< ଲୁକ୍ 19 >
1 ୧ ଜିସୁ ଆରି ତାର୍ ସିସ୍ମନ୍ ଜିରିଅ ବାଟେ ଜାଇତେ ରଇଲାଇ ।
ಯದಾ ಯೀಶು ರ್ಯಿರೀಹೋಪುರಂ ಪ್ರವಿಶ್ಯ ತನ್ಮಧ್ಯೇನ ಗಚ್ಛಂಸ್ತದಾ
2 ୨ ତେଇ ଜକିୟ ନାଉଁର୍ ଗଟେକ୍ ମୁକିଅ ସିସ୍ତୁମାଙ୍ଗୁ ରଇଲା । ସେ ବେସି ସାଉକାର୍ ରଇଲା ।
ಸಕ್ಕೇಯನಾಮಾ ಕರಸಞ್ಚಾಯಿನಾಂ ಪ್ರಧಾನೋ ಧನವಾನೇಕೋ
3 ୩ ଜିସୁ କେନ୍ତାର୍ ଲକ୍ ବଲି ଦେକ୍ବାକେ ଜକିୟ ମନ୍ କର୍ତେ ରଇଲା । ମାତର୍ ଜିସୁର୍ ସଙ୍ଗ୍ ବେସି ଲକ୍ମନ୍ ଜାଇତେ ରଇଲାଇକେ ତାକେ ଦେକିନାପାର୍ତେ ରଇଲା । କାଇକେବଇଲେ ସେ ବୁଟି ରଇଲା ।
ಯೀಶುಃ ಕೀದೃಗಿತಿ ದ್ರಷ್ಟುಂ ಚೇಷ್ಟಿತವಾನ್ ಕಿನ್ತು ಖರ್ವ್ವತ್ವಾಲ್ಲೋಕಸಂಘಮಧ್ಯೇ ತದ್ದರ್ಶನಮಪ್ರಾಪ್ಯ
4 ୪ ସେଟାର୍ ପାଇ ସେ, ଲକ୍ମନର୍ ଆଗ୍ତୁ ପାଲାଇ ଜାଇ ଜିସୁକେ ଦେକ୍ବାକେ ଗଟେକ୍ ଡୁମ୍ରି ଗଚେ ଚଗ୍ଲା । କାଇକେ ବଇଲେ ଜିସୁ ସେ ବାଟ୍ଦେଇ ଜିବାର୍ ରଇଲା ।
ಯೇನ ಪಥಾ ಸ ಯಾಸ್ಯತಿ ತತ್ಪಥೇಽಗ್ರೇ ಧಾವಿತ್ವಾ ತಂ ದ್ರಷ್ಟುಮ್ ಉಡುಮ್ಬರತರುಮಾರುರೋಹ|
5 ୫ ଜିସୁ ସେ ଜାଗାଇ କେଟି ଉପ୍ରେ ଦେକିକରି ଜକିୟକେ କଇଲା, “ଜକିୟ ବିଗି ଉତ୍ରି ଆଉ, ଆଜି ମୁଇ ତମର୍ ଗରେ ରଇବି ।”
ಪಶ್ಚಾದ್ ಯೀಶುಸ್ತತ್ಸ್ಥಾನಮ್ ಇತ್ವಾ ಊರ್ದ್ಧ್ವಂ ವಿಲೋಕ್ಯ ತಂ ದೃಷ್ಟ್ವಾವಾದೀತ್, ಹೇ ಸಕ್ಕೇಯ ತ್ವಂ ಶೀಘ್ರಮವರೋಹ ಮಯಾದ್ಯ ತ್ವದ್ಗೇಹೇ ವಸ್ತವ್ಯಂ|
6 ୬ ତାର୍ ପଚେ ଜକିୟ ଦାପ୍ରେ ଉତ୍ରି ଆସି ବେସି ସାର୍ଦାଅଇ ଜିସୁକେ ତାର୍ ଗରେ ଡାକିନେଲା ।
ತತಃ ಸ ಶೀಘ್ರಮವರುಹ್ಯ ಸಾಹ್ಲಾದಂ ತಂ ಜಗ್ರಾಹ|
7 ୭ ସେଟା ଦେକି ତେଇ ରଇଲା ଲକ୍ମନ୍ ଜିସୁ ଗଟେକ୍ ପାପି ଲକର୍ ଗରେ କାଇବାକେ ଗାଲାନି ବଲି ଗୁର୍ମୁରି ଜାଇତେରଇଲାଇ ।
ತದ್ ದೃಷ್ಟ್ವಾ ಸರ್ವ್ವೇ ವಿವದಮಾನಾ ವಕ್ತುಮಾರೇಭಿರೇ, ಸೋತಿಥಿತ್ವೇನ ದುಷ್ಟಲೋಕಗೃಹಂ ಗಚ್ಛತಿ|
8 ୮ ଜକିୟ ଟିଆଅଇ ଜିସୁକେ କଇଲା, “ଏ ମାପ୍ରୁ, ସୁନା! ମର୍ ସଁପତିଅନି ଅଦାବାଗ୍ ଗରିବ୍ ଲକ୍ମନ୍କେ ଦାନ୍ କରିଦେବି । ଆରି ସିସ୍ତୁ ମାଙ୍ଗ୍ବା ବେଲାଇ କାର୍ଟା ଅନିଆଇକରି ଆନି ରଇଲାଟା ମୁଇ ଚାର୍ଗୁନ୍ ଅଦିକ୍ ବାଉଡାଇ ଦେବି ।”
ಕಿನ್ತು ಸಕ್ಕೇಯೋ ದಣ್ಡಾಯಮಾನೋ ವಕ್ತುಮಾರೇಭೇ, ಹೇ ಪ್ರಭೋ ಪಶ್ಯ ಮಮ ಯಾ ಸಮ್ಪತ್ತಿರಸ್ತಿ ತದರ್ದ್ಧಂ ದರಿದ್ರೇಭ್ಯೋ ದದೇ, ಅಪರಮ್ ಅನ್ಯಾಯಂ ಕೃತ್ವಾ ಕಸ್ಮಾದಪಿ ಯದಿ ಕದಾಪಿ ಕಿಞ್ಚಿತ್ ಮಯಾ ಗೃಹೀತಂ ತರ್ಹಿ ತಚ್ಚತುರ್ಗುಣಂ ದದಾಮಿ|
9 ୯ ଜିସୁ ଜକିୟକେ କଇଲା, “ଆଜି ଏ ଗରେ ମୁକ୍ତି ମିଲ୍ଲା । କାଇକେବଇଲେ ଏ ମିସା ଗଟେକ୍ ଅବ୍ରାଆମର୍ ନାତିତିତି ।
ತದಾ ಯೀಶುಸ್ತಮುಕ್ತವಾನ್ ಅಯಮಪಿ ಇಬ್ರಾಹೀಮಃ ಸನ್ತಾನೋಽತಃ ಕಾರಣಾದ್ ಅದ್ಯಾಸ್ಯ ಗೃಹೇ ತ್ರಾಣಮುಪಸ್ಥಿತಂ|
10 ୧୦ ପର୍ମେସର୍ ଟାନେଅନି ଆସିରଇବା ନର୍ପିଲା ମୁଇ ପାପେ ରଇଲା ଲକ୍ମନ୍କେ ସେମନର୍ ପାପେଅନି ରକିଆ କର୍ବାକେ ଆସିଆଚି ।”
ಯದ್ ಹಾರಿತಂ ತತ್ ಮೃಗಯಿತುಂ ರಕ್ಷಿತುಞ್ಚ ಮನುಷ್ಯಪುತ್ರ ಆಗತವಾನ್|
11 ୧୧ ସେମନ୍ ଜିରୁସାଲାମ୍ ଲଗେ ଆଇଲା ବେଲାଇ ଜିସୁର୍ ସଙ୍ଗ୍ ଜିବା ଲକ୍ମନ୍ ତାର୍ କଇବା ସବୁ କାତା ସୁନ୍ତେ ରଇଲାଇ । କାଇକେବଇଲେ ତାର୍ କାତା ସୁନ୍ଲା ଲକ୍ମନ୍ ପର୍ମେସରର୍ ରାଇଜର୍ ସାସନ୍ ଦାପ୍ରେ ଅଇସି ବଲି ବାବ୍ତେ ରଇଲାଇ ।
ಅಥ ಸ ಯಿರೂಶಾಲಮಃ ಸಮೀಪ ಉಪಾತಿಷ್ಠದ್ ಈಶ್ವರರಾಜತ್ವಸ್ಯಾನುಷ್ಠಾನಂ ತದೈವ ಭವಿಷ್ಯತೀತಿ ಲೋಕೈರನ್ವಭೂಯತ, ತಸ್ಮಾತ್ ಸ ಶ್ರೋತೃಭ್ಯಃ ಪುನರ್ದೃಷ್ಟಾನ್ತಕಥಾಮ್ ಉತ್ಥಾಪ್ಯ ಕಥಯಾಮಾಸ|
12 ୧୨ ସେଟାର୍ପାଇ ସେ ଏ କାତାନି କଇଲା, ଗଟେକ୍ ବଡ୍ ଗରେ ଜନମ୍ ଅଇଲା ଲକ୍ ଦୁର୍ ଦେସେ ଜିବାକେ ତିଆର୍ ଅଇଲା । କାଇକେ ବଇଲେ ତେଇ ତାକେ ରାଜା କରାଇବାଇ । ସମାନ୍ ବେଲାଇ ତାର୍ ଦେସେ ସେ ବାଉଡି ଆଇସି ।
ಕೋಪಿ ಮಹಾಲ್ಲೋಕೋ ನಿಜಾರ್ಥಂ ರಾಜತ್ವಪದಂ ಗೃಹೀತ್ವಾ ಪುನರಾಗನ್ತುಂ ದೂರದೇಶಂ ಜಗಾಮ|
13 ୧୩ ତାର୍ ଆଗ୍ତୁ ସେ ତାର୍ ଦସ୍ଟା ଦାଙ୍ଗ୍ଡାମନ୍କେ ଡାକି, ଗଟେକ୍ ଗଟେକ୍ ଲକ୍କେ ଗଟେକ୍ ଗଟେକ୍ ସୁନାର୍ ଡାବୁ ଦେଇ କରି କଇଲା, “ମୁଇ ବାଉଡି ଆଇବାଜାକ ଏ ଡାବୁ ବେବାର୍ କରି ବୁତେକ୍ କରି ରୁଆ ।”
ಯಾತ್ರಾಕಾಲೇ ನಿಜಾನ್ ದಶದಾಸಾನ್ ಆಹೂಯ ದಶಸ್ವರ್ಣಮುದ್ರಾ ದತ್ತ್ವಾ ಮಮಾಗಮನಪರ್ಯ್ಯನ್ತಂ ವಾಣಿಜ್ಯಂ ಕುರುತೇತ್ಯಾದಿದೇಶ|
14 ୧୪ ମାତର୍ ତାର୍ ଦେସର୍ ଲକ୍ମନ୍ ତାକେ ଇନ୍ କର୍ତେରଇଲାଇ । ଆରି ସାସନ୍ କର୍ବା ଲକ୍ମନର୍ ଲଗେ କବର୍ କଇ ପାଟାଇଲାଇ, “ଏ ଲକ୍ ଆମ୍କେ ସାସନ୍ କର ବଲି ଆମେ ମନ୍ କରୁନାଇ ।”
ಕಿನ್ತು ತಸ್ಯ ಪ್ರಜಾಸ್ತಮವಜ್ಞಾಯ ಮನುಷ್ಯಮೇನಮ್ ಅಸ್ಮಾಕಮುಪರಿ ರಾಜತ್ವಂ ನ ಕಾರಯಿವ್ಯಾಮ ಇಮಾಂ ವಾರ್ತ್ತಾಂ ತನ್ನಿಕಟೇ ಪ್ರೇರಯಾಮಾಸುಃ|
15 ୧୫ ଏନ୍ତି ବଲି କଇଲେ ମିସା, ସେ ରାଜାଅଇ ଗରେ ବାଉଡି ଆଇଲା । ଆରି ସେ କାକେ କାକେ ସୁନାର୍ ଡାବୁ ଦେଇ ରଇଲା, ସେମନ୍ କେତେକ୍ ଲାକା ଲାବ୍ କଲାଇ ଆଚତ୍ ବଲି ଜାନ୍ବାକେ ଡାକାଇ ପାଟାଇଲା ।
ಅಥ ಸ ರಾಜತ್ವಪದಂ ಪ್ರಾಪ್ಯಾಗತವಾನ್ ಏಕೈಕೋ ಜನೋ ಬಾಣಿಜ್ಯೇನ ಕಿಂ ಲಬ್ಧವಾನ್ ಇತಿ ಜ್ಞಾತುಂ ಯೇಷು ದಾಸೇಷು ಮುದ್ರಾ ಅರ್ಪಯತ್ ತಾನ್ ಆಹೂಯಾನೇತುಮ್ ಆದಿದೇಶ|
16 ୧୬ ତେଇ ପର୍ତୁମର୍ ଲକ୍ ଆସି କଇଲା, “ଏ ଆଗିଆଁ, ତମେ ଦେଲା ଗଟେକ୍ ସୁନାର୍ ଡାବୁ ନେଇ ଆରି ଦସ୍ଟା କଲିଆଚି ।”
ತದಾ ಪ್ರಥಮ ಆಗತ್ಯ ಕಥಿತವಾನ್, ಹೇ ಪ್ರಭೋ ತವ ತಯೈಕಯಾ ಮುದ್ರಯಾ ದಶಮುದ್ರಾ ಲಬ್ಧಾಃ|
17 ୧୭ ସେ ରାଜା ସାର୍ଦା ଅଇ ତାକେ କଇଲା “ତୁଇ ନିକ ଦାଙ୍ଗ୍ଡା, ଅଲପ୍ ବିସଇ ଦାଇତ୍ ନେଇ କାମ୍ କଲୁସ୍ । ସେଟାର୍ପାଇ ମୁଇ ତକେ ଦସ୍ଟା ଗଡ୍ ଉପ୍ରେ ସାସନ୍ କର୍ବାକେ ସର୍ପି ଦେଲିନି ।”
ತತಃ ಸ ಉವಾಚ ತ್ವಮುತ್ತಮೋ ದಾಸಃ ಸ್ವಲ್ಪೇನ ವಿಶ್ವಾಸ್ಯೋ ಜಾತ ಇತಃ ಕಾರಣಾತ್ ತ್ವಂ ದಶನಗರಾಣಾಮ್ ಅಧಿಪೋ ಭವ|
18 ୧୮ ଆରି ଗଟେକ୍ ଲକ୍ ଆସି କଇଲା, “ଆଗିଆଁ, ତୁଇ ଦେଇରଇଲା ସୁନାର୍ ଡାବୁ ନେଇ ଆରି ପାଁଚ୍ଟା ଲାବ୍ କଲିଆଚି ।”
ದ್ವಿತೀಯ ಆಗತ್ಯ ಕಥಿತವಾನ್, ಹೇ ಪ್ರಭೋ ತವೈಕಯಾ ಮುದ್ರಯಾ ಪಞ್ಚಮುದ್ರಾ ಲಬ್ಧಾಃ|
19 ୧୯ ସେ ରାଜା ତାକେ ମିସା କଇଲା “ତକେ ସାସନ୍ କର୍ବାକେ ପାଁଚ୍ଟା ଗଡ୍ ସର୍ପିଦେଲିନି ।”
ತತಃ ಸ ಉವಾಚ, ತ್ವಂ ಪಞ್ಚಾನಾಂ ನಗರಾಣಾಮಧಿಪತಿ ರ್ಭವ|
20 ୨୦ ମାତର୍ ଆରି ଗଟେକ୍ ଦାଙ୍ଗ୍ଡା ରାଜାର୍ ଲଗେ ଆସି କଇଲା, “ଏ ଆଗିଆଁ, ତମେ ଦେଇରଇଲା ସୁନାର୍ ଡାବୁ ଏଦେ ଦେକା, ଗଟେକ୍ ଗର୍ଣ୍ଡାଇ ଗୁଡିଆ ବାନ୍ଦି ସଙ୍ଗଇ ଦେଇରଇଲି ।
ತತೋನ್ಯ ಆಗತ್ಯ ಕಥಯಾಮಾಸ, ಹೇ ಪ್ರಭೋ ಪಶ್ಯ ತವ ಯಾ ಮುದ್ರಾ ಅಹಂ ವಸ್ತ್ರೇ ಬದ್ಧ್ವಾಸ್ಥಾಪಯಂ ಸೇಯಂ|
21 ୨୧ ତୁଇ ସାସନ୍ କର୍ବା ଲକ୍ ବଲି ଡରିକରି ମୁଇ ସେଟା ନେଇ ବେବାର୍ କରିନାଇ । କାଇକେବଇଲେ ଜାକେ ଦେଇ ନ ରଉସ୍ ତାର୍ତେଇଅନି ମାଙ୍ଗିନେଇସୁ । ଆରି ଜନ୍ତି ବୁନି ନ ରଉସ୍ ତେଇଅନି କାଟି ନେଇସୁ ।”
ತ್ವಂ ಕೃಪಣೋ ಯನ್ನಾಸ್ಥಾಪಯಸ್ತದಪಿ ಗೃಹ್ಲಾಸಿ, ಯನ್ನಾವಪಸ್ತದೇವ ಚ ಛಿನತ್ಸಿ ತತೋಹಂ ತ್ವತ್ತೋ ಭೀತಃ|
22 ୨୨ ସେ ରାଜା ରିସାଅଇ କଇଲା, “ଅଇରେ ଦାଙ୍ଗ୍ଡା, ତର୍ କାତା ଇସାବେ ଆକା ତକେ ବିଚାର୍ କର୍ବି । ମୁଇ ଲକ୍ମନ୍ ଜନ୍ଟା ଦେଇ ନ ରଇ ସେଟା ମାଗିନେବି, ଆରି ଜନ୍ତେଇ ବୁନି ନ ରଇ ତେଇଅନି କାଟ୍ବି, ସେଟା ଜାନିରଇଲୁସ୍ ।
ತದಾ ಸ ಜಗಾದ, ರೇ ದುಷ್ಟದಾಸ ತವ ವಾಕ್ಯೇನ ತ್ವಾಂ ದೋಷಿಣಂ ಕರಿಷ್ಯಾಮಿ, ಯದಹಂ ನಾಸ್ಥಾಪಯಂ ತದೇವ ಗೃಹ್ಲಾಮಿ, ಯದಹಂ ನಾವಪಞ್ಚ ತದೇವ ಛಿನದ್ಮಿ, ಏತಾದೃಶಃ ಕೃಪಣೋಹಮಿತಿ ಯದಿ ತ್ವಂ ಜಾನಾಸಿ,
23 ୨୩ ସେନ୍ତାର୍ଆଲେ ମର୍ ସୁନାର୍ ଡାବୁ କାଇକେ ବେଁକେ ସଙ୍ଗଉସ୍ ନାଇ? ସଙ୍ଗଇ ରଇଲେ ତେଇଅନି ମକେ କଲନ୍ତର୍ ମିଲ୍ତା ।”
ತರ್ಹಿ ಮಮ ಮುದ್ರಾ ಬಣಿಜಾಂ ನಿಕಟೇ ಕುತೋ ನಾಸ್ಥಾಪಯಃ? ತಯಾ ಕೃತೇಽಹಮ್ ಆಗತ್ಯ ಕುಸೀದೇನ ಸಾರ್ದ್ಧಂ ನಿಜಮುದ್ರಾ ಅಪ್ರಾಪ್ಸ್ಯಮ್|
24 ୨୪ ଆରି ସେ ଲଗେ ଟିଆଅଇଲା ଲକ୍ମନ୍କେ ରାଜା କଇଲା, “ତାର୍ ତେଇଅନି ଏ ଅଦ୍ଲି ମାଗିନେଇ ଜେ ଦସ୍ଟା ଅଦ୍ଲି ଲାବ୍କଲା ଆଚେ, ତାକେ ଦିଆସ୍ ।”
ಪಶ್ಚಾತ್ ಸ ಸಮೀಪಸ್ಥಾನ್ ಜನಾನ್ ಆಜ್ಞಾಪಯತ್ ಅಸ್ಮಾತ್ ಮುದ್ರಾ ಆನೀಯ ಯಸ್ಯ ದಶಮುದ್ರಾಃ ಸನ್ತಿ ತಸ್ಮೈ ದತ್ತ|
25 ୨୫ ମାତର୍ ସେ ଲକ୍ମନ୍ ରାଜାକେ ପାଚାର୍ଲାଇ, “ଏ ଆଗିଆଁ ତାର୍ଟାନେ ଦସ୍ଟା ଆଚେ ଆରି ତାକେ କାଇକେ ଦେଉଁ?”
