< ଜଅନ୍ 18 >
1 ୧ ଜିସୁ ଏ ପାର୍ତନା ସାରାଇକରି ନିଜର୍ ସିସ୍ମନର୍ ସଙ୍ଗ୍ କିଦ୍ରଣ୍ ନାଉଁର୍ ଜଲା ସେପାଟର୍ ଜାଗାଇ ଗାଲା । ତେଇ ଗଟେକ୍ ବାଡ୍ ରଇଲା, ଜିସୁ ଆରି ତାର୍ ସିସ୍ମନ୍ ସେ ବାଡେ ପୁର୍ଲାଇ ।
耶稣说了这话,就同门徒出去,过了汲沦溪。在那里有一个园子,他和门徒进去了。
2 ୨ ଜନ୍ ଜିଉଦା କି ଜିସୁକେ ସତ୍ରୁମନ୍କେ ସର୍ପିଦେଲା, ସେ ମିସା ସେ ଜାଗା ଜାନି ରଇଲା । କାଇକେବଇଲେ ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ସେ ବାଡେ କେତେ ତର୍ ଜାଇରଇଲା ।
卖耶稣的犹大也知道那地方,因为耶稣和门徒屡次上那里去聚集。
3 ୩ ସେଟାର୍ ପାଇ ଜିଉଦା ରମିୟ ସନିଅମନର୍ ଗଟେକ୍ ଦଲ୍, ମୁକିଅ ପୁଜାରିମନ୍ ଆରି ପାରୁସିମନ୍ ପାଟାଇ ରଇବା ମନ୍ଦିର୍ ଜାଗୁଆଲ୍ମନ୍କେ ଦାରି, ସେ ବାଡେ କେଟ୍ଲା । ସେମନ୍ ଆତ୍ଆତିଆର୍, ଲାଁତର୍ ଆରି ଜଇଉମ୍ଲା ଦାରିକରି ତେଇ ଆଇଲାଇ ।
犹大领了一队兵,和祭司长并法利赛人的差役,拿着灯笼、火把、兵器,就来到园里。
4 ୪ ସେବେଲା କାଇ କାଇ ଗଟ୍ନାମନ୍ ଗଟ୍ସି, ସେଟା ସବୁ ଜିସୁ ଜାନିକରି ଆଗ୍ତୁ ଗାଲା ଆରି ସେମନ୍କେ “ତମେ କାକେ କଜ୍ଲାସ୍ନି?” ବଲି ପାଚାର୍ଲା ।
耶稣知道将要临到自己的一切事,就出来对他们说:“你们找谁?”
5 ୫ “ନାଜରିତିୟ ଜିସୁକେ କଜ୍ଲୁନି ।” ସେମନ୍ କଇଲାଇ । “ମୁଇସେ ଜିସୁ ।” ବଲି ସେମନ୍କେ କଇଲା । ବିସ୍ବାସେ ବିସ୍ ଦେଉ ଜିଉଦା ମିସା ସେ ଲକ୍ମନର୍ ସଙ୍ଗ୍ ଟିଆଅଇରଇଲା ।
他们回答说:“找拿撒勒人耶稣。”耶稣说:“我就是!”卖他的犹大也同他们站在那里。
6 ୬ ଜିସୁ ଜେଡେବେଲା “ମୁଇ ଆକା ସେ ଲକ୍ ।” ବଲି ସେମନ୍କେ କଇଲା, ସେ ଲକ୍ମନ୍ ପଚେ ଗୁଚିଜାଇ ତଲେ ଅଦର୍ଲାଇ ।
耶稣一说“我就是”,他们就退后倒在地上。
7 ୭ ଜିସୁ ସେମନ୍କେ ଆରିତରେକ୍ ପାଚାର୍ଲା, “ତମେ କାକେ କଜ୍ଲାସ୍ନି?” ସେମନ୍ କଇଲାଇ, “ଆମେ ନାଜରିତିୟ ଜିସୁକେ କଜ୍ଲୁନି ।”
他又问他们说:“你们找谁?”他们说:“找拿撒勒人耶稣。”
8 ୮ ଜିସୁ କଇଲା, “ମୁଇ ଆକା ସେ ଲକ୍ ବଲି ତମ୍କେ କଇଲି । ତମେ ଜଦି ମକେ କଜ୍ଲାସ୍ନି ବଇଲେ ଏ ଲକ୍ମନ୍କେ ଚାଡିଦିଆସ୍ ।”
耶稣说:“我已经告诉你们,我就是。你们若找我,就让这些人去吧。”
9 ୯ ଜେନ୍ତିକି ସେ ଆଗ୍ତୁ କଇରଇଲା ବାକିଅ ସିଦ୍ ଅଇସି, ବାବା ତମେ ମକେ ଜନ୍ ଲକ୍ମନ୍କେ ଦେଇଆଚାସ୍, ସେମନର୍ ବିତ୍ରେଅନି ଗଟେକ୍ ଲକ୍କେ ମିସା ଆଜାଇ ନାଇ ।
这要应验耶稣从前的话,说:“你所赐给我的人,我没有失落一个。”
10 ୧୦ ସିମନ୍ ପିତରର୍ ଆତେ ଗଟେକ୍ କାଣ୍ଡା ରଇଲା । ସେ କାଣ୍ଡା ବାର୍କରାଇ ବଡ୍ ପୁଜାରିର୍ ଗତିଦାଙ୍ଗ୍ଡାର୍ ଉଜା କାନ୍ ଚିଡ୍ତେ ମାର୍ଲା । ସେ ଗତିଦାଙ୍ଗ୍ଡାର୍ ନାଉଁ ମାଲକ୍ ।
西门·彼得带着一把刀,就拔出来,将大祭司的仆人砍了一刀,削掉他的右耳;那仆人名叫马勒古。
11 ୧୧ ମାତର୍ ଜିସୁ ପିତର୍କେ କଇଲା, “ତର୍ କାଣ୍ଡା ଜାଗ୍ରତ୍ କରି କଲ୍ ବିତ୍ରେ ପୁରାଇ ସଙ୍ଗଇ ଦେସ୍ । ମର୍ ବାବା ପର୍ମେସର୍ ମକେ ଜନ୍ ଦୁକ୍କସ୍ଟ ପାଇବାକେ ପାଟାଇ ଆଚେ, ସେଟା ମୁଇ ନ ପାଇ କି?”
耶稣就对彼得说:“收刀入鞘吧,我父所给我的那杯,我岂可不喝呢?”
12 ୧୨ ତାର୍ ପଚେ ରମିୟ ସନିଅମନ୍, ସନିଅ ମନର୍ ମୁକିଅ ନେତାମନ୍ ଆରି ମନ୍ଦିର୍ ଜାଗୁଆଲ୍ମନ୍ ଜିସୁକେ ଦାରି ବାନ୍ଦ୍ଲାଇ ।
那队兵和千夫长,并犹太人的差役就拿住耶稣,把他捆绑了,
13 ୧୩ ଆରି ତାକେ ବାନ୍ଦିକରି ପର୍ତୁମ୍ କାୟାପାର୍ ସାତ୍ରା ଆନାର୍ ଲଗେ ନେଲାଇ । କାଇକେ ବଇଲେ ଆନା ସେ ବରସର୍ ବଡ୍ ପୁଜାରି ରଇଲା ।
先带到亚那面前,因为亚那是本年作大祭司该亚法的岳父。
14 ୧୪ ଏ କାୟାପାସେ ଆଗ୍ତୁ ଜିଉଦି ନେତାମନ୍କେ, ସବୁ ଲକର୍ ପାଇ ଗଟେକ୍ ଲକ୍ ମର୍ବାଟା ଗଟେକ୍ ମଙ୍ଗଲର୍ ବିସଇ ବଲି କଇରଇଲା ।
这该亚法就是从前向犹太人发议论说“一个人替百姓死是有益的”那位。
15 ୧୫ ସିମନ୍ ପିତର୍ ଆରି ଗଟେକ୍ ବିନ୍ ସିସ୍ ଜିସୁର୍ ପଚେ ପଚେ ଜାଇତେ ରଇଲାଇ । ବିନ୍ ସିସ୍ ବଡ୍ ପୁଜାରିକେ ଜାନି ରଇଲା । ସେଟାର୍ପାଇ ଜିସୁର୍ ସଙ୍ଗ୍ ବଡ୍ ପୁଜାରିର୍ ଡାଣ୍ଡେ ପୁର୍ଲା ।
西门·彼得跟着耶稣,还有一个门徒跟着。那门徒是大祭司所认识的,他就同耶稣进了大祭司的院子。
