< رُؤيا 9 >
ثُمَّ بَوَّقَ ٱلْمَلَاكُ ٱلْخَامِسُ، فَرَأَيْتُ كَوْكَبًا قَدْ سَقَطَ مِنَ ٱلسَّمَاءِ إِلَى ٱلْأَرْضِ، وَأُعْطِيَ مِفْتَاحَ بِئْرِ ٱلْهَاوِيَةِ. (Abyssos ) | ١ 1 |
୧ତାର୍ପଚେ ପାଁଚ୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା! ବାଦଲେଅନି ଦର୍ତନି ଉପ୍ରେ ଅଦ୍ରି ରଇବା ଗଟେକ୍ ତାରା ଦେକ୍ଲି । ତାକେ ପାତାଲର୍ କୁଚିକାଡି ଦିଆଅଇରଇଲା । (Abyssos )
فَفَتَحَ بِئْرَ ٱلْهَاوِيَةِ، فَصَعِدَ دُخَانٌ مِنَ ٱلْبِئْرِ كَدُخَانِ أَتُونٍ عَظِيمٍ، فَأَظْلَمَتِ ٱلشَّمْسُ وَٱلْجَوُّ مِنْ دُخَانِ ٱلْبِئْرِ. (Abyssos ) | ٢ 2 |
୨ସେ ତାରା ପାତାଲ୍ ଉଗାଡ୍ଲା ଆରି ତେଇଅନି ଗଟେକ୍ ଜଇଲାଗ୍ବା ବାଟି ଅନି ଦୁଆଁ ବାରଇଲା ପାରା ବାରଇଲା । ପାତାଲେଅନି ଆଇବା ଦୁଆଁର୍ ଲାଗି ବେଲର୍ ଉଜଲ୍ ଆରି ପବନ୍ ଆନ୍ଦାର୍ ଅଇଗାଲା । (Abyssos )
وَمِنَ ٱلدُّخَانِ خَرَجَ جَرَادٌ عَلَى ٱلْأَرْضِ، فَأُعْطِيَ سُلْطَانًا كَمَا لِعَقَارِبِ ٱلْأَرْضِ سُلْطَانٌ. | ٣ 3 |
୩ଦର୍ତନିଟାନେ ରଇବା ଦୁଆଁର୍ ଲାଗି, ତେଇଅନି ଚିଟ୍କାମନ୍ ବାରଇଲାଇ । ସେଟାମନ୍କେ ବିସ୍କାକ୍ଡାର୍ ପାରା ବପୁ ଦିଆଅଇରଇଲା ।
وَقِيلَ لَهُ أَنْ لَا يَضُرَّ عُشْبَ ٱلْأَرْضِ، وَلَا شَيْئًا أَخْضَرَ وَلَا شَجَرَةً مَا، إِلَّا ٱلنَّاسَ فَقَطِ ٱلَّذِينَ لَيْسَ لَهُمْ خَتْمُ ٱللهِ عَلَى جِبَاهِهِمْ. | ٤ 4 |
୪ସେମନ୍କେ ଦର୍ତନିର୍ ଗାଁସ୍ କି ଗଚ୍ କି ବିନ୍ ବାଡର୍ ଗଚ୍କୁଟ୍କେ ମାରାନାଇ ବଲି କୁଆଅଇରଇଲା । ପର୍ମେସରର୍ ସିଲର୍ ଚିନ୍, ଜନ୍ ଲକ୍ମନର୍ କାପାଲେ ନ ରଇଲା, ସେମନ୍କେ ଆକା ମାର୍ବାକେ ଆଦେସ୍ ରଇଲା ।
وَأُعْطِيَ أَنْ لَا يَقْتُلَهُمْ بَلْ أَنْ يَتَعَذَّبُوا خَمْسَةَ أَشْهُرٍ. وَعَذَابُهُ كَعَذَابِ عَقْرَبٍ إِذَا لَدَغَ إِنْسَانًا. | ٥ 5 |
୫ଏ ଲକ୍ମନ୍କେ ମରାଇବାକେ ଚିଟ୍କାମନ୍କେ ଆଦେସ୍ ନ ଦେଇରଇଲା । ମାତର୍ ପାଁଚ୍ମାସ୍ ଜାକ ସେମନ୍କେ କସ୍ଟ ଦେବାକେ ସେମନ୍ ଜନ୍ କସ୍ଟ ପାଇବାଇ, ସେଟା ଗଟେକ୍ ବିସ୍କାକ୍ଡା ଚାବ୍ଲାବେଲର୍ ଦୁକାପାରା ରଇସି ।
وَفِي تِلْكَ ٱلْأَيَّامِ سَيَطْلُبُ ٱلنَّاسُ ٱلْمَوْتَ وَلَا يَجِدُونَهُ، وَيَرْغَبُونَ أَنْ يَمُوتُوا فَيَهْرُبُ ٱلْمَوْتُ مِنْهُمْ. | ٦ 6 |
୬ସେ ପାଁଚ୍ମାସ୍ ଜାକ କେନ୍ତି କରି ମର୍ବୁ ବଲି ବାଟ୍ କଜ୍ବାଇ । ମାତର୍ ସେଟା ମିଲାଇନାପାରତ୍ । ସେମନ୍ ମର୍ବାକେ ବେସି ମନ୍ କର୍ବାଇ, ମାତର୍ ସେଟା ନ ଅଏ ।
وَشَكْلُ ٱلْجَرَادِ شِبْهُ خَيْلٍ مُهَيَّأَةٍ لِلْحَرْبِ، وَعَلَى رُؤُوسِهَا كَأَكَالِيلِ شِبْهِ ٱلذَّهَبِ، وَوُجُوهُهَا كَوُجُوهِ ٱلنَّاسِ. | ٧ 7 |
୭ଜୁଇଦ୍ ପାଇ ତିଆର୍ ଅଇରଇବା ଗଡାମନର୍ପାରା ସେ ଚିଟ୍କାମନ୍ ଡିସ୍ତେରଇଲାଇ । ସେମନର୍ ମୁଣ୍ଡ୍ ସୁନାର୍ ମୁକୁଟ୍ ପିନ୍ଦି ରଇଲାଇ । ସେମନର୍ ମୁ ଲକ୍ମନର୍ ମୁ ପାରା ରଇଲା ।
وَكَانَ لَهَا شَعْرٌ كَشَعْرِ ٱلنِّسَاءِ، وَكَانَتْ أَسْنَانُهَا كَأَسْنَانِ ٱلْأُسُودِ، | ٨ 8 |
୮ସେମନର୍ ଚେଣ୍ଡି ମାଇଜିଟକିମନର୍ପାରା ଆରି ଦାତ୍ ସିଅଁମନର୍ପାରା ରଇଲା । ତାକର୍ ବୁକେ ଲୁଆର୍ ସାଞ୍ଜୁ ଡାବିଅଇରଇଲା ।
وَكَانَ لَهَا دُرُوعٌ كَدُرُوعٍ مِنْ حَدِيدٍ، وَصَوْتُ أَجْنِحَتِهَا كَصَوْتِ مَرْكَبَاتِ خَيْلٍ كَثِيرَةٍ تَجْرِي إِلَى قِتَالٍ. | ٩ 9 |
୯ତାକର୍ ଡେନାମନ୍ ଜାଡ୍ଲେ ଜୁଇଦ୍କେ ଜିବା ଗଡାର୍ ରତର୍ ସବଦ୍ ପାରା ସୁନିଅଇତେରଇଲା ।
وَلَهَا أَذْنَابٌ شِبْهُ ٱلْعَقَارِبِ، وَكَانَتْ فِي أَذْنَابِهَا حُمَاتٌ، وَسُلْطَانُهَا أَنْ تُؤْذِيَ ٱلنَّاسَ خَمْسَةَ أَشْهُرٍ. | ١٠ 10 |
୧୦ବିସ୍କାକ୍ଡା ମନର୍ ପାରା ସେମନର୍ ଲେଞ୍ଜ୍ ଗଜିଆ ରଇଲା । ଆରି ବିସ୍କାକ୍ଡା ପାରା ଚାବ୍ତେରଇଲା । ପାଁଚ୍ମାସ୍ ଜାକ ଲକ୍ମନ୍କେ ନସାଇବାକେ ତାକର୍ ଲେଞ୍ଜର୍ ବପୁ ରଇଲା ।
وَلَهَا مَلَاكُ ٱلْهَاوِيَةِ مَلِكًا عَلَيْهَا، ٱسْمُهُ بِٱلْعِبْرَانِيَّةِ «أَبَدُّونَ»، وَلَهُ بِٱلْيُونَانِيَّةِ ٱسْمُ «أَبُولِّيُّونَ». (Abyssos ) | ١١ 11 |
୧୧ତାକର୍ ଉପ୍ରେ ଗଟେକ୍ ରାଜା ସାସନ୍ କର୍ତେରଇଲା । ସେ ପାତାଲେ ଦେକା ରକା କର୍ବା ଦୁତ୍ । ଏବ୍ରି ବାସାଇ ତାର୍ ନାଉଁ ଅଇଲାନି ଅବଦନ୍ । ଆରି ଗିରିକ୍ ବାସାଇ ଅପଲିୟନ୍ । ତାର୍ ଅରତ୍ ଅଇଲାନି କୁରୁପ୍ନାସ୍ କର୍ବା ଲକ୍ । (Abyssos )
ٱلْوَيْلُ ٱلْوَاحِدُ مَضَى هُوَذَا يَأْتِي وَيْلَانِ أَيْضًا بَعْدَ هَذَا. | ١٢ 12 |
୧୨ପର୍ତୁମର୍ ଡର୍ ଲାଗ୍ବା ଦୁକ୍ କସ୍ଟ ସାର୍ଲା । ତାର୍ପଚେ ଆରି ଦୁଇଟା ଅଦିକ୍ ଦୁକ୍ କସ୍ଟ ଅଇବାଟା ଆଇଲାନି ।
ثُمَّ بَوَّقَ ٱلْمَلَاكُ ٱلسَّادِسُ، فَسَمِعْتُ صَوْتًا وَاحِدًا مِنْ أَرْبَعَةِ قُرُونِ مَذْبَحِ ٱلذَّهَبِ ٱلَّذِي أَمَامَ ٱللهِ، | ١٣ 13 |
୧୩ତାର୍ପଚେ ଚଅ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା! ପର୍ମେସର୍ ମୁଆଁଟେ ରଇବା ସୁନା ବେଦିର୍ ଚାରିଟା କନେଅନି ମୁଇ ଗଟେକ୍ ସବଦ୍ ସୁନ୍ଲି ।
قَائِلًا لِلْمَلَاكِ ٱلسَّادِسِ ٱلَّذِي مَعَهُ ٱلْبُوقُ: «فُكَّ ٱلْأَرْبَعَةَ ٱلْمَلَائِكَةَ ٱلْمُقَيَّدِينَ عِنْدَ ٱلنَّهْرِ ٱلْعَظِيمِ ٱلْفُرَاتِ». | ١٤ 14 |
୧୪ସେ ସବଦ୍ ଚଅ ଲମର୍ ଦୁତ୍କେ କଇଲା, ବଡ୍ ଗାଡ୍ ଇଉପର୍ଟିସ୍ ଗାଡେ, ବାନ୍ଦି ସଙ୍ଗଇବା ଚାରିଟା ଦୁତ୍ମନ୍କେ ମୁକ୍ଲାଇଦେସ୍ ।
فَٱنْفَكَّ ٱلْأَرْبَعَةُ ٱلْمَلَائِكَةُ ٱلْمُعَدُّونَ لِلسَّاعَةِ وَٱلْيَوْمِ وَٱلشَّهْرِ وَٱلسَّنَةِ، لِكَيْ يَقْتُلُوا ثُلْثَ ٱلنَّاسِ. | ١٥ 15 |
୧୫ଚାର୍ଟା ଦୁତ୍ମନ୍କେ ମୁକ୍ଲାଇଲା । ଗୁଲାଇ ମୁନୁସ୍ଜାତିର୍ ତିନ୍ ବାଗେଅନି ଗଟେକ୍ ବାଗ୍କେ ମରାଇବାକେ ସେମନ୍କେ ତିଆର୍ କରି ସଙ୍ଗଇରଇଲା । ଏ ସମାନ୍ ବରସର୍, ସମାନ୍ ମାସର୍, ସମାନ୍ ଦିନର୍, ସମାନ୍ ଗଁଟାର୍ପାଇ ସେମନ୍କେ ସଙ୍ଗଇରଇଲା ।
وَعَدَدُ جُيُوشِ ٱلْفُرْسَانِ مِئَتَا أَلْفِ أَلْفٍ وَأَنَا سَمِعْتُ عَدَدَهُمْ. | ١٦ 16 |
୧୬ତାର୍ପଚେ ଗଟେକ୍ ବଡ୍ଦଲ୍ ଅଇକରି ଗଡାଲଗେ ଆଇତେ ରଇବା ସନିଅମନ୍ ଜନ୍ଲକ୍ମନ୍ କି ଦୁଇସ ଲକିଅ ଲକ୍ମନ୍ ଆଚତ୍ ବଲି ସେମନ୍ କଇଲାଇ, ସେଟା ଦେକ୍ଲି ।
وَهَكَذَا رَأَيْتُ ٱلْخَيْلَ فِي ٱلرُّؤْيَا وَٱلْجَالِسِينَ عَلَيْهَا، لَهُمْ دُرُوعٌ نَارِيَّةٌ وَأَسْمَانْجُونِيَّةٌ وَكِبْرِيتِيَّةٌ، وَرُؤُوسُ ٱلْخَيْلِ كَرُؤُوسِ ٱلْأُسُودِ، وَمِنْ أَفْوَاهِهَا يَخْرُجُ نَارٌ وَدُخَانٌ وَكِبْرِيتٌ. | ١٧ 17 |
୧୭ମୁଇ ମର୍ ଦର୍ସନେ ଗଡାମନ୍କେ ଆରି ତାର୍ ଚାଲାଉମନ୍କେ ଦେକ୍ଲି । ତାକର୍ ସାଞ୍ଜୁମନ୍ ଜଇପାରା ରଙ୍ଗ୍ ଆରି ନିଲି ପାରା ନିଲିଆ, ଅଲ୍ଦି ପାରା ରଇଲା । ସେ ଗଡା ମନର୍ ମୁଣ୍ଡ୍ ସିଅଁମନର୍ ମୁଣ୍ଡ୍ ପାରା ରଇଲା । ଆରି ତାକର୍ ଟଣ୍ଡେଅନି ଜଇ ଦୁଆଁ ଆରି ରକତ୍ ପାରାଟା ବାରଇତେରଇଲା ।
مِنْ هَذِهِ ٱلثَّلَاثَةِ قُتِلَ ثُلْثُ ٱلنَّاسِ، مِنَ ٱلنَّارِ وَٱلدُّخَانِ وَٱلْكِبْرِيتِ ٱلْخَارِجَةِ مِنْ أَفْوَاهِهَا، | ١٨ 18 |
୧୮ଗୁଲାଇ ମୁନୁସ୍ ଜାତିର୍ ତିନ୍ବାଗେ ଅନି ଗଟେକ୍ ବାଗ୍ ସେ ତିନ୍ଟା ମର୍ଡିର୍ଲାଗି ମରିଗାଲାଇ । ଗଡାମନର୍ ଟଣ୍ଡେଅନି ଆଇବା ଜଇ ଦୁଆଁ ଆରି ଗନ୍ଦ୍ପାରା ତିନ୍ଟା ମର୍ଡି ଅଇଲା ।
فَإِنَّ سُلْطَانَهَا هُوَ فِي أَفْوَاهِهَا وَفِي أَذْنَابِهَا، لِأَنَّ أَذْنَابَهَا شِبْهُ ٱلْحَيَّاتِ، وَلَهَا رُؤُوسٌ وَبِهَا تَضُرُّ. | ١٩ 19 |
୧୯ଗଡାମନର୍ ବପୁ ତାକର୍ ଟଣ୍ଡେ ଆରି ତାକର୍ ଲେଞ୍ଜେ ମିସିକରି ରଇଲା । ତାକର୍ ଲେଞ୍ଜ୍ ମୁଣ୍ଡ୍ ରଇବା ସାଁପ୍ମନର୍ ପାରା ରଇଲା । ସେଟାସଙ୍ଗ୍ ସେମନ୍ ଲକ୍ମନ୍କେ ମାର୍ତେରଇଲାଇ ।
وَأَمَّا بَقِيَّةُ ٱلنَّاسِ ٱلَّذِينَ لَمْ يُقْتَلُوا بِهَذِهِ ٱلضَّرَبَاتِ، فَلَمْ يَتُوبُوا عَنْ أَعْمَالِ أَيْدِيهِمْ، حَتَّى لَا يَسْجُدُوا لِلشَّيَاطِينِ وَأَصْنَامِ ٱلذَّهَبِ وَٱلْفِضَّةِ وَٱلنُّحَاسِ وَٱلْحَجَرِ وَٱلْخَشَبِ ٱلَّتِي لَا تَسْتَطِيعُ أَنْ تُبْصِرَ وَلَا تَسْمَعَ وَلَا تَمْشِيَ، | ٢٠ 20 |
୨୦ଏ ମର୍ଡି ଅଇଲାର୍ ପାଇ ଜେତ୍କି ରଇଲା ମନସ୍ ଜାତି, ଆତେ ତିଆର୍କରି ରଇବାଟାକେ ଚାଡତ୍ନାଇ । ଗଚ୍ସଙ୍ଗ୍, ପାକ୍ନାସଙ୍ଗ୍, ପିତଲ୍ସଙ୍ଗ୍, ରୁପାସଙ୍ଗ୍ ଆରି ସୁନାସଙ୍ଗ୍ ତିଆର୍ କରିରଇବା ମୁର୍ତିମନ୍କେ ଆରି ଡୁମାମନ୍କେ ସେବା କର୍ବାଟା ସେମନ୍ ଚାଡତ୍ନାଇ ।
وَلَا تَابُوا عَنْ قَتْلِهِمْ وَلَا عَنْ سِحْرِهِمْ وَلَا عَنْ زِنَاهُمْ وَلَا عَنْ سَرِقَتِهِمْ. | ٢١ 21 |
୨୧ସେମନ୍ ଚରାଇବାଟା, ବେସିଆ କାମ୍ କର୍ବାଟା, ଜାଦୁ ମଁତର୍ କର୍ବାଟା ଆରି ନର୍ ମରାଇବାଟା ମିସା ଚାଡତ୍ନାଇ ।