< ԱՌԱՋԻՆ ԹԵՍԱՂՈՆԻԿԵՑԻՍ 4 >
1 Ուրեմն, եղբայրնե՛ր, կը թախանձենք ձեզի ու կը յորդորենք ձեզ Տէր Յիսուսով, որպէսզի՝ ինչպէս ընդունեցիք մեզմէ թէ ի՛նչպէս պէտք է ընթանաք եւ հաճեցնէք Աստուած՝ ա՛լ աւելի ճոխանաք անոր մէջ,
୧ତେବେ ଏ ବାଇମନ୍ ସାରାସାରି ବେଲାଇ କେନ୍ତାରି ଚଲାଚଲ୍ତି କଲେ ପର୍ମେସର୍ ସାର୍ଦା ଅଇସି, ସେ ବିସଇ ତମେ ଆମର୍ଟାନେଅନି ସିକିଆଚାସ୍ । ଆରି ସେନ୍ତାରିସେ ଚଲାଚଲ୍ତି କଲାସ୍ନି । ତମେ ଜେନ୍ତାରି କଲାସ୍ନି, ସେ ଇସାବେ ଆରି ଆଗ୍ତୁ ଆଗ୍ତୁ ଜିବାକେ ଆମେ ତମ୍କେ ମାପ୍ରୁ ଜିସୁର୍ ନାଉଁଦାରି ବାବୁଜିଆ କରି ସାର୍ଦା କରାଇଲୁନି ।
2 քանի որ գիտէք թէ ի՛նչ պատուէրներ տուինք ձեզի՝ Տէր Յիսուսով:
୨କାଇକେବଇଲେ ମାପ୍ରୁ ଜିସୁର୍ଟାନେଅନି ଆଦେସ୍ ପାଇକରି ଜାଇ ଜାଇଟା କର୍ବାକେ କଇରଇଲୁ, ସେଟା ତମେ ଜାନାସ୍ ।
3 Որովհետեւ Աստուծոյ կամքը՝ ձեր սրբացումն է, որ ետ կենաք պոռնկութենէ,
୩ଜେନ୍ତାରି କି ତମେ ବେସିଆ କାମ୍ଟାନେଅନି ବିନେ ରଇକରି, ସୁକଲ୍ ସଙ୍ଗ୍ ରଇବାଟା ପର୍ମେସର୍ ମନ୍ କଲାନି ।
4 ու ձեզմէ իւրաքանչիւրը գիտնայ իր անօթին տիրանալ սրբութեամբ եւ պատիւով.
୪ସବୁଲକ୍ ସୁକଲ୍ ଆରି ଆଲାଦ୍ସଙ୍ଗ୍ ନିଜର୍ ନିଜର୍ ମାଇଜିମନର୍ ସଙ୍ଗ୍ ରଇବାକେ ସିକା ।
5 ո՛չ թէ ցանկութեան կիրքով, ինչպէս հեթանոսները՝ որ չեն ճանչնար Աստուած:
୫ଆରି, ଜେନ୍ତିକି ବିସ୍ବାସ୍ ନ କଲା ଲକ୍ମନର୍ପାରା ପର୍ମେସରର୍ ବାକିଅ ନ ମାନିକରି ଆସାର୍ କାମ୍ କରାନାଇ ।
6 Ո՛չ մէկը թող չափազանցէ այդ բանին՝՝ մէջ ու կեղեքէ իր եղբայրը, քանի որ Տէրը վրէժխնդիր է այդ բոլորին համար, ինչպէս մենք ալ նախապէս ըսինք ձեզի եւ վկայեցինք.
୬ଜେ ଜଦି ଏ ବିସଇ ନ ମାନିକରି କନ୍ ବିସ୍ବାସି ବାଇକେ ମିସା ଅନିଆଇ କର୍ସି ବଇଲେ, ମାପ୍ରୁ ଏ ସବୁ ବିସଇ ନେଇ ଡଣ୍ଡ୍ ଦେଇସି । ଏ କାତା ଆମେ ପୁର୍ବେ ଜାନାଇଦେଇ ଆଚୁ ।
7 որովհետեւ Աստուած կանչեց մեզ ո՛չ թէ անմաքրութեան, հապա՝ սրբութեան:
୭କାଇକେବଇଲେ ପର୍ମେସର୍ ଆମ୍କେ ସୁକଲ୍ ନ ଅଇକରି ଜିଉନା କାଉନା କର୍ବାକେ ଡାକେନାଇ ମାତର୍ ସୁକଲ୍ ଅଇ ରଇବାକେ ଡାକିଆଚେ ।
8 Ուստի ա՛ն որ կ՚անարգէ՝ կ՚անարգէ ո՛չ թէ մարդ մը, հապա Աստուած՝ որ իր Սուրբ Հոգին ալ տուաւ մեզի:
୮ତେବେ ଜେ ଆମର୍ ଏ ସିକିଆ ନ ନାମେ, ସେ ଅବ୍କା ମୁନୁସ୍କେ ନ ନାମେ । ମାତର୍ ଜନ୍ ପର୍ମେସର୍ ତମର୍ ବିତ୍ରେ ସୁକଲ୍ଆତ୍ମା ଦେଇସି, ତାକେ ନ ନାମେ ।
9 Իսկ եղբայրսիրութեան մասին պէտք չունիք որ գրեմ ձեզի, որովհետեւ դուք արդէն Աստուծմէ սորված էք սիրել զիրար,
୯ଏ କିରିସ୍ଟ ବିସ୍ବାସି ବାଇବଇନିମନ୍, ତମର୍ ଆଲାଦ୍ କର୍ବା ବିସଇ ଆମେ ଆରି ଅଦିକ୍ ଲେକ୍ବାର୍ ଦର୍କାର୍ ନାଇ । କାଇକେବଇଲେ ତମେ ପର୍ମେସର୍ଟାନେଅନି ନିଜର୍ ନିଜର୍ ବିତ୍ରେ ଆଲାଦ୍ କର୍ବାଟା ସିକିଆଚାସ୍ ।
10 եւ արդարեւ ատիկա կ՚ընէք ամբողջ Մակեդոնիայի մէջ եղող բոլոր եղբայրներուն հանդէպ: Սակայն կ՚աղաչե՛նք ձեզի, եղբայրնե՛ր, որ ա՛լ աւելի ճոխանաք,
୧୦ଆରି ଗୁଲାଇ ମାକିଦନିଆଇ ରଇବା ସବୁ ବିସ୍ବାସି ବାଇମନ୍କେ ସେନ୍ତାରି କଲାସ୍ନି । ଏଲେମିସା, ତମେ ଆରି ଅଦିକ୍ ଅଦିକ୍ ସେନ୍ତାରି କରା ।
11 ու պատի՛ւ համարէք հանդարտ կենալ, ձեր գործերով զբաղիլ եւ ձեր ձեռքերով աշխատիլ, (ինչպէս պատուիրեցինք ձեզի, )
୧୧ଆରି ତମ୍କେ ପୁର୍ବେ ଦିଆଅଇରଇବା ଆଦେସ୍ ଇସାବେ ତମେ ସାନ୍ତିସଙ୍ଗ୍ ରଇକରି ନିଜର୍ ନିଜର୍ କାମେ ଲାଗିରୁଆ, ପାଇଟି କାବାଡ୍ କରି ରୁଆ । ଏଟାର୍ପାଇ ଆମେ ତମ୍କେ ବାବୁଜିଆ କଲୁନି ।
12 որպէսզի դուրսիններուն հետ վարուիք վայելչութեամբ ու ո՛չ մէկ բանի՝՝ պէտք ունենաք:
୧୨ଏନ୍ତାରି କଲେ ବିସ୍ବାସ୍ ନ କର୍ବା ଲକ୍ମନ୍ ମିସା ତମ୍କେ ନାମ୍ବାଇ । ଆରି କାଇଟା ମିସା ଅବାବ୍ ନ ଅଏ । ତମ୍କେ ଦର୍କାର୍ ରଇବା ବିସଇପାଇ ବିନ୍ଲକ୍କେ ଆସା କର୍ବାକେ ନ ପଡେ ।
