< ১ম তীমথি 1 >
1 ১ পৌল, আমাদের ঈশ্বরের আজ্ঞা অনুসারে এবং উদ্ধারকর্তা খ্রীষ্ট যীশু যাঁর উপরে আমাদের আশা, তাঁর আদেশে খ্রীষ্ট যীশুর প্রেরিত,
୧ମୁଇ ପାଉଲ୍ ଜିସୁକିରିସ୍ଟର୍ ଗଟେକ୍ ପେରିତ୍, ଏ ଚିଟି ଲେକ୍ଲିନି । ଆମର୍ ମୁକ୍ତିକାରିଆ ପର୍ମେସର୍ ଆରି ଆମେ ଆସା କରିରଇବା କିରିସ୍ଟ ଜିସୁର୍ ଆଦେସ୍ ଇସାବେ ବାଚିଅଇଆଚି ।
2 ২ বিশ্বাস সম্বন্ধে আমার প্রকৃত পুত্র তীমথিয়র প্রতি পত্র। পিতা ঈশ্বরও আমাদের প্রভু খ্রীষ্ট যীশু, অনুগ্রহ, দয়া ও শান্তি তোমায় দান করুন।
୨କିରିସ୍ଟକେ ବିସ୍ବାସ୍ କଲାର୍ପାଇ, ତୁଇ ତିମତି ମର୍ ନିଜର୍ ପଅ ଅଇ ଆଚୁସ୍ । ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁ କିରିସ୍ଟ ତମ୍କେ ଜିବନ୍ ଦୁକାଇ ଦୟା ଦେକାଅ ଆରି ସାନ୍ତି ଦେଅ ।
3 ৩ মাকিদনিয়াতে যাবার দিনের যেমন আমি তোমাকে অনুরোধ করেছিলাম যে, তুমি ইফিষে থেকে কিছু লোককে এই নির্দেশ দাও, যেন তারা ভুল শিক্ষা না দেয়,
୩ମୁଇ ମାକିଦନିଆଇ ଜିବା ଆଗ୍ତୁ ତମ୍କେ ଏପିସିଅତେଇ ରୁଆ ବଲି କଇରଇଲି । ତେଇ ଜନ୍ ଲକ୍ମନ୍ ବୁଲ୍ ସିକିଆ ସବୁ ଦେଲାଇନି, ସେମନ୍କେ ବୁଲ୍ ସିକିଆ ଦେବାଟା ବନ୍ଦ୍ କର୍ବାକେ ଆଦେସ୍ ଦିଆସ୍ ବଲି ମୁଇ ତମ୍କେ କଇରଇଲି ।
4 ৪ এবং গল্প ও বড় বংশ তালিকায় মনোযোগ না দেয়, [যেমন এখন করছি]; কারণ এই বিষয়গুলো বরং ঝগড়ার সৃষ্টি করে, ঈশ্বরের যে ধনাধ্যক্ষের কাজ বিশ্বাস সম্বন্ধীয়, যা এই বিষয়কে উত্পন্ন করে না।
୪ସେମନ୍ ଟଣ୍ଡେ ପାନ୍ଦି କାତା କଇବାଇ ଆରି ଆଗ୍ତୁର୍ ଆନିଦାଦିମନର୍ କୁଟୁମର୍ କାତା ତିଆର୍ କର୍ବାଟା ଚାଡାବଲି ତିଆରା । ଲକ୍ମନ୍କେ ଏନ୍ତାରି ସିକିଆ ଦେଇତେରଇଲେ ଲକ୍ମନ୍ ତେଇ ଦଦାପେଲା ଅଇବାଇ । ବିସ୍ବାସ୍ ମାନିକରି ଜନ୍କାମ୍ ପର୍ମେସର୍ ସେମନ୍କେ କରତ୍ ବଲି ମନ୍ କଲାନି, ସେଟା ସେମନ୍ କରତ୍ ନାଇ ।
5 ৫ কিন্তু সেই আদেশের উদ্দেশ্যে হল ভালবাসা, যা শুচি হৃদয়, সৎ বিবেক ও প্রকৃত বিশ্বাস থেকে উৎপন্ন;
୫ତମେ ଏନ୍ତାରିଟା ତିଆରା ଜେନ୍ତାରିକି, ସେମନ୍ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କର୍ବାଇ । ଜନ୍ ଲକ୍ମନ୍କେ ସତ୍ ବିସ୍ବାସ୍ ଆରି ସୁକଲ୍ ଜିବନ୍, କାଇ କପଟ୍ ନ ରଇବା ମନ୍ ଆଚେ, ସେମନ୍ସେ ଏଟା କରିପାର୍ବାଇ ।
