< ՀՌՈՎՄԱՅԵՑԻՍ 6 >
1 Ուրեմն ի՞նչ պիտի ըսենք. արդեօք յարատեւե՞նք մեղքի մէջ՝ որպէսզի շնորհքը աւելնայ:
୧ସେନ୍ତିଆଲେ କାଇଟା କଉଁ? ପରମେସରର୍ ଜିବନ୍ଦୁକାନି ଆରି ଅଦିକ୍ ମିଲ୍ସି ବଲି ଆମେ କାଇ ଆରି ସେ ପାପେ ରଇକରି ଚଲାଚଲ୍ତି କରୁ କି?
2 Ամե՛նեւին: Մենք՝ որ մեռած ենք մեղքին հանդէպ, ի՞նչպէս տակաւին ապրինք անոր մէջ:
୨ନାଇ କେବେ ନାଇ । ପାପ୍ କର୍ବା ବିସଇତେଇ ଆମେ ମରିଗାଲୁଆଚୁ । ଆରି କେନ୍ତି ପାପ୍ କର୍ତେସେ ରଇବୁ?
3 Չէ՞ք գիտեր թէ մենք բոլորս՝ որ մկրտուեցանք Յիսուս Քրիստոսով, մկրտուեցանք անոր մահո՛վ:
୩ତମେ ଜାନାସ୍, ଡୁବନ୍ ନେଲାକେ ଜିସୁକିରିସ୍ଟର୍ ସଙ୍ଗ୍ ମିସିକରି ଆମେ ତାର୍ ମରନେ ମିସା ମିସିଆଚୁ ।
4 Ուրեմն անոր հետ թաղուեցանք մկրտութեամբ՝ մահուան համար. որպէսզի ինչպէս Քրիստոս մեռելներէն յարութիւն առաւ՝ Հօրը փառքով, այնպէս ալ մենք ընթանանք նոր կեանքի մէջ:
୪ସେଟାର୍ପାଇ ଡୁବନ୍ ନେଲାପଚେ ଆମେ ତାର୍ ମରନେ ମିସି, ତାର୍ ସଙ୍ଗ୍ ତପି ଅଇଲୁଆଚୁ । ସେ ଜେନ୍ତାରି ବାବାର୍ ଡାକ୍ପୁଟା ବପୁ ସଙ୍ଗ୍ ଆରିତରେକ୍ ଉଟ୍ଲା, ଆମେ ମିସା ସେନ୍ତାରି ନୁଆ ଜିବନ୍ ପାଇକରି ଚଲାଚଲ୍ତି କର୍ବାର୍ ଆଚେ ।
5 Որովհետեւ եթէ մենք տնկակից եղանք անոր մահուան նմանութեամբ, նաեւ կցորդ պիտի ըլլանք անոր յարութեան նմանութեամբ:
୫କାଇକେବଇଲେ ଆମେ ମରନେ ମିସି ତାର୍ ସଙ୍ଗ୍ ଗଟେକ୍ ଅଇଲୁ ଆଚୁ, ତାକେ ଆରିତରେକ୍ ଉଟ୍ବାତେଇ ମିସା, ତାର୍ ସଙ୍ଗ୍ ଗଟେକ୍ ଅଇକରି ରଇବୁ ।
6 Սա՛ գիտնանք՝ թէ մեր հին մարդը խաչուեցաւ անոր հետ, որ մեղքի մարմինը ոչնչանայ, որպէսզի այլեւս մեղքին ստրուկը չըլլանք:
୬ଆମେ ଜାନିଆଚୁ, କିରିସ୍ଟର୍ ସଙ୍ଗ୍ କୁର୍ସେ ଆମର୍ ପୁର୍ନା ଜିବନ୍ ମରିଗାଲାଆଚେ । ତେଇଅନି ଆମର୍ ପାପର୍ ଚଲାଚଲ୍ତି କୁରୁପ୍ନାସ୍ ଅଇଲା ଆଚେ ଆରି ଆମେ ପାପର୍ ଗତିଅନି ମୁକ୍ଲିଆଚୁ ।
7 Որովհետեւ ա՛ն որ մեռած է մեղքին, արդարացած է մեղքէն:
୭କାଇକେବଇଲେ ମୁନୁସ୍ ମରିଗାଲେସେ, ପାପର୍ ବାନ୍ଦନେଅନି ରକିଆ ପାଇସି ।
8 Ուրեմն եթէ մենք մեռանք Քրիստոսի հետ, կը հաւատանք թէ պիտի ապրինք ալ անոր հետ:
୮ଆମେ ଜିସୁର୍ ସଙ୍ଗ୍ ମରିରଇଲାର୍ ପାଇ, ତାର୍ ସଙ୍ଗ୍ ମିସା ଜିବନ୍ ଅଇବୁ ବଲି ବିସ୍ବାସ୍ କଲୁନି ।
9 Քանի որ գիտենք թէ Քրիստոս մեռելներէն յարութիւն առած ըլլալով՝ այլեւս չի մեռնիր. ա՛լ մահը չի տիրեր անոր վրայ:
୯ଆମେ ଜାନୁ, କିରିସ୍ଟ ମଲାତେଇଅନି ଉଟ୍ଲାର୍ପାଇ, ସେ ଆରି କେବେ ମିସା ନ ମରେ । ତାର୍ ଉପ୍ରେ ଆରି କେବେ ମରନର୍ ସାସନ୍ ନ ଚାଲେ ।
10 Որովհետեւ երբ ան մեռաւ, մեղքի՛ համար մեռաւ՝ մէ՛կ անգամ ընդմիշտ, եւ հիմա որ կ՚ապրի՝ Աստուծո՛յ համար կ՚ապրի:
୧୦ସେ ଜନ୍ ମରନ୍ ପାଇଲା, ତାର୍ଲାଗି ପାପର୍ ବପୁତେଇଅନି ଏକାତରେକ୍ ଆମ୍କେ ମୁକ୍ଲାଇଲା । ସେ ଏବେ ଜନ୍ ଜିବନେ ଜିଇଲାନି, ସେଟା ପରମେସର୍ ସଙ୍ଗ୍ ମିସିକରି ରଇଲା ଜିବନ୍ ।
11 Նոյնպէս դուք ձեզ մեռա՛ծ սեպեցէք մեղքին, բայց ողջ՝ Աստուծոյ, մեր Տէրոջ՝ Քրիստոս Յիսուսի միջոցով:
୧୧ସେନ୍ତାରି ତମେ ମିସା ପାପେ ମରିଜାଇଆଚୁ ବଲି ଏତାଆ । ତମେ ଏବେ କିରିସ୍ଟ ଜିସୁର୍ ଜିବନେଅନି ପରମେସର୍ ସଙ୍ଗ୍ ମିସ୍ଲାସ୍ ।
12 Ուրեմն ա՛լ մեղքը թող չթագաւորէ ձեր մահկանացու մարմինին վրայ, որ հնազանդիք անոր ցանկութիւններուն.