16 ୧୬ ମାତର୍ ପିତର୍ ବାଇରର୍ ଡିଆଗଡିଲଗେ ଟିଆଅଇ ରଇଲା । ବଡ୍ ପୁଜାରିକେ ଜାନିରଇଲା ସିସ୍ ଡାଣ୍ଡେ ବାଉଡି ଆସି ଡାଣ୍ଡର୍ ଡିଆଗଡି ଲଗେ ଜାଗିରଇଲା । ଗତିଦାଙ୍ଗ୍ଡିକେ କଇକରି ପିତର୍କେ ବିତ୍ରେ ଡାକିନେଲା ।
彼得却站在门外。大祭司所认识的那个门徒出来,和看门的使女说了一声,就领彼得进去。
17 ୧୭ ସେ ଡିଆଗଡି ଜାଗି ରଇଲା ଗତିଦାଙ୍ଗ୍ଡି ସେବେଲା ପିତର୍କେ ପାଚାର୍ଲା, “ତୁଇ ମିସା ଏ ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ନଉଁସ୍ କି?” ପିତର୍ କଇଲା “ମୁଇ ତାର୍ ଲକ୍ ନଇ ।”
那看门的使女对彼得说:“你不也是这人的门徒吗?”他说:“我不是。”
18 ୧୮ ସିତ୍ କଲାଜେ ଗତିଦାଙ୍ଗ୍ଡାମନ୍ ଆରି ଜାଗୁଆଲ୍ମନ୍ ଜଇଲାଗାଇକରି ଚାରିବେଡ୍ତି ଟିଆଅଇ ଜଇ ଚେକ୍ତେ ରଇଲାଇ । ପିତର୍ ମିସା ସେମନର୍ ସଙ୍ଗ୍ ଟିଆଅଇକରି ଜଇଚେକ୍ତେ ରଇଲା ।
仆人和差役因为天冷,就生了炭火,站在那里烤火;彼得也同他们站着烤火。
19 ୧୯ ଏତ୍କି ବିତ୍ରେ ବଡ୍ ପୁଜାରି ଜିସୁର୍ ସିସ୍ମନର୍ ବିସଇ ଆରି ଜିସୁ ସିକାଇଦେଲା ବିସଇ ସେମନ୍କେ ପାଚାର୍ବାର୍ଦାର୍ଲା ।
大祭司就以耶稣的门徒和他的教训盘问他。
20 ୨୦ ଜିସୁ ସେମନ୍କେ କଇଲା, “ମୁଇ ସବୁବେଲେ ଲକ୍ମନର୍ ଜାନ୍ତେ ସିକାଇତେ ରଇଲି । ଆରି ଜିଉଦି ଲକ୍ମନର୍ ଉପାସନା ଗରେ ଆରି ମନ୍ଦିର୍ତେଇ ସବୁ ଜିଉଦି ଲକ୍ମନ୍ ରୁଣ୍ଡିରଇଲା ବେଲେ ସେମନ୍କେ ସିକାଇଲିଆଚି । କାଇଟାମିସା ଲୁଚ୍ତେ କଇନାଇ ।
耶稣回答说:“我从来是明明地对世人说话。我常在会堂和殿里,就是犹太人聚集的地方教训人;我在暗地里并没有说什么。
21 ୨୧ ଏନ୍ତି ବଇଲେ କାଇକେ ମକେ ପାଚାର୍ଲୁସ୍ନି? ଜନ୍ ଲକ୍ମନ୍ ମୁଇ କଇଲା କାତା ସୁନିଆଚତ୍, ସେ ଲକ୍ମନ୍କେ ପାଚାର୍ । ମୁଇ ଜାଇଜାଇଟା କଇଲିଆଚି, ସେଟା ସେମନ୍ ଜାନିଆଚତ୍ ।”
你为什么问我呢?可以问那听见的人,我对他们说的是什么;我所说的,他们都知道。”
22 ୨୨ ଜିସୁ ଏ କାତା କଇବା ବେଲେ ଜିସୁର୍ ଲଗେ ଟିଆଅଇରଇଲା ଜାଗୁଆଲ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ଜିସୁକେ ଗଟେକ୍ ଚାପ୍ଡା ମାରି କଇଲା, “ତୁଇ ବଡ୍ ପୁଜାରିକେ ଏନ୍ତାରି କାତା ଅଇଲୁସ୍ନି?”