ತೇ ಪ್ರೋಚುಃ ಪ್ರಭೋಽಸ್ಯ ದಶಮುದ್ರಾಃ ಸನ್ತಿ|
26 ୨୬ ସେ କଇଲା, “ମୁଇ ତମ୍କେ କଇଲିନି, ଜାକେ ଆଚେ ତାକେ ଅଦିକ୍ ଦିଆଅଇସି, ମାତର୍ ଜାର୍ ନାଇ, ତାର୍ତେଇ ରଇଲା ଅଲପ୍ ମିସା ଚାଡାଇ ନିଆଅଇସି ।
ಯುಷ್ಮಾನಹಂ ವದಾಮಿ ಯಸ್ಯಾಶ್ರಯೇ ವದ್ಧತೇ ಽಧಿಕಂ ತಸ್ಮೈ ದಾಯಿಷ್ಯತೇ, ಕಿನ್ತು ಯಸ್ಯಾಶ್ರಯೇ ನ ವರ್ದ್ಧತೇ ತಸ್ಯ ಯದ್ಯದಸ್ತಿ ತದಪಿ ತಸ್ಮಾನ್ ನಾಯಿಷ್ಯತೇ|
27 ୨୭ ମାତର୍ ଜେମନ୍ ମୁଇ ତାକର୍ ରାଜା ଅଇବାକେ ମନ୍ ନ କର୍ତେ ରଇଲାଇ, ସେମନ୍କେ ଡାକି ଆନି ମର୍ ମୁଆଟେ ମରାଇଦିଆସ୍ ।”
ಕಿನ್ತು ಮಮಾಧಿಪತಿತ್ವಸ್ಯ ವಶತ್ವೇ ಸ್ಥಾತುಮ್ ಅಸಮ್ಮನ್ಯಮಾನಾ ಯೇ ಮಮ ರಿಪವಸ್ತಾನಾನೀಯ ಮಮ ಸಮಕ್ಷಂ ಸಂಹರತ|
28 ୨୮ ଜିସୁ ଏ ସବୁ କାତା କଇସାରାଇ ସିସ୍ମନର୍ ଆଗ୍ତୁ ଆଗ୍ତୁ ଜିରୁସାଲାମ୍ ବାଟେ ଗାଲା ।
ಇತ್ಯುಪದೇಶಕಥಾಂ ಕಥಯಿತ್ವಾ ಸೋಗ್ರಗಃ ಸನ್ ಯಿರೂಶಾಲಮಪುರಂ ಯಯೌ|
29 ୨୯ ଜେଡେବଲ୍ ଜିସୁ ଆରି ତାର୍ ସିସ୍ମନ୍ ଜିତ୍ଗଚ୍ମନ୍ ରଇଲା ଡଙ୍ଗର୍ ପାଲି ଆରି ବେତ୍ପାଗି ଆରି ବେତ୍ନିଆ ଗଡେ କେଟ୍ଲାଇ, ସେ ସିସ୍ମନର୍ ବିତ୍ରେ ଅନି ଦୁଇ ଲକ୍କେ, ସେମନ୍ ଜିବା ଆଗ୍ତୁ ଏନ୍ତାରି କଇପାଟାଇଲା ।
ತತೋ ಬೈತ್ಫಗೀಬೈಥನೀಯಾಗ್ರಾಮಯೋಃ ಸಮೀಪೇ ಜೈತುನಾದ್ರೇರನ್ತಿಕಮ್ ಇತ್ವಾ ಶಿಷ್ಯದ್ವಯಮ್ ಇತ್ಯುಕ್ತ್ವಾ ಪ್ರೇಷಯಾಮಾಸ,
30 ୩୦ ତମର୍ ମୁଆଟେ ରଇବା ଗାଏଁ ଜାଆ । ସେ ଗାଏଁ ଗାଲେ, କେ କେବେ ମିସା ଚଗିନରଇବା ଗଦପିଲା ବାନ୍ଦିଅଇରଇଲାଟା ଦେକ୍ସା । ତାକେ ମେଲି ଦାରିଆସା ।
ಯುವಾಮಮುಂ ಸಮ್ಮುಖಸ್ಥಗ್ರಾಮಂ ಪ್ರವಿಶ್ಯೈವ ಯಂ ಕೋಪಿ ಮಾನುಷಃ ಕದಾಪಿ ನಾರೋಹತ್ ತಂ ಗರ್ದ್ದಭಶಾವಕಂ ಬದ್ಧಂ ದ್ರಕ್ಷ್ಯಥಸ್ತಂ ಮೋಚಯಿತ್ವಾನಯತಂ|
31 ୩୧ ଜେ ଜଦି ତମ୍କେ “କାଇକେ ମେଲି ନେଲାସ୍ନି?” ବଲି କଇଲେ “ଏଟା ଗୁରୁକେ ଦର୍କାର୍ ଆଚେ ବଲି କୁଆ ।”
