< ՅԱՅՏՆՈՒԹԻՒՆ ՅՈՎՀԱՆՆՈՒ 15 >
1 Երկինքի մէջ տեսայ ուրիշ նշան մը՝ մեծ եւ զարմանալի.- եօթը հրեշտակներ՝ որոնք ունէին եօթը վերջին պատուհասները, որովհետեւ անոնցմո՛վ կ՚աւարտէր Աստուծոյ զայրոյթը:
୧ଏଦେ ଦେକା! ତାର୍ପଚେ ଆକାସେ ଆରିଗଟେକ୍ କାବା ଅଇଜିବା ଚିନ୍ ମୁଇ ଦେକ୍ଲି । ତେଇ ସାତ୍ଟା ଦୁତ୍ମନ୍କେ ସାତ୍ଟା ମର୍ଡି ସର୍ପାଇ ଅଇରଇଲା । ଏ ସର୍ତେ ମର୍ଡି ସାରାସାରି ବେଲର୍ଟା । କାଇକେବଇଲେ ଏଟା ଅଇଲାନି ଦର୍ତନି ଉପ୍ରେ ପର୍ମେସର୍ ଆନ୍ବା ସାରାସାରିର୍ ଡଣ୍ଡ୍ ।
2 Տեսայ նաեւ որպէս թէ ապակեղէն ծով մը՝ կրակով խառնուած. անոնք որ յաղթած էին գազանին, անոր պատկերին եւ անոր անունին թիւին, կայնած էին ապակեղէն ծովուն վրայ՝ ունենալով Աստուծոյ քնարները:
୨ତାର୍ପଚେ କାଁଚ୍ ପାରା ଡିସ୍ବା ସମ୍ଦୁର୍ ସଙ୍ଗ୍ ଜଇ ମିସାଇଲା ପାରାଟା ଗଟେକ୍ ଦେକ୍ଲି । ପସୁ ଆରି ତାର୍ ମୁର୍ତି ଉପ୍ରେ ଜୁଇଦ୍ କରି ଜିତିରଇବା ଲକ୍ମନ୍କେ ମିସା ମୁଇ ଦେକ୍ଲି । ସେ ପସୁର୍ ନାଉଁ ଗଟେକ୍ ଲମରର୍ ବାଦୁଲେ ରଇଲା । ସେମନ୍ କାଁଚର୍ ସମ୍ଦୁର୍ ପାଲିବାଟେ ଟିଆ ଅଇରଇଲାଇ । ପର୍ମେସର୍ ସେମନ୍କେ ଦେଇରଇବା ବିଣା ତାକର୍ ଆତେ ରଇଲା ।
3 Անոնք կ՚երգէին Աստուծոյ ծառային՝ Մովսէսի երգը, ու Գառնուկին երգը, ըսելով. «Մեծ եւ սքանչելի են քու գործերդ, Տէ՛ր, Ամենակա՛լ Աստուած. արդար ու ճշմարիտ են քու ճամբաներդ, Ազգերո՛ւ թագաւոր:
୩ସେ ଲକ୍ମନ୍ ମସା ଜେ କି ପର୍ମେସରର୍ ଗତିଦାଙ୍ଗ୍ଡା, ତାର୍ ଗିତ୍ ଆରି ମେଣ୍ଡାପିଲାର୍ ଗିତ୍ ଗାଇତେରଇଲାଇ । ମାପ୍ରୁ ପର୍ମେସର୍ ଜେ କି ସବୁର୍ ଉପ୍ରେ ଆଚେ, ତମେ କର୍ବା କାମ୍ ବେସି ବଡ୍ ଆରି କାବାଅଇଜିବାଟା । ତୁଇ ରାଇଜ୍ମନର୍ ରାଜା । ତର୍ ବାଟ୍ ସତ୍ ଆରି ସମାନ୍ ।