୧୨ତମର୍ ନସିଜିବା ଗାଗଡ୍ ଉପ୍ରେ ଆରି ପାପ୍ ଅଦିକାର୍ ନ କର, ସେଟାର୍ପାଇ ଆମର୍ ଏ ଗାଗଡ୍ ମନ୍କର୍ବା କାରାପ୍ ବିସଇ ମାନିକରି ରୁଆନାଇ ।
13 ու ձեր մարմինին անդամները մի՛ յանձնէք մեղքին՝ անիրաւութեան գործիք ըլլալու: Հապա դուք ձեզ ընծայեցէ՛ք Աստուծոյ՝ որպէս մեռելներէն վերապրողներ, եւ ձեր անդամները ընծայեցէ՛ք Աստուծոյ՝ իբր արդարութեան գործիքներ:
୧୩କାରାପ୍ କାମର୍ ଲାଗି ଆମର୍ ଗାଗଡର୍ କଣ୍ଡେକ୍ ବାଗ୍ ମିସା ପାପ୍ କର୍ବାକେ ଦିଆସ୍ନାଇ । ମାତର୍ ଦରମ୍ କାମ୍ କର୍ବାପାଇ ତମର୍ ଗୁଲାଇ ଗାଗଡ୍ ତାକେ ସର୍ପି ଦିଆସ୍ । ପର୍ମେସର୍ ତମ୍କେ ମରନେଅନି ଜିବନ୍ କରି ଆନ୍ଲାଆଚେ ।
14 Արդարեւ մեղքը պիտի չիշխէ ձեր վրայ. որովհետեւ ո՛չ թէ Օրէնքի տակ էք, հապա՝ շնորհքի տակ:
୧୪କାଇକେ ବଇଲେ ପାପ୍ ତମର୍ ଉପ୍ରେ ସାସନ୍ ନ କର । ତମେ ଆରି ନିୟମର୍ ତଲେ ନାଇ । ମାତର୍ ପରମେସରର୍ ଜିବନ୍ଦୁକାନି ଅନି କାଇଟା ନ ଅଇତେ ଆଚାସ୍ ।
15 Ուրեմն ի՞նչ. մեղանչե՞նք, քանի որ Օրէնքի տակ չենք, հապա՝ շնորհքի տակ: Ամե՛նեւին:
୧୫ସେନ୍ତିଆଲେ ଆମେ ନିୟମର୍ ତଲେ ନ ରଇ, ପରମେସରର୍ ଜିବନ୍ଦୁକାନି ପାଇଲୁ ଆଚୁ ବଲି ପାପ୍ କର୍ତେ ରଉଁ କି? ନାଇ, କେବେ ମିସା ନଏଁ ।
16 Չէ՞ք գիտեր թէ որո՛ւն որ դուք ձեզ իբր ստրուկ յանձնէք՝ հնազանդելու համար, ստրուկ կ՚ըլլաք անոր՝ որուն կը հնազանդիք, թէ՛ մեղքին՝ որ կ՚առաջնորդէ մահուան, եւ թէ հնազանդութեան՝ որ կ՚առաջնորդէ արդարութեան:
୧୬ଏଲେ ମିସା ତମେ ଜାନିଆଚାସ୍, ଜଦି ତମେ କାକେ ତର୍ ତଲେ ଆକା ମୁଇ ବଲି କଇକରି ତାର୍ ପୁରାପୁରୁନ୍ କାତାମାନ୍ସା ବଇଲେ, ତମେ ତାର୍ ଗେନ୍ଲା ଗତିଦାଙ୍ଗ୍ଡା । ଜଦି ପାପର୍ ଗତିଦାଙ୍ଗ୍ଡା ଅଇସା, ଏଟାର୍ ଦସା ଅଇସି ମରନ୍, ଜଦି ଦରମର୍ ବାଟେ ଇଣ୍ଡ୍ସା, ବଇଲେ ନ ସାର୍ବା ଜିବନ୍ ପାଇସା ।
17 Բայց շնորհակալութի՛ւն Աստուծոյ, որ մեղքին ստրուկ ըլլալէ ետք՝ սրտանց հնազանդեցաք այն ուսուցումի տիպարին՝ որ աւանդուեցաւ ձեզի:
୧୭ମୁଇ ପରମେସର୍କେ ଦନିଅବାଦ୍ କଲିନି, ତମେ ଗଟେକ୍ ବେଲାଇ ପାପର୍ ଗତିଦାଙ୍ଗ୍ଡା ଅଇରଇଲାସ୍ ମିସା, ଏବେ ଜନ୍ ସିକିଆ ଟାନେ ପାଇରଇବା ସତ୍, ପୁରାପୁରୁନ୍ ମନ୍ଦେଇକରି ନାମ୍ଲାସ୍ନି ।
18 Ուստի դուք՝ ազատած ըլլալով մեղքէն՝ ստրուկ եղաք արդարութեա՛ն.