ತತ್ರ ಕುತೋ ಮೋಚಯಥಃ? ಇತಿ ಚೇತ್ ಕೋಪಿ ವಕ್ಷ್ಯತಿ ತರ್ಹಿ ವಕ್ಷ್ಯಥಃ ಪ್ರಭೇರತ್ರ ಪ್ರಯೋಜನಮ್ ಆಸ್ತೇ|
32 ୩୨ ପଚେ ସିସ୍ମନ୍ ସେ ଗାଏଁ ଜାଇ, ଜିସୁ ଜେନ୍ତି କଇରଇଲା ସେନ୍ତି ଦେକ୍ଲାଇ ।
ತದಾ ತೌ ಪ್ರರಿತೌ ಗತ್ವಾ ತತ್ಕಥಾನುಸಾರೇಣ ಸರ್ವ್ವಂ ಪ್ರಾಪ್ತೌ|
33 ୩୩ ଆରି ସେମନ୍ ସେ ଗଦପିଲାକେ ମେଲ୍ବାବେଲେ ଗଦ ପିଲାର୍ ସାଉକାର୍ ସେମନ୍କେ ପାଚାର୍ଲା, “କାଇକେ ଗଦପିଲାକେ ମେଲ୍ଲାସ୍ନି?”
ಗರ್ದಭಶಾವಕಮೋಚನಕಾಲೇ ತತ್ವಾಮಿನ ಊಚುಃ, ಗರ್ದಭಶಾವಕಂ ಕುತೋ ಮೋಚಯಥಃ?
34 ୩୪ ସିସ୍ମନ୍ କଇଲାଇ, “ଏ ଗଦପିଲା ଗୁରୁକେ ଦର୍କାର୍ ଆଚେ ।”
ತಾವೂಚತುಃ ಪ್ರಭೋರತ್ರ ಪ್ರಯೋಜನಮ್ ಆಸ್ತೇ|
35 ୩୫ ସିସ୍ମନ୍ ଗଦ ପିଲାକେ ଜିସୁର୍ ଲଗେ ଆନି ନିଜର୍ ନିଜର୍ ଲୁଗା ଗଦର୍ ଉପ୍ରେ ଡାବି ଜିସୁକେ ତାର୍ ଉପ୍ରେ ବସାଇଲାଇ ।
ಪಶ್ಚಾತ್ ತೌ ತಂ ಗರ್ದಭಶಾವಕಂ ಯೀಶೋರನ್ತಿಕಮಾನೀಯ ತತ್ಪೃಷ್ಠೇ ನಿಜವಸನಾನಿ ಪಾತಯಿತ್ವಾ ತದುಪರಿ ಯೀಶುಮಾರೋಹಯಾಮಾಸತುಃ|
36 ୩୬ ଆରି ଜିସୁ ଗାଲା ବାଟେ ଲକ୍ମନ୍ ନିଜର୍ ନିଜର୍ ପଚିଆମନ୍ ଅଚାଇ ଦେଲାଇ ।
ಅಥ ಯಾತ್ರಾಕಾಲೇ ಲೋಕಾಃ ಪಥಿ ಸ್ವವಸ್ತ್ರಾಣಿ ಪಾತಯಿತುಮ್ ಆರೇಭಿರೇ|
37 ୩୭ ଜିସୁ ଜେଡେବଲ୍ ଜିତ୍ଗଚ୍ମନ୍ ରଇଲା ଗଡ୍ଗଡା ଜାଗା ଲଗେ କେଟ୍ଲା, ସେବେଲା ତେଇ ରଇଲା ତାର୍ ଜେତ୍କି ସିସ୍ ମାନ୍ଦା ସେ କରିରଇଲା କାବାଅଇଜିବା କାମ୍ ଏତାଇ, ସାର୍ଦାଅଇ ଆଉଲିଅଇକରି ପର୍ମେସର୍କେ ଜୁଆର୍ କରି କଇଲାଇ,
ಅಪರಂ ಜೈತುನಾದ್ರೇರುಪತ್ಯಕಾಮ್ ಇತ್ವಾ ಶಿಷ್ಯಸಂಘಃ ಪೂರ್ವ್ವದೃಷ್ಟಾನಿ ಮಹಾಕರ್ಮ್ಮಾಣಿ ಸ್ಮೃತ್ವಾ,
38 ୩୮ “ପର୍ମେସରର୍ ନାଉଁ ନେଇକରି ଜନ୍ ରାଜା ଆଇଲାନି ତାକେ ସେ ଆସିର୍ବାଦ୍ କର । ସର୍ଗେ ସାନ୍ତି ଅ, ଆରି ସବୁର୍ଟାନେ ଅନି ବଡ୍ ପର୍ମେସରର୍ ମଇମା ଅ ।”