13 Եղբայրնե՛ր, չենք ուզեր որ անգէտ ըլլաք ննջեցեալներուն մասին, որպէսզի չտրտմիք ինչպէս ուրիշները՝ որ յոյս չունին:
୧୩ଏ ବାଇବଇନିମନ୍, ଆସା ନ କର୍ବା ବିନ୍ ଲକ୍ମନର୍ ପାରା ଦୁକ୍ ଚିନ୍ତା ଅଇ ରୁଆନାଇ । ଏଟାର୍ପାଇ ତମେ ମରିଜାଇରଇବା ଲକ୍ମନର୍ ବିସଇ ଜାନିରୁଆ ।
14 Արդարեւ եթէ կը հաւատանք թէ Յիսուս մեռաւ եւ յարութիւն առաւ, նոյնպէս ալ հաւատանք թէ Աստուած պիտի բերէ Յիսուսով ննջողները՝ անոր հետ:
୧୪କାଇକେବଇଲେ ଜିସୁ ମରିକରି ଆରିତରେକ୍ ଉଟିଆଚେ ବଲିକରି ଆମେ ବିସ୍ବାସ୍ କଲୁନି । ତେବେ ଆମେ ଡାଟ୍ ସଙ୍ଗ୍ ଜାନି ଆଚୁ କି, ଜନ୍ ଲକ୍ମନ୍ ଜିସୁକେ ବିସ୍ବାସ୍ କରି ମରିଆଚତ୍, ସେ ଆରିତରେକ୍ ଆଇଲେ ପର୍ମେସର୍ ତାର୍ ସଙ୍ଗ୍ ସେମନ୍କେ ଦାରିଜାଇସି ।
15 Որովհետեւ սա՛ կը յայտարարենք ձեզի՝ Տէրոջ խօսքով, թէ մենք՝ մինչեւ Տէրոջ գալուստը ողջ մնացողներս՝ բնա՛ւ պիտի չկանխենք ննջեցեալները:
୧୫ଏବେ ଆମେ ତମ୍କେ ଜନ୍ ସିକିଆ ଦେଲୁନି, ସେଟା ମାପ୍ରୁର୍ ସିକିଆ । ମାପ୍ରୁ ଆଇବା ବେଲେ ଜେତ୍କି ଲକ୍ ଆମେ ନ ମରିକରି ଜିଇ ଆଚୁ, ଆମେ ଦେକ୍ବା ଆଗ୍ତୁ ମରିଜାଇରଇବା ବିସ୍ବାସିମନ୍ ମାପ୍ରୁକେ ଦେକ୍ବାଇ ।
16 Քանի որ նոյնինքն Տէրը պիտի իջնէ երկինքէն՝ ազդարարութեան հրամանով, հրեշտակապետին ձայնով եւ Աստուծոյ փողով, ու նախ Քրիստոսով մեռածնե՛րը յարութիւն պիտի առնեն:
୧୬କାଇକେବଇଲେ ମାପ୍ରୁ ନିଜେ ଆଦେସ୍ ଦେଇ, ମୁକିଆ ଦୁତର୍ ସର୍ ଆରି ପର୍ମେସରର୍ ବାଜାମଇରି ସଙ୍ଗ୍ ସର୍ଗେ ଅନି ଉତର୍ସି । ଜିସୁକିରିସ୍ଟକେ ବିସ୍ବାସ୍କରି ଜନ୍ଲକ୍ମନ୍ ମରିଆଚତ୍ ସେମନ୍ ତେଇ ପର୍ତମେ ଉଟ୍ବାଇ ।
17 Ապա մենք, ողջ մնացողներս, անոնց հետ պիտի յափշտակուինք ամպերով՝ Տէրը դիմաւորելու օդին մէջ, եւ այդպէս Տէրոջ հետ պիտի ըլլանք յաւիտեան:
୧୭ତାର୍ପଚେ ଆମେ ଜେତ୍କି ଲକ୍ ଜିବନ୍ ରଇବୁ, ସେବେଲେ ମେଗ୍ମାଲାଇଅନି ସେମନର୍ସଙ୍ଗ୍ ଉତ୍ରିକରି ସବୁବେଲେ ମାପ୍ରୁର୍ ସଙ୍ଗ୍ ସରଗ୍ପୁରେ ରଇବୁ ।
18 Հետեւաբար մխիթարեցէ՛ք զիրար այս խօսքերով:
୧୮ଏସବୁ କାତାମନ୍ ସୁନାଇକରି ତମେ ନିଜର୍ ନିଜର୍ ଲକ୍ମନ୍କେ ସାଆସ୍ କରାଆ ।