< ১ম পিতর 2 >
1 ১ তাই তোমরা সমস্ত মন্দ জিনিস ও সমস্ত ছলনা এবং ভণ্ডামি ও হিংসা ও সমস্ত পরনিন্দা ত্যাগ করে
୧ତମେ ନୁଆ ଜିବନ୍ ପାଇଲାର୍ପାଇ ସବୁ କାରାପ୍ ବିସଇର୍ଟାନେଅନି ଦୁରିକେ ରୁଆ । ସବୁ ରକାମ୍ ମିଚ୍ କଇବାଟା, ନାଡାଇବାଟା, ଇଁସା ଅଇବାଟା ଆରି ନିନ୍ଦା କାତା କଇବାଟା ଚାଡିଦିଆସ୍ ।
2 ২ নবজাত শিশুদের মত সেই আত্মিক পরিষ্কার খাঁটি দুধের আকাঙ্খা কর, যেন তার গুণে উদ্ধারের জন্য বৃদ্ধি পাও,
୨ଏବେ ଜନମ୍ ଅଇଲା କଅଁଲା ପିଲାମନ୍ ଦୁଦ୍ କାଇବାକେ ଜେନ୍ତାରି ମନ୍ କର୍ବାଇ, ସେନ୍ତାରିସେ ତମେ ଆତ୍ମାର୍ ଦୁଦ୍ କାଇବାକେ ମନ୍ କରା । ସେଟା ଅଇଲାନି ପର୍ମେସରର୍ ସତ୍ ବାକିଅ । ସେଟା କାଇବାକେ ମନ୍ କଲେ, ତମର୍ ମୁକ୍ତି ସିଦ୍ ଅଇବାଜାକ ତମେ ବିସ୍ବାସେ ଅଦିକ୍ ଅଦିକ୍ ବଡି ଆଇସା ।
3 ৩ যদি তোমরা এমন স্বাদ পেয়ে থাক যে, প্রভু মঙ্গলময়।
୩ସାସ୍ତରେ ଲେକା ଅଇଲାପାରା “କାଇକେ ବଇଲେ, ମାପ୍ରୁ ଜିବନ୍ ଦୁକାଇ ଦୟା କଲାଟା ତମେ ଜାନିସାରାଇ ଆଚାସ୍ ।”
4 ৪ তোমরা তাঁরই কাছে, মানুষের কাছে অগ্রাহ্য, কিন্তু ঈশ্বরের দৃষ্টিতে মনোনীত ও মহামূল্য, জীবন্ত পাথরের কাছে এসে,
୪ତେବର୍ପାଇ କିରିସ୍ଟର୍ ଲଗେ ଆସା । ସେ, ଗର୍ ଡାଟ୍ କର୍ବା ଜିବନ୍ ପାକ୍ନା ପାରା ଆଚେ । ଏ ପାକ୍ନା, କାଇ ମୁଲିଅ ନାଇ ବଲି, ଲକ୍ମନ୍ ଚାଡିଦେଇରଇଲାଇ । ମାତର୍ ପର୍ମେସର୍ ସେଟାକେସେ, ବେସି ମୁଲିଅ ରଇବାଟା ବଲି ବାଚିଆଚେ ।
5 ৫ জীবন্ত পাথরের মতো আত্মিক বাড়ির মতো তোমাদের গেঁথে তোলা হচ্ছে, যেন পবিত্র যাজকবর্গ হয়ে যীশু খ্রীষ্টের মাধ্যমে ঈশ্বরের কাছে গ্রহণযোগ্য আত্মিক বলি উৎসর্গ করতে পার।
୫ତାର୍ ଲଗେ ଆଇଲାର୍ପାଇ ତମେ ଜିବନ୍ ରଇବା ପାକ୍ନାପାରା ଅଇଆଚାସ୍ । କାଇକେବଇଲେ, ତମ୍କେ ଜଡିକରି ଗଟେକ୍ ଆତ୍ମା ରଇବା ମଣ୍ଡଲି ତିଆର୍ ଅଇଲାନି । ଆରି ପର୍ମେସରର୍ ସୁକଲ୍ ରଇବା ପୁଜାରି ଇସାବେ ତମେ ତାକେ ସେବା କଲାସ୍ନି । ଜିସୁକିରିସ୍ଟର୍ ଲାଗି ଏ ଆତ୍ମାର୍ ସେବା ପର୍ମେସର୍କେ ସାର୍ଦା କରାଇସି ।
6 ৬ কারণ শাস্ত্রে এই কথা পাওয়া যায়, “দেখ, আমি সিয়োনে কোণের এক মনোনীত মহামূল্য পাথর স্থাপন করি; তাঁর উপর যে বিশ্বাস করে, সে লজ্জিত হবে না।”
୬ସାସ୍ତରେ କଇଲାପାରା “ଦେକା, ମୁଇ ସବୁର୍ତେଇଅନି ଅଦିକ୍ ମୁଲିଅ ରଇବା ପାକ୍ନା ବାଚ୍ଲିଆଚି, ସେଟା ଗର୍ କନର୍ ମୁଲ୍ପାକ୍ନା ଇସାବେ ସିୟନେ ସଙ୍ଗଇଆଚି କେ ଜଦି ତାକେ ବିସ୍ବାସ୍ କର୍ବାଇ, ସେ କେବେ ଲାଜ୍ ନଏଁ ।”
7 ৭ তাই তোমরা যারা বিশ্বাস করছ, ঐ মহামূল্যতা তোমাদেরই জন্য, কিন্তু যারা বিশ্বাস করে না, তাদের জন্য “যে পাথর গাঁথকেরা অগ্রাহ্য করেছে, সেটাই কোণের প্রধান পাথর হয়ে উঠল,”
୭ତମେ ବିସ୍ବାସି ଲକ୍ମନର୍ପାଇ, ଏ ପାକ୍ନା ବେସି ମୁଲିଅ ରଇବାଟା । ମାତର୍ ଜେତ୍କି ଲକ୍ ବିସ୍ବାସ୍ କରତ୍ ନାଇ, ସାସ୍ତରେ ଲେକା ଅଇଲା ବିସଇ ସେମନ୍ ମନେ ରକ୍ବାର୍ ଆଚେ । “ଗର୍ ତିଆର୍ କରୁମନ୍ ଜନ୍ ପାକ୍ନା ଚାଡିଦେଇରଇଲାଇ, ସେ ପାକ୍ନାକେସେ ପର୍ମେସର୍ ସବୁର୍ଟାନେ ଅନି ମୁଲିଅ ରଇବା ପାକ୍ନା କଲାଆଚେ ।”
8 ৮ আবার তা হয়ে উঠল, “বাধাজনক পাথর ও বাধাজনক পাষাণ।” বাক্যের অবাধ্য হওয়াতে তারা হোঁচট পায় এবং তার জন্যই নিযুক্ত হয়েছিল।
୮ସାସ୍ତରେ ଲେକା ଅଇଲା ଆରି ଗଟେକ୍ ବିସଇ ମିସା ସେମନ୍ ଏତାଇବାର୍ ଆଚେ । “ଏ ପାକ୍ନା କେତେ ଲକର୍ପାଇ ବାଦା ଆନ୍ସି । ତେଇ ବେସି ଲକ୍ ଜଟିଆଇ ଅଇ ଅଦର୍ବାଇ ।” “ସେମନ୍ ପର୍ମେସରର୍ ବାକିଅ ବିସ୍ବାସ୍ ନ କଲାର୍ପାଇ ଜଟିଆଇ ଅଇ ଅଦର୍ବାଇ । ଏଟା ତାକର୍ପାଇ ପର୍ମେସରର୍ ଜଜ୍ନା ରଇଲା ।”
9 ৯ কিন্তু তোমরা “মনোনীত বংশ, রাজকীয় যাজকবর্গ, পবিত্র জাতি, ঈশ্বরের নিজস্ব প্রজাবৃন্দ, যেন তাঁরই গুণকীর্ত্তন কর,” যিনি তোমাদেরকে অন্ধকার থেকে নিজের আশ্চর্য্য আলোর মধ্যে ডেকেছেন।
୯ମାତର୍ ତମେ, ବାଚି ଅଇରଇବା ପର୍ମେସରର୍ କୁଟୁମ୍ । ଆରି ଆମର୍ ରାଜାର୍ ପୁଜାରି ଦଲ୍ । ପର୍ମେସରର୍ ଚକିତ୍ ଅଇଜିବା କାମ୍ ଜାନାଇବାକେ ସେ ବାଚିରଇବା ତାର୍ ନିଜର୍ ଲକ୍ ଅଇଆଚାସ୍ । ଆନ୍ଦାର୍ ବିତ୍ରେ ଅନି ତାର୍ କାବା ଅଇଜିବା ଉଜଲେ ଜିବାକେ ସେ ତମ୍କେ ଡାକି ଆଚେ ।