ಯೋ ರಾಜಾ ಪ್ರಭೋ ರ್ನಾಮ್ನಾಯಾತಿ ಸ ಧನ್ಯಃ ಸ್ವರ್ಗೇ ಕುಶಲಂ ಸರ್ವ್ವೋಚ್ಚೇ ಜಯಧ್ವನಿ ರ್ಭವತು, ಕಥಾಮೇತಾಂ ಕಥಯಿತ್ವಾ ಸಾನನ್ದಮ್ ಉಚೈರೀಶ್ವರಂ ಧನ್ಯಂ ವಕ್ತುಮಾರೇಭೇ|
39 ୩୯ ସେ ସିସ୍ ମାନ୍ଦାର୍ ବିତ୍ରେ କେତେଟା ପାରୁସିମନ୍ ଜିସୁକେ କଇଲାଇ, “ଏ ଗୁରୁ ତର୍ସଙ୍ଗ୍ ଆଇବା ସିସ୍ମନ୍କେ ଚିମ୍ରାଅଇ ରଇବାକେ କଅ ।”
ತದಾ ಲೋಕಾರಣ್ಯಮಧ್ಯಸ್ಥಾಃ ಕಿಯನ್ತಃ ಫಿರೂಶಿನಸ್ತತ್ ಶ್ರುತ್ವಾ ಯೀಶುಂ ಪ್ರೋಚುಃ, ಹೇ ಉಪದೇಶಕ ಸ್ವಶಿಷ್ಯಾನ್ ತರ್ಜಯ|
40 ୪୦ ମାତର୍ ଜିସୁ ସେମନ୍କେ କଇଲା, “ମୁଇ ତମ୍କେ କଇଲିନି, ଏ ଲକ୍ମନ୍ ଚିମ୍ରାଅଇ ରଇଲେ ପାକ୍ନାମନ୍ ତାକର୍ ନିଜେ ନିଜେ ଆଉଲି ଅଇବାଇ ।”
ಸ ಉವಾಚ, ಯುಷ್ಮಾನಹಂ ವದಾಮಿ ಯದ್ಯಮೀ ನೀರವಾಸ್ತಿಷ್ಠನ್ತಿ ತರ್ಹಿ ಪಾಷಾಣಾ ಉಚೈಃ ಕಥಾಃ ಕಥಯಿಷ್ಯನ್ತಿ|
41 ୪୧ ଜିସୁ ଜିରୁସାଲାମ୍ ଲଗେ କେଟ୍ଲା ବେଲେ ସେ ଗଡ୍ ଦେକି କାନ୍ଦିକରି କଇଲା,
ಪಶ್ಚಾತ್ ತತ್ಪುರಾನ್ತಿಕಮೇತ್ಯ ತದವಲೋಕ್ಯ ಸಾಶ್ರುಪಾತಂ ಜಗಾದ,
42 ୪୨ “ସାନ୍ତି ପାଇବାକେ କାଇଟା ଦର୍କାର୍, ସେଟା ଜଦି ତମେ ଆଜି ଜାନିରଇତାସ୍ ଆଲେ, କେତେ ନିକ ଅଇତା! ମାତର୍ ସେସବୁ ଏବେ ତମେ ଦେକି ନାପାର୍ଲାସ୍ନି ।
ಹಾ ಹಾ ಚೇತ್ ತ್ವಮಗ್ರೇಽಜ್ಞಾಸ್ಯಥಾಃ, ತವಾಸ್ಮಿನ್ನೇವ ದಿನೇ ವಾ ಯದಿ ಸ್ವಮಙ್ಗಲಮ್ ಉಪಾಲಪ್ಸ್ಯಥಾಃ, ತರ್ಹ್ಯುತ್ತಮಮ್ ಅಭವಿಷ್ಯತ್, ಕಿನ್ತು ಕ್ಷಣೇಸ್ಮಿನ್ ತತ್ತವ ದೃಷ್ಟೇರಗೋಚರಮ್ ಭವತಿ|
43 ୪୩ ସେଟାର୍ପାଇ ବଲି ଏନ୍ତି ବେସି ବାଦା ଅଇଜିବା ଦିନ୍ ଆଇସି । ତମର୍ ସତ୍ରୁମନ୍ ତମର୍ ଚାରିବେଟ୍ତି ପାଚୁରି ବାନ୍ଦି ଅଟ୍କାଇବାଇ ଆରି ଚାରିବେଡ୍ତି ଅନି ତମର୍ ଉପ୍ରେ ମାଣ୍ଡି ଆଇବାଇ ।
ತ್ವಂ ಸ್ವತ್ರಾಣಕಾಲೇ ನ ಮನೋ ನ್ಯಧತ್ಥಾ ಇತಿ ಹೇತೋ ರ್ಯತ್ಕಾಲೇ ತವ ರಿಪವಸ್ತ್ವಾಂ ಚತುರ್ದಿಕ್ಷು ಪ್ರಾಚೀರೇಣ ವೇಷ್ಟಯಿತ್ವಾ ರೋತ್ಸ್ಯನ್ತಿ
