< ଲୁକ୍ 7 >
1 ୧ ଜିସୁ ଲକ୍ମନ୍କେ ସବୁ କାତା କଇ ସାରାଇକରି କପର୍ନାଉମ୍ ସଅରେ କେଟ୍ଲା ।
౧ఆయన తన మాటలన్నీ ప్రజలకు పూర్తిగా వినిపించి కపెర్నహూముకి వచ్చాడు.
2 ୨ ସେବେଲେ ସଏଟା ସନିଅମନର୍ ମୁକିଆର୍ ଗଟେକ୍ ଗତିଦାଙ୍ଗ୍ଡା, ