< ՅՈՎՀԱՆՆՈԻ 15 >
1 «Ես եմ ճշմարիտ որթատունկը, եւ իմ Հայրը մշակն է:
୧“ମୁଇ ଅଇଲିନି ସତ୍ ଅଙ୍ଗୁର୍ ମାଲ୍ ଆରି ମର୍ ବାବା ଅଇଲାନି ଚାସି ।
2 Ամէն ճիւղ, որ իմ վրայ է եւ պտուղ չի տալիս, նա կտրում է այն. եւ այն ամէնը, որ պտուղ է տալիս, էտում է, որպէսզի առաւել եւս պտղաբեր լինի:
୨ମର୍ଟାନେ ରଇବା ପିଲ୍କା ମାଲେ ପଲ୍ ନ ଦାର୍ଲେ, ସେ କାଟି ପାକାଇସି । ଆରି ଜନ୍ ମାଲେ ପଲ୍ ଦାର୍ସି ସେ ମାଲ୍ ଅଦିକ୍ ପଲ୍ ଦାର୍ବାକେ ପରିଚଲ୍ କର୍ସି ।
3 Դուք արդէն իսկ մաքուր էք այն խօսքի համար, որ ձեզ ասացի:
୩ମର୍ତେଇ ଅନି ପାଇରଇବା ସିକିଆଇ ଅନି ତମେ ପରିଚଲ୍ ଅଇସାରି ଆଚାସ୍ ।
4 Մնացէ՛ք իմ մէջ, եւ ես՝ ձեր մէջ. ինչպէս ճիւղը, որ ինքն իրեն չի կարող պտուղ տալ, եթէ որթատունկի վրայ հաստատուած չլինի, նոյնպէս եւ դուք՝ եթէ իմ վրայ հաստատուած չլինէք:
୪ତମେ ମର୍ସଙ୍ଗ୍ ମିସିକରି ରୁଆ । ସେନ୍ତି ବଇଲେ ମୁଇ ମିସା ତମର୍ ସଙ୍ଗ୍ ରଇବି । କେନ୍ଦା ଜଦି ବୁନ୍ଦ୍ସଙ୍ଗ୍ ମିସିକରି ନ ରଇଲେ ନିଜେ ପଲ୍ ନ ଦାରେ, ସେନ୍ତି ତମେ ମିସା ମର୍ତେଇ ମିସି ନ ରଇଲେ, ପଲ୍ ଦାରିନାପାରାସ୍ ।”
5 Ես եմ որթատունկը, իսկ դուք՝ ճիւղերը: Ով բնակւում է իմ մէջ, եւ ես՝ նրա մէջ, նա շատ պտուղ է տալիս, որովհետեւ առանց ինձ ոչինչ անել չէք կարող:
୫“ମୁଇ ଅଇଲିନି ମୁଲ୍ ଅଙ୍ଗୁର୍ ମାଲ୍, ତମେ ଅଇଲାସ୍ନି ପିଲ୍କା ମାଲ୍ । ଜେ ମର୍ତେଇ ରଇସି ଆରି ମୁଇ ଜାର୍ତେଇ ରଇବି ସେ ବେସି ପଲ୍ ଦାର୍ସି, କାଇକେ ବଇଲେ ମକେ ଚାଡିକରି ତମେ କାଇଟା କରି ନାପାରାସ୍ ।
6 Եթէ մէկը իմ վրայ հաստատուած չէ, նա ճիւղի նման դուրս կը նետուի եւ կը չորանայ, եւ այն կը հաւաքեն ու կրակը կը նետեն, եւ կ՚այրուի:
୬ଜେ ମର୍ତେଇ ନ ରଏ, ତାକେ ଗଟେକ୍ ଗର୍ଣ୍ଡି କରି ପିଙ୍ଗ୍ଲା ମାଲ୍ପାରା ବାଇରେ ପିଙ୍ଗି ଦେବାଇ ଆରି ସେଟା ସୁକି ଜାଇସି । ଏନ୍ତାରି ମାଲ୍ମନ୍କେ ଟୁଲିଆଇ ଜଇତେଇ ପିଙ୍ଗି ଦେବାଇ ଆରି ସେଟା ପଡି ଜାଇସି ।
7 Եթէ իմ մէջ մնաք, եւ իմ խօսքերն էլ մնան ձեր մէջ, ինչ որ ուզենաք, խնդրեցէ՛ք Աստծուց, եւ ձեզ կը տրուի:
୭ଜଦି ତମେ ମର୍ସଙ୍ଗ୍ ମିସିକରି ରଇସା ଆରି ମର୍ ବାକିଅ ତମର୍ ମନେ ରଇସି, ତମେ ମନ୍କରି କାଇ ବିସଇ ମାଙ୍ଗ୍ସା ବଇଲେ ସେଟା ମିଲାଇସା ।
8 Իմ Հայրը փառաւորուած կը լինի նրանով, որ դուք շատ պտուղ տաք եւ իմ աշակերտները լինէք:
୮ତମେ ବେସି ପଲ୍ ଦାର୍ଲେ, ମର୍ ବାବା ଡାକ୍ପୁଟା ପାଇସି, ଆରି ଇତିଅନି ତମେ ମର୍ ସତ୍ ସିସ୍ମନ୍ ବଲି ଜାନ୍ବାଇ ।
9 Ինչպէս իմ Հայրն ինձ սիրեց, ես էլ ձեզ սիրեցի. իմ սիրոյ մէջ հաստատո՛ւն մնացէք:
୯ମର୍ ବାବା ଜେନ୍ତି ମକେ ଆଲାଦ୍ କଲା ଆଚେ, ସେନ୍ତି ମୁଇ ମିସା ତମ୍କେ ଆଲାଦ୍ କଲିନି । ମର୍ ଆଲାଦେ ତବିର୍ ଅଇରୁଆ ।
10 Եթէ իմ պատուիրանները պահէք, կը մնաք իմ սիրոյ մէջ, ինչպէս ես իմ Հօր պատուիրանները պահեցի եւ մնում եմ նրա սիրոյ մէջ:
୧୦ମୁଇ ଜେନ୍ତି ମର୍ ବାବାର୍ ଆଦେସ୍ ମାନିକରି ତବିର୍ ଅଇଆଚି । ସେନ୍ତି ତମେ ମର୍ ଆଦେସ୍ ମାନ୍ସା ବଇଲେ ମର୍ ଆଲାଦେ ତବିର୍ ଅଇକରି ରଇସା ।”
11 Այս բաները ձեզ ասացի, որպէսզի իմ ուրախութիւնը ձեր մէջ լինի, եւ ձեր ուրախութիւնը լիակատար լինի:
୧୧“ଜେନ୍ତିକି ମର୍ ସାର୍ଦା ତମର୍ ଟାନେ ରଇକରି, ସେ ସାର୍ଦା ପୁରାପୁରୁନ୍ ଅଇବାକେ ତମ୍କେ ଏ ସବୁ କାତା କଇଲିଆଚି ।
12 Այս է իմ պատուէրը. որ սիրէք միմեանց, ինչպէս որ ես սիրեցի ձեզ:
୧୨ମୁଇ ତମ୍କେ ଜେନ୍ତି ଆଲାଦ୍ କଲିଆଚି, ସମାନ୍ ସେନ୍ତି ତମେ ମିସା ନିଜର୍ ନିଜର୍ ବିତ୍ରେ ଆଲାଦ୍ ଅଇକରି ରୁଆ । ଏଟାସେ ମର୍ ଆଦେସ୍ ।
13 Աւելի մեծ սէր ոչ ոք չունի, քան այն, որ մէկն իր կեանքը տայ իր բարեկամների համար:
୧୩ନିଜର୍ ମଇତର୍ମନର୍ ଲାଗି ଜିବନ୍ ଦେବାଟା ଅଇଲାନି ସବୁର୍ଟାନେଅନି ବଡ୍ ଆଲାଦ୍ ।
14 Դուք իմ բարեկամներն էք, եթէ անէք այն, ինչ ես ձեզ պատուիրում եմ:
୧୪ମୁଇ ତମ୍କେ ଜନ୍ ଆଦେସ୍ ଦେଇଆଚି, ସେଟା ମାନ୍ସା ବଇଲେ ତମେ ମର୍ ମଇତର୍ମନ୍ ।
15 Այլեւս ձեզ ծառաներ չեմ կոչում, որովհետեւ ծառան չգիտէ, թէ տէրն ինչ է անում. այլ ձեզ բարեկամներ կոչեցի, որովհետեւ այն բոլորը, ինչ իմ Հօրից լսեցի, յայտնեցի ձեզ:
୧୫ଏବେ ମୁଇ ତମ୍କେ ଗତିଦାଙ୍ଗ୍ଡାମନ୍ ବଲି ନ ଡାକି, କାଇକେ ବଇଲେ, ଗତିଦାଙ୍ଗ୍ଡା ତାର୍ ସାଉକାର୍ କାଇଟା କର୍ସି ସେଟା ନାଜାନେ । ମାତର୍ ମୁଇ ତମ୍କେ ମଇତର୍ ବଲି ଡାକ୍ବି, କାଇକେ ବଇଲେ ମୁଇ ବାବାର୍ତେଇ ଅନି ଜନ୍ ଜନ୍ ବିସଇ ସୁନି ଆଚି, ସେଟା ତମ୍କେ କଇଦେଲିଆଚି ।
16 Ոչ թէ դուք ինձ ընտրեցիք, այլ ես ձեզ ընտրեցի եւ ձեզ կարգեցի, որ դուք գնաք եւ պտղաբեր լինէք, եւ ձեր պտուղը մնայ, եւ ինչ էլ որ իմ անունով Հօրիցս խնդրէք, ձեզ տայ:
୧୬ତମେ ମକେ ବାଚାସ୍ ନାଇ, ମାତର୍ ମୁଇ ତମ୍କେ ବାଚ୍ଲି ଆଚି । ଆରି ଜାଇକରି ଅଦିକ୍ ଅଦିକ୍ ପଲ୍ ଦାର୍ବାକେ ତମ୍କେ ଦାଇତ୍ ଦେଲି । ତମର୍ ପଲ୍ ସବୁ ଦିନର୍ ପାଇ ରଇସି । ତେବେ ତମେ ମର୍ ନାଉଁ ଦାରି ବାବାକେ କାଇଟା ମାଙ୍ଗ୍ଲେ ମିସା ସେ ତମ୍କେ ଦେଇସି ।
17 Այս եմ ձեզ պատուիրում. որ սիրէք միմեանց»:
୧୭ତମର୍ ତମର୍ ବିତ୍ରେ ଆଲାଦ୍ କରା । ଏଟା ଅଇଲାନି ମର୍ ଆଦେସ୍ ।”
18 «Եթէ աշխարհը ձեզ ատում է, իմացէ՛ք, որ նախ ինձ է ատել:
୧୮“ଜାନିରୁଆ, ତମ୍କେ ଜଦି ଏ ଦୁନିଆ ଗିନ୍ କର୍ସି, ତେବେ ତମ୍କେ ଗିନ୍ କର୍ବା ଆଗ୍ତୁସେ ମକେ ଗିନ୍ କଲାଆଚେ ।
19 Եթէ այս աշխարհից լինէիք, աշխարհն արդէն, որպէս իրենը, ձեզ սիրած կը լինէր. բայց որովհետեւ այս աշխարհից չէք, այլ ես ձեզ ընտրեցի աշխարհից, դրա համար աշխարհը ձեզ ատում է:
୧୯ତମେ ଜଦି ଏ ଦୁନିଆର୍ ଲକ୍ମନ୍ ଅଇରଇତାସ୍ ଆଲେ ଏ ଦୁନିଆ ତମ୍କେ ନିଜର୍ ବାବି ଆଲାଦ୍ କର୍ତା, ମାତର୍ ମୁଇ ତମ୍କେ ବାଚି ଦୁନିଆଇଅନି ବେଗ୍ଲାଇ ଦେଇଆଚି । ସେଟାର୍ ପାଇ ଏ ଦୁନିଆ ତମ୍କେ ଗିନ୍କର୍ସି ।
20 Յիշեցէ՛ք այն խօսքը, որ ես ձեզ ասացի, թէ՝ ծառան մեծ չէ, քան իր տէրը. եթէ ինձ հալածեցին, ապա ձեզ էլ կը հալածեն. եթէ իմ խօսքը պահեցին, ապա ձերն էլ կը պահեն:
୨୦ମୁଇ ଜନ୍ଟା କଇରଇଲି ଏତାଇଦେକା, ଗତିଦାଙ୍ଗ୍ଡା ତାର୍ ସାଉକାର୍ତେଇଅନି ବଡ୍ ନଏଁ ବଲି ମୁଇ ତମ୍କେ କଇରଇଲି । ସେମନ୍ ମକେ ସାଦି ଆଚତ୍ ଆରି ତମ୍କେ ମିସା ସାଦ୍ବାଇ । ଜଦି ସେମନ୍ ମର୍ ସିକିଆ ମାନିଆଚତ୍ ବଇଲେ ତମର୍ କାତା ମିସା ମାନ୍ବାଇ ।
21 Բայց նոյն բաները ձեզ պիտի անեն իմ անուան համար, որովհետեւ չեն ճանաչում նրան, ով ինձ ուղարկել է:
୨୧ମାତର୍ ତମେ ମର୍ ଲକ୍ ଅଇରଇବାର୍ ଲାଗି ସେମନ୍ ତମ୍କେ ଏନ୍ତାରି କର୍ବାଇ । କାଇକେ ବଇଲେ ମକେ ଜେ ପାଟାଇଲା ଆଚେ, ସେଟା ସେମନ୍ ନାଜାନତ୍ ।
22 Եթէ ես եկած եւ նրանց հետ խօսած չլինէի, նրանք որեւէ մեղք ունեցած չէին լինի. բայց հիմա իրենց մեղքի համար ոչ մի արդարացում չկայ:
୨୨ଜଦି ମୁଇ ଆସି ଏ ସବୁ ବିସଇ ସେମନ୍କେ ବୁଜାଇ ନ ରଇତି ବଇଲେ, ସେମନ୍ ଦସି ନ ଅଇତାଇ, ମାତର୍ ଏ ପାପର୍ ଚଲାଚଲ୍ତି ପାଇ କାଇ ଚାଲାକି ଦେକାଇ ନାପାରତ୍ ।
23 Ով ինձ է ատում, ատում է եւ իմ Հօրը.
୨୩ଜେ ମକେ ଗିନ୍ କର୍ସି, ସେ ମର୍ ବାବା ପର୍ମେସର୍କେ ମିସା ଗିନ୍ କର୍ସି ।
24 եթէ ես նրանց մէջ արած չլինէի այն գործերը, որ ուրիշ ոչ ոք չարեց, նրանք որեւէ մեղք չէին ունենայ. բայց այժմ տեսան գործերը եւ ատեցին թէ՛ ինձ, թէ՛ իմ Հօրը:
୨୪ଜଦି ମୁଇ ତାକର୍ ବିତ୍ରେ କାବା ଅଇଜିବା କାମ୍ ନ କରି ରଇଲେ, ସେମନ୍ ପାପି ବଲି ଦସି ନ ଅଇତାଇ । ମାତର୍ ସେମନ୍ ମୁଇ କଲା କାବାଅଇଜିବା କାମ୍ମନ୍ ଦେକ୍ଲାଇ ଆଚତ୍ । ଏନ୍ତି ବଇଲେ ମିସା ସେମନ୍ ମକେ ଆରି ମର୍ ବାବା ପର୍ମେସର୍କେ ଗିନ୍ କଲାଇ ଆଚତ୍ ।
25 Եւ այդ նրա համար, որ կատարուի նրանց օրէնքում գրուած այն խօսքը, թէ՝ առանց պատճառի ինձ ատեցին:
୨୫ମାତର୍ ଏସବୁ ଗଟ୍ବାର୍ ରଇଲା । କାଇକେବଇଲେ ସେଟାର୍ ଲାଗି ସେମନର୍ ସାସ୍ତରେ ଜାଇଟା ଲେକାଅଇଲା ଆଚେ, ସେଟା ସିଦ୍ ଅଇଲା । କାଇ ଦସ୍ ନ ରଇତେ ସେମନ୍ ମକେ ଗିନ୍ କଲାଇ ।
26 Բայց երբ գայ Մխիթարիչը, որին ես ձեզ կ՚ուղարկեմ Հօրից, Ճշմարտութեան Հոգին, որ ելնում է Հօրից, նա՛ կը վկայի իմ մասին.
୨୬ସତଇସେ ସାଇଜକାରିଆ ଆତ୍ମା ଆଇସି । ସେ ବାବାର୍ତେଇ ଅନି ଆସି, ପର୍ମେସରର୍ ସବୁ ବିସଇର୍ ସତ୍ ଦେକାଇଦେଇସି । ମୁଇ ତାକେ ବାବାର୍ତେଇଅନି, ତମର୍ ଲଗେ ପାଟାଇବି । ଆରି ସେ ମର୍ ବିସଇ ତମ୍କେ କଇସି ।
27 կը վկայէք եւ դուք, որովհետեւ սկզբից ինձ հետ էք»:
୨୭ଆରି ତମେ ମିସା ମର୍ ବିସଇସେ କଇସା, କାଇକେବଇଲେ ଆରାମେଅନି ତମେ ମର୍ ସଙ୍ଗ୍ ଆଚାସ୍ ।”