6 ৬ কিছু লোক এই আসল বিষয় থেকে সরে গিয়ে নিজেদের মনগড়া বাজে কথাবার্তায় ভ্রান্ত হয়ে বিপথে গেছে।
୬ମାତର୍ ଜନ୍ ଲକ୍ମନ୍ ବୁଲ୍ ସିକିଆ ଦେଲାଇନି, ଏ ସବୁ ବିସଇ ଚାଡିଦେଇକରି ଚୁଚା ବିସଇ କାତା ଅଇଲାନି ।
7 ৭ তারা ব্যবস্থা গুরু হতে চায়, অথচ যা বলে ও যার বিষয়ে আত্মবিশ্বাসের সঙ্গে জোর দিয়ে বলে, তা বোঝে না।
୭ନିୟମ୍ ଗୁରୁ ଇସାବେ ସବୁଲକ୍ ସେମନ୍କେ ନାମତ୍ ବଲି ସେମନ୍ ମନ୍ କଲାଇନି । ମାତର୍ ସେମନ୍ ସିକାଇବା ବିସଇ ନିଜେ ବୁଜତ୍ନାଇ ଆରି ସାଆସ୍ ସଙ୍ଗ୍ ଜନ୍ଟା ସତ୍ ବଲି କଇଲାଇନି, ସେଟା ସତ୍ କି ନଏଁ ବଲି ନାଜାନତ୍ ।
8 ৮ কিন্তু আমরা জানি, ব্যবস্থা ভাল, যদি কেউ ব্যবস্থা মেনে তার ব্যবহার করে,
୮ପର୍ମେସରର୍ ନିୟମ୍ଟାନେ କାଇ ଅନିଆଇ ନାଇ । ମାତର୍ ଲକ୍ମନ୍ ସେଟା ଟିକ୍ ସଙ୍ଗ୍ ସିକାଇବାର୍ ଆଚେ ।
9 ৯ আমরা এও জানি যে, ধার্ম্মিকের জন্য নয়, কিন্তু যারা অধার্ম্মিক ও অবাধ্য, ভক্তিহীন ও পাপী, অসৎ ও অপবিত্র, বাবা ও মায়ের হত্যাকারী, খুনি,
୯ଦରମ୍ କାମ୍ କର୍ବା ଲକ୍ମନର୍ପାଇ ନିୟମ୍ ତିଆର୍ ନ ଅଇରଇଲା । ତାର୍ ବାଦୁଲେ ଜନ୍ ଲକ୍ମନ୍ ତାର୍ ବିରଦି ଅଇରଇଲାଇ, ଆରି ତାର୍ କାତା ମାନି ନ ରଇଲାଇ, ସେନ୍ତାରି ଲକ୍ମନର୍ ପାଇ ପର୍ମେସର୍ ନିୟମ୍ ତିଆର୍ କରିରଇଲା । ଜନ୍ ଲକ୍ମନ୍ ପର୍ମେସର୍ ରଏ ନାଇ ବଲି ଚଲାଚଲ୍ତି କଲାଇନି, ଜନ୍ ଲକ୍ମନ୍ ପାପ୍ କର୍ବାଇ, କରାପ୍ କାମ୍ କର୍ତେରଇବାଇ, ଆରି ପର୍ମେସର୍କେ ସନ୍ମାନ୍ ନ ଦେଇତେରଅତ୍, ଜନ୍ଲକ୍ମନ୍ କି ତାକର୍ ଆୟା ବାବାମନ୍କେ ମରାଇବାଇ କି ବିନ୍ ଲକ୍ମନ୍କେ ମିସା ମରାଇବାଇ,
10 ১০ ব্যভিচারী, সমকামী, যারা দাস ব্যবসার জন্য মানুষ চুরি করে, মিথ্যাবাদী, যারা মিথ্যা শপথ করে, তাদের জন্য এবং আর যা কিছু সত্য শিক্ষার বিপরীতে, তার জন্যই ব্যবস্থার স্থাপন করা হয়েছে।
୧୦ବେବିଚାର୍ କାମ୍ କରି ପାପ୍ କର୍ବାଇ, ମୁନୁସ୍ମୁନୁସ୍ ବିତ୍ରେ ଆରି ମାଇଜିମାଇଜି ବିତ୍ରେ ବେବିଚାର୍ କାମ୍ କର୍ବା ଲକ୍ମନର୍ପାଇ, ଗତିଦାଙ୍ଗ୍ଡା ଇସାବେ ଲକ୍ମନ୍କେ ବିକ୍ବା ସାଉକାର୍ ମନର୍ପାଇ, ଜନ୍ ଲକ୍ ସତ୍ କଅତ୍ନାଇ, ସତ୍ସେ କଇବି ବଲି କାତା ଦେଇରଇକରି ମିଚ୍ କଇବା ଲକ୍ମନର୍ପାଇ ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ବିରୁଦେ ଜେତ୍କି ସବୁ କାତା ଉଟ୍ସି, ସେ ସବୁର୍ପାଇ ।
11 ১১ এই শিক্ষা পরম ধন্য ঈশ্বরের সেই মহিমার সুসমাচার অনুযায়ী, যে সুসমাচারের ভার আমাকে দেওয়া হয়েছে।
୧୧ଏ ସତ୍ ସିକିଆ ସୁବ୍କବରର୍ ସିକିଆ ସଙ୍ଗ୍ ମିସ୍ସି । ଆମର୍ ଡାକ୍ପୁଟା ପର୍ମେସରର୍ ମଇମା ଆରି ଜନ୍ ସୁବ୍କବର୍ ଜାନାଅ ବଲି ସେ ମକେ ଦାଇତ୍ ଦେଲାଆଚେ, ସେଟାମିସା ମିସ୍ସି ।
12 ১২ যিনি আমাকে শক্তি দিয়েছেন, আমাদের সেই খ্রীষ্ট যীশুর ধন্যবাদ করছি, কারণ তিনি আমাকে বিশ্বস্ত মনে করে তাঁর সেবায় নিযুক্ত করেছেন,
୧୨ଆମର୍ ମାପ୍ରୁ ଜିସୁ କିରିସ୍ଟକେ ମୁଇ ଦନିଅବାଦ୍ ଦେଲିନି । ସେ ମକେ ବପୁ ଦେଲାଆଚେ । ତାର୍ ମୁଆଟେ ଗଟେକ୍ ବିସ୍ବାସ୍ ସଙ୍ଗ୍ ରଇବା ଗତି ଦାଙ୍ଗ୍ଡା ଇସାବେ ଏଜ୍ଲା ଆରି ତାକେ ସେବା କର୍ବାକେ ମକେ ବାଚ୍ଲା ।
13 ১৩ যদিও আগে আমি ঈশ্বরনিন্দা করতাম, অত্যাচার ও অপমান করতাম; কিন্তু দয়া পেয়েছি, কারণ আমি না বুঝেই অবিশ্বাসের বশে সেই সমস্ত কাজ করতাম;
୧୩ଗଟେକ୍ ବେଲାଇ କିରିସ୍ଟର୍ ବିସଇର୍ କାରାପ୍ କାତା କଇତେରଇଲେ ମିସା ଆରି ବିନ୍ ବିସ୍ବାସିମନ୍କେ କାରାପ୍ ଇସାବେ ଦେକି ନିନ୍ଦା କର୍ତେରଇଲି ମିସା, ପର୍ମେସର୍ ମକେ ଦୟା ଦେକାଇଲା । କାଇକେବଇଲେ ମୁଇ କାଇଟା କର୍ତେରଇଲି, ସେଟା ନିଜେ ନାଜାନ୍ତେରଇଲି । ଆରି ମୁଇ କିରିସ୍ଟକେ ବିସ୍ବାସ୍ ନ କରିରଇଲି ।
14 ১৪ কিন্তু আমাদের প্রভুর অনুগ্রহ, খ্রীষ্ট যীশুতে বিশ্বাস ও প্রেমের সঙ্গে, অনেক বেশি উপচিয়ে পড়েছে।
୧୪ଆମର୍ ମାପ୍ରୁ ମକେ ବେସି ଦୟା ଦେକାଇଲା । ଜେନ୍ତାରି କି, କିରିସ୍ଟ ଜିସୁର୍ ସଙ୍ଗ୍ ମିସ୍ଲାର୍ପାଇ ମୁଇ ତାକେ ବିସ୍ବାସ୍ କରି ବିନ୍ ଲକ୍ମନ୍କେ ଆଲାଦ୍ କରିପାର୍ଲି ।
15 ১৫ এই কথা বিশ্বস্ত ও সম্পূর্ণভাবে গ্রহণের যোগ্য যে, খ্রীষ্ট যীশু পাপীদের উদ্ধার করার জন্য জগতে এসেছেন; তাদের মধ্যে আমি সবথেকে বড় পাপী;
୧୫ଏଟା କଇବାଟା ପୁରାପୁରୁନ୍ ସତ୍ ଆଚେ । ଆରି ସେଟା ଅଇସି କି ନଏଁ ବଲି ନ ବାବିକରି ନାମ୍ବାର୍ ଆଚେ । ପାପିମନ୍କେ ଉଦାର୍ କର୍ବାକେ କିରିସ୍ଟ ଜିସୁ ଏ ଜଗତେ ଆଇଲା ଆରି ପାପିମନର୍ ବିତ୍ରେଅନି ମୁଇ ବଡ୍ ପାପି ।
16 ১৬ কিন্তু আমি এই জন্য দয়া পেয়েছি, যেন যীশু খ্রীষ্ট আমার মত জঘন্য পাপীর জীবনে তাঁর দয়াকে অসীম ধৈর্য্যকে প্রকাশ করেন, যেন আমি তাদের আদর্শ হতে পারি, যারা অনন্ত জীবনের জন্য তাঁকে বিশ্বাস করবে। (aiōnios )