10 ১০ পূর্বে তোমরা “প্রজা ছিলে না, কিন্তু এখন ঈশ্বরের প্রজা হয়েছ, দয়ার যোগ্য ছিলে না কিন্তু এখন দয়া পেয়েছ।”
୧୦ଆଗେ ତମେ ତାର୍ ନିଜର୍ ଲକ୍ ନ ରଇଲାସ୍ । ମାତର୍ ଏବେ ତାର୍ ନିଜର୍ ଲକ୍ ଅଇଆଚାସ୍ । ଆଗେ ତାର୍ ଦୟା ପାଇ ନ ରଇଲାସ୍, ମାତର୍ ଏବେ ପାଇଆଚାସ୍ ।
11 ১১ প্রিয়তমেরা, আমি অনুরোধ করি, তোমরা বিদেশী ও প্রবাসী বলে সমস্ত মাংসিক অভিলাষ থেকে দূরে থাক, সেগুলি আত্মার বিরুদ্ধে যুদ্ধ করে।
୧୧ଏ ମର୍ ମଇତର୍ମନ୍, ତମେ ଏ ଜଗତେ ବିଦେସି ପାରା ଆଚାସ୍ ଆରି ଚନେକର୍ ପାଇସେ ଇତି ରଇଲାସ୍ନି । ତମର୍ ଗାଗ୍ଡେ ରଇବା ପାପର୍ ଗୁନ୍ଚଲନେ ଅନି ଆଇବା ସବୁ ରକାମ୍ କାରାପ୍ ମନ୍କର୍ବା ଟାନେଅନି ଦୁରିକେ ରୁଆ ।
12 ১২ আর অযিহুদিদের মধ্যে তোমাদের ভালো ব্যবহার বজায় রাখ; কারণ একজন মন্দ কাজ করা ব্যক্তিকে যেমন নিন্দা করা হয়, তারা তেমনই তোমাদের নিন্দা করে, তারা নিজের চোখে তোমাদের ভালো কাজ দেখলে সেই বিষয়ে তাঁর আগমনের দিনের ঈশ্বরের গৌরব করবে।
୧୨ତମର୍ ନଅରେ ରଇବା ବିସ୍ବାସ୍ ନ କର୍ବା ଲକ୍ମନ୍ ଦେକ୍ବା ଇସାବେ ତମର୍ ଚଲାଚଲ୍ତି ନିକ ରଇବାର୍ଆଚେ । ସେନ୍ତାରି ରଇଲେ ସେମନ୍ ତମର୍ ବିରୁଦେ ନିନ୍ଦା କାତା କଇଲେ ମିସା, ତମେ କରିରଇବା ନିକ କାମ୍ ଦେକିକରି ପର୍ମେସର୍ ବାଉଡିଆଇବା ଦିନେ ତାକେ ଡାକ୍ପୁଟା କର୍ବାଇ ।
13 ১৩ তোমরা প্রভুর জন্য মানুষের সৃষ্টি সমস্ত শাসনের বশীভূত হও, রাজার বশীভূত হও, তিনি প্রধান;
୧୩ତମର୍ ଉପ୍ରେ ଅଦିକାର୍ କର୍ବା ଲକ୍ମନ୍କେ ଆମର୍ ମାପ୍ରୁର୍ ଲାଗି ମାନିକରି ରୁଆ । ସବୁର୍ଟାନେଅନି ଅଦିକାର୍ ରଇବା ସାସନ୍କାରିଆକେ ମିସା ମାନିକରି ରୁଆ ।
14 ১৪ অন্য শাসনকর্ত্তাদের বশীভূত হও, তাঁরা মন্দ লোকেদের বিচার করার জন্য ও ভালো কাজের প্রশংসা করার জন্য তাঁদের তিনি পাঠিয়েছেন।
୧୪ସବୁର୍ଟାନେଅନି ବଡ୍ ସାସନ୍କାରିଆ, ଜେ କି କାରାପ୍ କାମ୍ କର୍ବା ଲକ୍ମନ୍କେ ଡଣ୍ଡ୍ ଦେବାକେ ଆରି ନିକ କାମ୍ କର୍ବା ଲକ୍ମନ୍କେ ଡାକ୍ପୁଟା କର୍ବାକେ ପାଟାଇଆଚେ, ତାକେ ମିସା ମାନିକରି ରୁଆ ।
15 ১৫ কারণ ঈশ্বরের ইচ্ছা এই, যেন এই ভাবে তোমরা ভালো কাজ করতে করতে নির্বোধ লোকদের অজ্ঞানতাকে চুপ করাতে পার।
୧୫କାଇକେବଇଲେ, ତମେ କରିରଇବା ନିକ କାମର୍ଲାଗି କାଇ ଲଡାକେ ନ ଆଇବା କାତା କଇବୁଲ୍ବା ଲକ୍ମନ୍କେ ଚୁପ୍ କରାଇବାକେ ପର୍ମେସର୍ ମନ୍ କଲାନି ।
16 ১৬ স্বাধীন লোক হিসাবে, তোমরা তোমাদের স্বাধীনতাকে মন্দ কাজ ঢাকার বস্ত্র করো না, কিন্তু নিজেদেরকে ঈশ্বরের দাস বলে মনে কর।
୧୬ତମେ ମୁକଲ୍ଲା ଲକ୍ମନ୍ ବଲି ତମର୍ ଜିବନର୍ ଚଲାଚଲ୍ତିତେଇ ଦେକାଆ । ମାତର୍ ଆମ୍କେ ମୁକ୍ତି ମିଲ୍ଲାଆଚେ ବଲି କାଇଟା ମିସା କର୍ବୁ ବଲି ନ ବାବିକରି ପର୍ମେସର୍କେ ସେବା କରା ।
17 ১৭ সবাইকে সম্মান কর, সমস্ত ভাইদের ভালবাসো, ঈশ্বরকে ভয় কর, রাজাকে সম্মান কর।
୧୭ସବୁ ଲକ୍ମନ୍କେ ସନ୍ମାନ୍ ଦିଆସ୍ । ବିସ୍ବାସି ବାଇବଇନିମନ୍କେ ଆଲାଦ୍ କରା । ପର୍ମେସର୍କେ ମାନିକରି ରୁଆ । ଆରି ସବୁର୍ ଉପ୍ରର୍ ସାସନ୍କାରିଆକେ ସନ୍ମାନ୍ ଦିଆସ୍ ।
18 ১৮ দাসেরা, তোমরা সম্পূর্ণ ভয়ের সঙ্গে তোমাদের মনিবের বশীভূত হও, শুধুমাত্র ভালো ও শান্ত মনিবদের নয়, কিন্তু নিষ্ঠুর মনিবদেরও বশীভূত হও।
୧୮ତମର୍ ବିତ୍ରେ ଜେତ୍କି ଲକ୍ ଗତିଦାଙ୍ଗ୍ଡା ଅଇଆଚାସ୍, ତମର୍ ସାଉକାର୍ମନର୍ କାତା ମାନିକରି ରୁଆ ଆରି ସେମନ୍କେ ପୁରାପୁରୁନ୍ ସନ୍ମାନ୍ ଦିଆସ୍ । ଦରମ୍ ରଇବା ସାଉକାର୍ମନ୍ ରଇଲେ, କି ଟେରା ରଇବା ସାଉକାର୍ମନ୍କେ ମିସା ଏନ୍ତାରି କର୍ତେରୁଆ ।
19 ১৯ কারণ কেউ যদি ঈশ্বরের কাছে তার বিবেক ঠিক রাখার জন্য অন্যায় সহ্য করে দুঃখ পায়, তবে সেটাই প্রশংসার বিষয়।
୧୯ତମର୍ କାଇ ବୁଲ୍ ନ ରଇଲେ ମିସା ମୁର୍ଚିକରି ରଇଲେ, ତେଇ ପର୍ମେସର୍ ସାର୍ଦା ଅଇସି । କାଇକେବଇଲେ ତମେ ତାର୍ ମନ୍ କଲାଟା ସିଦ୍ କଲାସ୍ନି ।
20 ২০ কিন্তু যদি পাপ করার জন্য যদি তোমরা শাস্তি সহ্য কর, তবে তাতে প্রশংসার কি আছে? কিন্তু ভালো কাজ করে যদি দুঃখ সহ্য কর, তবে সেটাই তো ঈশ্বরের কাছে প্রশংসার বিষয়।
୨୦ଜଦି ବୁଲ୍ କଲାର୍ପାଇ ଦୁକ୍କସ୍ଟ ମୁର୍ଚି କରି ଡଣ୍ଡ୍ ପାଇଲେ, ତେଇ ତମେ କଲା କରମ୍ସେ ପାଇଆଚାସ୍ । ମାତର୍ ସତ୍କାମ୍ କରି ଦୁକ୍ କସ୍ଟ ମୁରଚ୍ଲେ, ସେଟା ପର୍ମେସର୍କେ ସାର୍ଦା କରାଇସି ।
21 ২১ কারণ তোমাদের এর জন্যই ডাকা হয়েছে, কারণ খ্রীষ্টও তোমাদের জন্য দুঃখ সহ্য করলেন, এ বিষয়ে তোমাদের জন্য এক আদর্শ রেখে গেছেন, যেন তোমরা তাঁর রাস্তাকে অনুসরণ কর;
୨୧ସେନ୍ତାରି ଚଲାଚଲ୍ତି କର୍ବାକେ ପର୍ମେସର୍ ତମ୍କେ ଡାକ୍ଲାଆଚେ । କିରିସ୍ଟ ତମର୍ପାଇ ଦୁକ୍କସ୍ଟ ମୁର୍ଚି କରି, ତମେ ଚଲାଚଲ୍ତି କର୍ବାଟା ଦେକାଇଆଚେ ।
22 ২২ “তিনি পাপ করেননি, তাঁর মুখে কোন ছলনা পাওয়া যায় নি।”
୨୨ସେ କେବେ ପାପ୍କରି ନ ରଇଲା ଆରି ତାର୍ ଟଣ୍ଡେଅନି ଗଟେକ୍ ମିସା ମିଚ୍କାତା ନ ବାରଇ ରଇଲା ।
23 ২৩ তিনি নিন্দিত হলে তিরস্কার করতেন না, যখন তিনি দুঃখ সহ্য করেছেন তখন তিনি কাউকে কোনো উত্তর দেননি, কিন্তু, ঈশ্বর যিনি সঠিক বিচার করেন, তাঁর উপর ভরসা রাখতেন।
୨୩ଲକ୍ମନ୍ ତାକେ କିଜାଇଲାବେଲେ ସେ ନିନ୍ଦା କାତାକଇ ଟଣ୍ଡ୍ ଲାଗାଏ ନାଇ । ତାକେ ଦୁକ୍ କସ୍ଟ ଦେଲାକେ ସେ ଦମ୍କାଏ ନାଇ । ମାତର୍ କାଇ ଅନିଆଇ ନ କର୍ବା ପର୍ମେସର୍କେ ସବୁ ବିସଇ ଚାଡିଦେଲା ।
24 ২৪ তিনি আমাদের “পাপের ভার নিয়ে” তাঁর দেহে ক্রুশের উপরে তা বহন করলেন, যেন আমরা পাপের পক্ষে মৃত্যুবরণ করি ও ধার্মিকতার পক্ষে জীবিত হই, “তাঁর ক্ষত দিয়েই তোমরা আরোগ্য লাভ করেছ।”
୨୪ଆମେ ପାପ୍ କଲାର୍ପାଇ ପାଇବା ଡଣ୍ଡ୍ କୁରୁସ୍କାଟେ ମରିକରି କିରିସ୍ଟ ନିଜେ ବଇନେଲା । ପାପ୍ କର୍ବାଟା ଚାଡିକରି ଦରମ୍ ଚଲାଚଲ୍ତି କର୍ବାକେ ସେ ଏନ୍ତାରି କଲା । ତାର୍ ଗାଗ୍ଡେ ମାରି ରଇବା ଗାଉର୍ ଲାଗି ଆମେ ନିକ ଅଇଆଚୁ ।
25 ২৫ কারণ তোমরা “ভেড়ার মতো ভ্রান্ত হয়েছিলে,” কিন্তু এখন তোমাদের প্রাণের পালক ও রক্ষকের কাছে ফিরে এসেছ।
୨୫ଆଗ୍ତୁ ତମେ ବାଟ୍ ବାନା ଅଇଲା ମେଣ୍ଡାପାରା ରଇଲାସ୍, ମାତର୍ ଏବେ ସେ ତମ୍କେ ଡାକି ଆନିଆଚେ । ସେ ଆକା ତମ୍କେ ଜତନ୍କରି ତମର୍ ଆତ୍ମାମନ୍କେ ଜାଗ୍ଲାନି ।