନ୍ ଲକ୍ମନର୍ ସଙ୍ଗ୍ ସେ କାଇବାକେ ବସ୍ଲା । 30 ୩୦) ତେଇ ପାରୁସିମନ୍ ଆରି ତାକର୍ ଦଲର୍ ସାସ୍ତର୍ ସିକାଉମନ୍ ଜିସୁର୍ ମୁଆଟେ ତାର୍ ସିସ୍ମନ୍କେ ଦସ୍ ଦେକାଇ କଇଲାଇ, “ତମେ କାଇକେ ସିସ୍ତୁମାଙ୍ଗୁମନର୍ ସଙ୍ଗ୍ ଆରି ପାପିମନର୍ ସଙ୍ଗ୍ ମିସି କିଆ ପିଆ କଲାସ୍ନି?” 31 ୩୧) ଜିସୁ ସେମନ୍କେ କଇଲା, “ଜାକେ ଦୁକାଦାରି ରଇସି, ସେସେ ଅସ କାଇସି, ଜାକେ ଦୁକା ଦାରେ ନାଇ ତାକେ ଅସ ଲଡାନାଇ । 32 ୩୨) ମୁଇ ଦରମ୍ ଲକ୍ବଲି ନିଜ୍କେ ବାବ୍ବା ଲକ୍ମନର୍ ପାଇ ଆସିନାଇ, ମାତର୍ ପାପି ଲକ୍ମନ୍କେ ପାପେଅନି ମନ୍ ବାଦ୍ଲାଇବାକେ ଆଇଲିଆଚି ।” 33 ୩୩) କେତେକ୍ ଲକ୍ ଜିସୁକେ ପାଚାର୍ଲାଇ, “ଡୁବନ୍ ଦେଉ ଜଅନର୍ ସିସ୍ମନ୍ ତର୍କେତର୍ ଉପାସ୍ କରି ପାର୍ତନା କର୍ବାଇ । ପାରୁସିମନର୍ ସିସ୍ମନ୍ ମିସା ସେନ୍ତାରି ସେ କର୍ବାଇ । ମାତର୍ ତମର୍ ସିସ୍ମନ୍ କିଆ ପିଆ କର୍ବାଇ ।” 34 ୩୪) ଜିସୁ ସେମନ୍କେ କଇଲା, “ବର୍ବାଟର୍ ଲକ୍ମନର୍ସଙ୍ଗ୍ ବର୍ ରଇଲାବେଲେ, ତମେ କାଇ ସେମନ୍କେ ଉପାସ୍ କରାଇପାରାସ୍? ନାଇ, ନାପାରାସ୍ । 35 ୩୫) ମାତର୍ ବେଲା ଆଇସି, ଜେଡେବେଲେ ତାକର୍ଟାନେଅନି ବର୍କେ ଡାକିଦାରିଜିବାଇ, ସେଡ୍କିବେଲେ ସେମନ୍ ଉପାସ୍ କଇବାଇ ।” 36 ୩୬) ଜିସୁ ସେମନ୍କେ ଆରି ଗଟେକ୍ ଉଦାଅରନ୍ ଦେଇ କଇଲା, “କେ ମିସା ପୁର୍ନା ଲୁଗା ପାଟିରଇଲାଟାନେ ନୁଆଲୁଗା ଚିରି ଚାପ୍ ନ ଦେଅତ୍, ଚାପ୍ ଦେଲେ ନୁଆଟା ମିସା ନସିଜାଇସି, ନୁଆ ଲୁଗାର୍ ଚାପ୍ ପୁର୍ନାଟାନେ ନ ମିସେ । 37 ୩୭) ବେସି ଦିନର୍ ପୁର୍ନା ଗାଗ୍ରିଟାନେ କେ ମିସା ଏବେ ଉତ୍ରାଇଲା ମଦ୍ ନ ରକଅତ୍, ତେଇ ଜଦି ସେ ମଦ୍ ରକଇ ଡାବିଦେଲେ, ଗାଗ୍ରି ପୁଟିକରି ପଡାଅଇଜାଇସି । 38 ୩୮) ତେବେ ମଦ୍ ଉତ୍ରାଇଲା ଦାପ୍ରେ ନୁଆ ଗାଗ୍ରିଟାନେ ରକଇ ସଙ୍ଗଇବାର୍ଆଚେ । 39 ୩୯) ଆରି କେ ମିସା ପୁର୍ନା ମଦ୍ କାଇକରି ଏବେ ଉତ୍ରାଇଲା ମଦ୍ କାଇବାକେ ମନ୍ ନ କରତ୍, କାଇକେବଇଲେ, ସେ ବାସିଟା ଆକା ନିକ ବଲି କଇସି ।” Additional comments?
Refresh Captcha
The world's first Holy Bible un-translation!