୧୮ଏବେ ତମେ ପାପେଅନି ମୁକ୍ଲିକରି ଦରମର୍ ଗତିଦାଙ୍ଗ୍ଡା ଅଇଆଚାସ୍ ।
19 (մարդկային կերպով կը խօսիմ՝ ձեր մարմինին տկարութեան պատճառով.) քանի որ ինչպէս յանձնեցիք ձեր անդամները անօրէնութեան՝ ստրուկ ըլլալու անմաքրութեան եւ անօրէնութեան, այնպէս ալ հիմա ընծայեցէ՛ք ձեր անդամները սրբութեան՝ ստրուկ ըլլալու արդարութեան:
୧୯ଗଟେକ୍ ବେଲାଇ ତମେ ତମର୍ ଗୁଲାଇ ଗାଗଡ୍, ମନ୍, ପରାନ୍, ଅସୁକଲ୍ ଆରି କାରାପ୍ ଚଲାଚଲ୍ତି କର୍ବାକେ ଗତିଦାଙ୍ଗ୍ଡା ଅଇ ସର୍ପି ଦେଇରଇଲାସ୍ । ସେନ୍ତାରିସେ ସୁକଲ୍ ଆରି ଦରମ୍ ଚଲାଚଲ୍ତିର୍ପାଇ ଦରମର୍ ଲଗେ ନିଜ୍କେ ପୁରାପୁରୁନ୍ ସର୍ପିଦିଆସ୍ ।
20 Որովհետեւ երբ դուք ստրուկ էիք մեղքին՝ ազատ էիք արդարութենէն:
୨୦ତମେ ପାପର୍ ଗତିଦାଙ୍ଗ୍ଡା ରଇଲାବେଲେ, ଦରମ୍ ଜିବନ୍ ଜିଇବାକେ ମୁର୍ମୁରା ଅଇରଇଲାସ୍ ।
21 Ուրեմն այն ատեն ի՞նչ պտուղ ունէիք այն բաներէն՝ որոնց համար հիմա կ՚ամչնաք. որովհետեւ անոնց վախճանը մահ է:
୨୧ଏବେ ତମ୍କେ ଜନ୍ କାମ୍ମନ୍ କର୍ବାକେ ଲାଜ୍ଲାଗ୍ଲାନି, ସେଡ୍କିବେଲେ ସେ ସବୁ କର୍ତେ ରଇଲାସ୍ । ତେଇଅନି ତମ୍କେ କାଇ ଲାବ୍ ଅଇଲା? ସେ ସବୁ କାମର୍ ଦସା ଅଇଲାନି ମରନ୍ ।
22 Իսկ հիմա, մեղքէն ազատած եւ Աստուծոյ ստրուկ եղած ըլլալով, ձեր պտուղը ունիք՝ սրբութեամբ, ու վախճանը՝ յաւիտենական կեանքը: (aiōnios )
୨୨ମାତର୍ ତମେ ଏବେ ପାପେଅନି ମୁକ୍ଲିକରି ପରମେସରର୍ ଗତିଦାଙ୍ଗ୍ଡା ଅଇଆଚାସ୍ । ଏଟାର୍ ଲାବ୍ ଅଇଲାନି, ପରମେସରର୍ତେଇ ପୁରାପୁରୁନ୍ ସଲଦ୍ । ଆରି ଇତିଅନି ମିଲ୍ବାଟା ଅଇଲାନି ନ ସାର୍ବା ଜିବନ୍ । (aiōnios )
23 Որովհետեւ մեղքին վարձատրութիւնը մահ է, բայց Աստուծոյ շնորհը՝ յաւիտենական կեանք է, Յիսուս Քրիստոսի՝ մեր Տէրոջ միջոցով: (aiōnios )
୨୩ପାପ୍ କାମର୍ ବୁତି ଅଇଲାନି ମରନ୍, ମାତର୍ ପରମେସର୍ ଜାଚାଇକରି ଦାନ୍ ଦେଇଆଚେ । ସେଟା ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ମିଲାଇରଇବା ନ ସାର୍ବା ଜିବନ୍ । (aiōnios )