44 ୪୪ ସେମନ୍ ତମ୍କେ ଆରି ତମର୍ ପାଚୁରି ତେଇ ରଇବା ଲକ୍ମନ୍କେ ପୁରାପୁରୁନ୍ ନସାଇ କୁଟ୍କୁଟା କରିଦେବାଇ । ଗଟେକ୍ ପାକ୍ନା ମିସା ନିଜର୍ ଜାଗାଇ ନ ଚାଡତ୍ । କାଇକେବଇଲେ ପର୍ମେସର୍ ତମ୍କେ ରକିଆ କର୍ବାକେ ଆସିରଇଲା, ସେବେଲା ତମେ ଜାନି ନାପାର୍ଲାସ୍ ।”
ಬಾಲಕೈಃ ಸಾರ್ದ್ಧಂ ಭೂಮಿಸಾತ್ ಕರಿಷ್ಯನ್ತಿ ಚ ತ್ವನ್ಮಧ್ಯೇ ಪಾಷಾಣೈಕೋಪಿ ಪಾಷಾಣೋಪರಿ ನ ಸ್ಥಾಸ್ಯತಿ ಚ, ಕಾಲ ಈದೃಶ ಉಪಸ್ಥಾಸ್ಯತಿ|
45 ୪୫ ଆରି ଜିସୁ ଜିରୁସାଲାମ୍ ମନ୍ଦିର୍ ବିତ୍ରେ ପୁରିକରି ତେଇ ଗେନାବିକା କର୍ବା ଲକ୍ମନ୍କେ ବାର୍କରାଇଦେବାର୍ ଦାର୍ଲା ।
ಅಥ ಮಧ್ಯೇಮನ್ದಿರಂ ಪ್ರವಿಶ್ಯ ತತ್ರತ್ಯಾನ್ ಕ್ರಯಿವಿಕ್ರಯಿಣೋ ಬಹಿಷ್ಕುರ್ವ್ವನ್
46 ୪୬ ସେମନ୍କେ କଇଲା, “ଦରମ୍ ସାସ୍ତରେ ଏନ୍ତାରି ଲେକାଅଇଲା ଆଚେ, ମର୍ ଗର୍ ପାର୍ତନା ଗର୍ ଅଇସି । ମାତର୍ ତମେ ସେଟା ଚର୍ମନର୍ ଲୁଚ୍ବା ଜାଗା କରିଆଚାସ୍ ।”
ಅವದತ್ ಮದ್ಗೃಹಂ ಪ್ರಾರ್ಥನಾಗೃಹಮಿತಿ ಲಿಪಿರಾಸ್ತೇ ಕಿನ್ತು ಯೂಯಂ ತದೇವ ಚೈರಾಣಾಂ ಗಹ್ವರಂ ಕುರುಥ|
47 ୪୭ ତାର୍ ପଚେ ଜିସୁ ସବୁଦିନେ ଜିରୁସାଲାମ୍ ମନ୍ଦିରେ ସିକିଆ ଦେଇତେ ରଇଲା । ମାତର୍ ମୁକିଅ ପୁଜାରିମନ୍, ସାସ୍ତର୍ ସିକାଉମନ୍ ଆରି ନେତାମନ୍ ମିସି ଜିସୁକେ ମରାଇବାକେ ଚେସ୍ଟା କର୍ତେ ରଇଲାଇ ।
ಪಶ್ಚಾತ್ ಸ ಪ್ರತ್ಯಹಂ ಮಧ್ಯೇಮನ್ದಿರಮ್ ಉಪದಿದೇಶ; ತತಃ ಪ್ರಧಾನಯಾಜಕಾ ಅಧ್ಯಾಪಕಾಃ ಪ್ರಾಚೀನಾಶ್ಚ ತಂ ನಾಶಯಿತುಂ ಚಿಚೇಷ್ಟಿರೇ;
48 ୪୮ କାଇକେ ବଇଲେ ଗୁଲାଇ ଲକ୍, ଜିସୁ ସିକାଇଦେବା କାତା ଆରି ସେ କଇତେରଇବା ପଦ୍ମନ୍ ମନ୍ଦିଆନ୍ ଦେଇ ସୁନ୍ତେ ରଇଲାଇ । ତେବର୍ ପାଇ ସେମନ୍ କେନ୍ତାର୍ କର୍ବାର୍ ବଲି ବାଟ୍ ମିଲାଇ ନାପାର୍ତେ ରଇଲାଇ ।
ಕಿನ್ತು ತದುಪದೇಶೇ ಸರ್ವ್ವೇ ಲೋಕಾ ನಿವಿಷ್ಟಚಿತ್ತಾಃ ಸ್ಥಿತಾಸ್ತಸ್ಮಾತ್ ತೇ ತತ್ಕರ್ತ್ತುಂ ನಾವಕಾಶಂ ಪ್ರಾಪುಃ|