୧୬ଏଲେମିସା ଏଟାର୍ପାଇ ମକେ କିରିସ୍ଟ ଦୟା ଦେକାଇଲା । ସେ ମକେ କେମା କଲାକେ କେତେକ୍ ମୁର୍ଚିକରି ଆଚେ ବଲି ଦେକାଇବାକେ ସେ ମନ୍ କଲା । ବିନ୍ ଲକର୍ଟାନେଅନି ମୁଇ ଅଦିକ୍ ପାପ୍ କଲିଆଚି । ଏଟା ଏନ୍ତାରି ଅଇଲା । ଜେନ୍ତିକି ଦିନେକ୍ ଜେତ୍କି ଲକ୍ସବୁ ତାକେ ବିସ୍ବାସ୍ କରି ସବୁଦିନର୍ପାଇ ମୁକ୍ତି ପାଇବାଇ ସେମନର୍ପାଇ ମୁଇ ଗଟେକ୍ ସାକି ଇସାବେ ରଇବି । (aiōnios )
17 ১৭ যিনি যুগপর্য্যায়ের রাজা, অক্ষয় অদৃশ্য একমাত্র ঈশ্বর, যুগপর্য্যায়ের যুগে যুগে তাঁর সমাদর ও মহিমা হোক। আমেন। (aiōn )
୧୭ଜନ୍ ରାଜା କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ସି, ଆରି ଜାକେ କି କେ ଦେକି ନାପାରତ୍, ସେ ଆକା ଗଟେକ୍ ପର୍ମେସର୍ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ସନ୍ମାନ୍ ପାଅ । ଆମେନ୍! (aiōn )
18 ১৮ আমার সন্তান তীমথি, তোমার বিষয়ে পূর্বের সমস্ত ভাববাণী অনুসারে, আমি তোমাকে এই আদেশ দিচ্ছি, যেন তুমি তার গুনে উত্তম যুদ্ধ করতে পার,
୧୮ମର୍ ପଅ ତିମତି, ମୁଇ ତକେ ଏଟା ତିଆର୍ଲିନି, ତମେ କାଇଟା କର୍ସା ବଲି ସୁକଲ୍ଆତ୍ମା କେତେଟା ବବିସତ୍ବକ୍ତାମନ୍କେ ଜାନାଇରଇଲା ଇସାବେ ମୁଇ ଏଟା କଇଲିନି । ସେ ବବିସତ୍ବକ୍ତାମନ୍ କଇଲା ବିସଇ ସୁବ୍କବରର୍ ଦେକାରକା କର୍ବା ଜୁଇଦର୍ କାମେ ତମେ ଜେନ୍ତିକି ସାର୍ଦା ସଙ୍ଗ୍ ମିସ୍ସା, ସେ ବିସଇ କଇଲିନି ।
19 ১৯ যেন বিশ্বাস ও শুদ্ধ বিবেক রক্ষা কর; শুদ্ধ বিবেক পরিত্যাগ করার জন্য কারো কারো বিশ্বাসের নৌকা ভেঙে গেছে।
୧୯ତାର୍ସଙ୍ଗ୍ ସବୁବେଲେ ବିସ୍ବାସ୍ କର୍ବାଟା ଚାଡାନାଇ । ଆରି ଏଟା ସତ୍ ବଲି ନିଜେ ଜାନିରଇବା ବିସଇ କର୍ତେରୁଆ । କେତେକ୍ ଲକ୍ ନିଜର୍ ବିବେକ୍ କଇବାଟାକେ ଦିଆନ୍ ନ ଦେଇକରି କିରିସ୍ଟକେ ବିସ୍ବାସ୍ କର୍ବାଟା ଚାଡିଦେଇଆଚତ୍ ।
20 ২০ তাদের মধ্যে হুমিনায় ও আলেকসান্দরও আছে; আমি তাদেরকে শয়তানের হাতে সমর্পণ করলাম, যাতে তারা উচিত শিক্ষা পায় ও ঈশ্বরের নিন্দা করার সাহস আর না পায়।
୨୦ସେମନର୍ ବିତ୍ରେ ଉମନାୟକେ ଆରି ଆଲେକ୍ଜାଣ୍ଡାର୍କେ ବିନ୍ ବିସ୍ବାସି ମନର୍ଟାନେଅନି ବେଗ୍ଲାଇକରି ସଇତାନ୍କେ ସର୍ପିଦେଲିଆଚି । ଏନ୍ତାରି କଲେ ପର୍ମେସରର୍ ବିରଦେ କାରାପ୍ କାତା କଇବାଟା ସେମନ୍ ଚାଡିଦେବାଇ ବଲି ଆସା କଲିନି ।