4 Տէ՛ր, ո՞վ պիտի չվախնայ քեզմէ եւ չփառաւորէ քու անունդ, որովհետեւ միակ սուրբը դո՛ւն ես. արդարեւ բոլոր ազգերը պիտի գան ու երկրպագեն քու առջեւդ, քանի որ քու արդար դատավճիռներդ յայտնաբերուեցան»:
୪ତମ୍କେ ପର୍ମେସର୍ ବଲି ନ ନାମ୍ବା ଲକ୍ କେ ନ ରଅତ୍ । ତମ୍କେ ଡାକ୍ପୁଟା ନ କର୍ବା ଲକ୍ କେ ନ ରଅତ୍ । କାଇକେବଇଲେ ତମେସେ ସୁକଲ୍ । ସବୁ ରାଇଜର୍ ଲକ୍ମନ୍ ତମ୍କେ ଜୁଆର୍ କର୍ବାକେ, ତମର୍ ମୁଆଟେ ରୁଣ୍ଡ୍ବାଇ । କାଇକେବଇଲେ ତମର୍ ଦରମ୍ କାମ୍ମନ୍ ସବୁ ସେମନ୍ ଦେକ୍ଲାଇ ଆଚତ୍ ।
5 Ասկէ ետք նայեցայ, եւ ահա՛ երկինքի մէջ բացուեցաւ վկայութեան խորանին տաճարը:
୫ତାର୍ପଚେ ସୁକଲ୍ ତମୁ ରଇବା ସରଗର୍ ମନ୍ଦିର୍ ଉଗାଡି ଅଇରଇବାଟା ମୁଇ ଦେକ୍ଲି ।
6 Եօթը պատուհասներ ունեցող եօթը հրեշտակները դուրս ելան տաճարէն, մաքուր ու փայլուն կտաւ հագած, եւ ոսկիէ գօտի կապած իրենց կուրծքին վրայ:
୬ସାତ୍ଟା ମର୍ଡି ସର୍ପାଇ ଅଇରଇବା ସାତ୍ଟା ଦୁତ୍ମନ୍ ମନ୍ଦିରେ ଅନି ବାରଇଲାଇ । ସେମନ୍ ଦବ୍ ରଇକରି ଜକ୍ଜକି ଜାଇତେରଇବା ବସ୍ତର୍ ପିନ୍ଦି ରଇଲାଇ । ଆରି ସୁନାର୍ ବେଲ୍ଟୁ ବୁକେ ବାନ୍ଦିଅଇରଇଲାଇ ।
7 Չորս էակներէն մէկը՝ եօթը հրեշտակներուն տուաւ եօթը ոսկիէ սկաւառակներ, լեցուն դարէ դար՝՝ ապրող Աստուծոյ զայրոյթով: (aiōn )
୭ଚାର୍ଟା ଜିବନ୍ ରଇବା ପସୁମନର୍ ବିତ୍ରେ ଗଟେକ୍ ସବୁବେଲର୍ ପର୍ମେସରର୍ ରିସାସଙ୍ଗ୍ ବର୍ତି ଅଇରଇବା ସାତ୍ଟା ସୁନାର୍ ଗିନା, ସେ ସାତ୍ଟା ଦୁତ୍ମନ୍କେ ଦେଲା । (aiōn )
8 Ու տաճարը ծուխով լեցուեցաւ՝ Աստուծոյ փառքին եւ անոր զօրութեան պատճառով. ո՛չ մէկը կրնար մտնել տաճարը, մինչեւ որ իրագործուէին եօթը հրեշտակներուն եօթը պատուհասները:
୮ପର୍ମେସର୍ ବପୁ ଆରି ତାର୍ ମଇମାର୍ ଲାଗି ମନ୍ଦିର୍ ଦୁଆଁ ସଙ୍ଗ୍ ବର୍ତି ଅଇଲା । ସେ ସାତ୍ଟା ଦୁତ୍ମନ୍ ସାତ୍ଟା ମର୍ଡି ନ ସାରାଇବା ଜାକ, ମନ୍ଦିର୍ ବିତ୍ରେ କେ ପୁରିନାପାର୍ଲାଇ ।