耶稣说了这话,旁边站着的一个差役用手掌打他,说:“你这样回答大祭司吗?”
23 ୨୩ ଜିସୁ ତାକେ କଇଲା “ମୁଇ ଜଦି ବୁଲ୍ କାତା କଇରଇଲେ, ସବୁର୍ ମୁଆଟେ ମର୍ ବୁଲ୍ ଦେକାଆ, ମୁଇ ସତ୍କାତା କଇଲିନି ବଇଲେ, ମକେ କାଇକେ ମାର୍ଲୁସ୍ନି?”
耶稣说:“我若说的不是,你可以指证那不是;我若说的是,你为什么打我呢?”
24 ୨୪ ତାର୍ପଚେ ଆନାନ୍ ଜିସୁକେ ବାନ୍ଦ୍ନେସେ ବଡ୍ ପୁଜାରି କାୟାପାର୍ ଲଗେ ପାଟାଇଦେଲା ।
亚那就把耶稣解到大祭司该亚法那里,仍是捆着解去的。
25 ୨୫ ସିମନ୍ ପିତର୍ ଟିଆଅଇ ଜଇଚେକ୍ବା ବେଲେ ବିନ୍ ଲକ୍ମନ୍ ତାକେ ପାଚାର୍ଲାଇ, “ତୁଇ ମିସା ଏ ଲକର୍ ସିସ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ନଉଁସ୍ କି?” ମାତର୍ ପିତର୍ କଇଲା, “ନାଇ ମୁଇ ତାର୍ ସିସ୍ ନଇ ।”
西门·彼得正站着烤火,有人对他说:“你不也是他的门徒吗?”彼得不承认,说:“我不是。”
26 ୨୬ ବଡ୍ ପୁଜାରିର୍ ଗତିଦାଙ୍ଗ୍ଡାମନର୍ ବିତ୍ରେଅନି ଗଟେକ୍ ଲକ୍ ଜାକେ କି ପିତର୍ କାନ୍ କାଟିପାକାଇରଇଲା, ସେ ଡାଟ୍ ସଙ୍ଗ୍ କଇଲା, “ସେ ବାଡେ ମୁଇ ତକେ ତାର୍ ସଙ୍ଗ୍ ରଇଲାଟା ଦେକି ରଇଲି ।”
有大祭司的一个仆人,是彼得削掉耳朵那人的亲属,说:“我不是看见你同他在园子里吗?”
27 ୨୭ ପିତର୍ ଆରି ତରେକ୍ କଇଲା “ନାଇ ମୁଇ ତାକେ ମୁଲ୍କେ ନାଜାନି ।” ସମାନ୍ ସେଡ୍କି ଦାପ୍ରେ କୁକ୍ଡା ଡାକ୍ଲା ।
彼得又不承认。立时鸡就叫了。
28 ୨୮ ତାର୍ ପଚେ ଜିସୁକେ କାୟାପାର୍ ଗରେଅନି ରମିୟ ସର୍କାର୍ ପିଲାତର୍ତେଇ ଦାରିଗାଲାଇ । ସେଟା କୁକ୍ଡା ଡାକେ ଅଇରଇଲା । ଆରି ଜିସୁକେ ନିନ୍ଦା କର୍ବା ଲକ୍ମନ୍ ନିଜ୍କେ ଅସୁକଲ୍ ଅଇବାର୍ ଅଇସି ବଲିକରି ବିତ୍ରେ ଜାଅତ୍ନାଇ । କାଇକେ ବଇଲେ ନିସ୍ତାର୍ ପରବର୍ ବଜିର୍ ପାଇ ବଲି ସେମନ୍ ଅସୁକଲ୍ ଅଇବାକେ ମନ୍ ନ କର୍ତେରଇଲାଇ ।
众人将耶稣从该亚法那里往衙门内解去,那时天还早。他们自己却不进衙门,恐怕染了污秽,不能吃逾越节的筵席。
29 ୨୯ ତେବେ ରମିୟ ସର୍କାର୍ ପିଲାତ୍, ବାଇରେ ଆସିପାଚାର୍ଲା, “ଏ ଲକର୍ ବିରୁଦେ ତମର୍ କାଇ ଦାବି ଆନିଆଚାସ୍?”
彼拉多就出来,到他们那里,说:“你们告这人是为什么事呢?”
30 ୩୦ ସେ ଲକ୍ମନ୍ ପିଲାତ୍କେ କଇଲାଇ, “ଏ ଲକ୍ ଜଦି ବୁଲ୍ କାମ୍ କରି ନ ରଇଲେ, ଆମେ ତମର୍ ଲଗେ ନ ଆନ୍ତୁ ।”
他们回答说:“这人若不是作恶的,我们就不把他交给你。”
31 ୩୧ ସେଡ୍କି ବେଲା ପିଲାତ୍ ସେମନ୍କେ କଇଲା, “ତମେ ତାକେ ଦାରିଜାଇକରି ତମର୍ ନିୟମ୍ ଇସାବେ ବିଚାର୍ କରା ।” ଜିଉଦି ନେତାମନ୍ କଇଲାଇ, “ଗଟେକ୍ ଲକ୍କେ ମରନ୍ ଡଣ୍ଡ୍ ଦେବାଟା ରମିୟ ସର୍କାର୍କେ ସେ ଆଚେ । ଜିଉଦି ଲକ୍ମନ୍ କାକେମିସା ମରନ୍ ଡଣ୍ଡ୍ ଦେବାକେ ଆମର୍ ଅଦିକାର୍ ନାଇ ।”
彼拉多说:“你们自己带他去,按着你们的律法审问他吧。”犹太人说:“我们没有杀人的权柄。”
32 ୩୨ ଜିସୁ କେନ୍ତାରି ଅଇ ମର୍ବାକେ ଗାଲାନି ସେ ବିସଇ ନେଇକରି ଜନ୍ କାତା କଇରଇଲା ସେ କାତା ସିଦ୍ଅଇବାକେ ଏନ୍ତି ଅଇଲା ।
这要应验耶稣所说自己将要怎样死的话了。
33 ୩୩ ପିଲାତ୍ ଆରି ତରେକ୍ ମେଡ୍ ବିତ୍ରେ ବାଉଡି ଜାଇକରି, ଜିସୁକେ ଡାକି ପାଚାର୍ଲା, “ତୁଇ କାଇ ଜିଉଦି ମନର୍ ରାଜା କି?”
彼拉多又进了衙门,叫耶稣来,对他说:“你是犹太人的王吗?”
34 ୩୪ ଜିସୁ ତାକେ କଇଲା, “ତୁଇ କାଇ ଏଟା ନିଜର୍ଟାନେଅନିସେ କଇଲୁସ୍ନି, କି ବିନ୍ ଲକ୍ମନ୍ ତକେ କଇଲାଜେ କଇଲୁସ୍ନି?”
耶稣回答说:“这话是你自己说的,还是别人论我对你说的呢?”
35 ୩୫ ପିଲାତ୍ ପର୍ସନ୍ କଲା, “ମୁଇ ଗଟେକ୍ ଜିଉଦି ଲକ୍ ବଲି ବାବ୍ଲୁସ୍ନି କି? ତର୍ ନିଜର୍ ଲକ୍ମନ୍ ଆରି ମୁକିଅ ପୁଜାରିମନ୍ ତକେ ମର୍ଟାନେ ସର୍ପି ଦେଇ ଆଚତ୍ । ତୁଇ କାଇ ବୁଲ୍ କରିଆଚୁସ୍?”
彼拉多说:“我岂是犹太人呢?你本国的人和祭司长把你交给我。你做了什么事呢?”
36 ୩୬ ଜିସୁ କଇଲା “ମର୍ ରାଇଜ୍ ଏ ଦୁନିଆର୍ ରାଇଜ୍ପାରା ନଏଁ । ଜଦି ମର୍ ରାଇଜ୍ ଏ ଦୁନିଆର୍ ରାଇଜ୍ ପାରା ଅଇତା, ସେନ୍ତାର୍ଆଲେ ମର୍ ସିସ୍ମନ୍ ମର୍ବାଟେ ଅଇ ଜୁଇଦ୍ କର୍ତାଇ । ଆରି ମକେ ଜିଉଦି ନେତାମନର୍ ଟାନେ ସର୍ପି ନ ଦେଇତାଇ । ମାତର୍ ମର୍ ରାଇଜ୍ ଏ ଦୁନିଆର୍ ରାଇଜ୍ପାରା ନଏଁ ।”
耶稣回答说:“我的国不属这世界;我的国若属这世界,我的臣仆必要争战,使我不至于被交给犹太人。只是我的国不属这世界。”
37 ୩୭ ସେବେଲେ ପିଲାତ୍ ତାକେ ପାଚାର୍ଲା, “ଏନ୍ତି ବଇଲେ ତୁଇ କାଇ ଗଟେକ୍ ରାଜା ନଉଁସ୍ କି?” ଜିସୁ କଇଲା, “ତୁଇସେ ମକେ ରାଜା ବଲି କଇଲୁସ୍ନି । ମୁଇ ସତ୍ ବାଟେ ସାକି ଦେବାକେ ଆକା ଜନମ୍ କରି, ଏ ଦୁନିଆଇ ଆସିଆଚି । ଜନ୍ଲକ୍ମନ୍ ସତ୍ କଜ୍ଲାଇନି, ସେମନ୍ସେ ମର୍ କାତା ସୁନ୍ବାଇ ।”
彼拉多就对他说:“这样,你是王吗?”耶稣回答说:“你说我是王。我为此而生,也为此来到世间,特为给真理作见证。凡属真理的人就听我的话。”
38 ୩୮ ପିଲାତ୍ ଜିସୁକେ କଇଲା “ଏନ୍ତି ବଇଲେ ସତ୍ ବିସଇ କାଇଟା?” ପଚେ ସେ ଡାଣ୍ଡେ ବାରଇ କରି ଜିଉଦି ନେତାମନ୍କେ କଇଲା, “ଏ ଲକର୍ଟାନେ ଡଣ୍ଡ୍ ଦେବା ଏତ୍କି କାଇ ଦସ୍ ଦେକିନାଇ ।
彼拉多说:“真理是什么呢?” 说了这话,又出来到犹太人那里,对他们说:“我查不出他有什么罪来。
39 ୩୯ “ତମର୍ ରିତିନିତି ଇସାବେ ନିସ୍ତାର୍ ପରବ୍ ବେଲେ ଗଟେକ୍ ବନ୍ଦି ଲକ୍କେ, ମୁଇ ମୁକ୍ଲାଇବାର୍ ଆଚେ । ତେବର୍ ପାଇ ତମର୍ ଜିଉଦିମନର୍ ରାଜା ଜିସୁକେ ମୁଇ ମୁକ୍ଲାଇ ଦେବି । ଏଟା ତମେ ମନ୍କଲାସ୍ନି କି?”
但你们有个规矩,在逾越节要我给你们释放一个人,你们要我给你们释放犹太人的王吗?”
40 ୪୦ ମାତର୍ ଲକ୍ମନ୍ ଆଉଲିଅଇକରି କଇଲାଇ, “ନାଇ ଏ ଲକ୍କେ ନାଇ, ମାତର୍ ବାର୍ବାକେ ମୁକ୍ଲାଇ ଦିଆସ୍ ।” ଏ ବାରବ୍ବା ଗଟେକ୍ ଡାକୁ ଲକ୍ ରଇଲା ।
他们又喊着说:“不要这人,要巴拉巴!”这巴拉巴是个强盗。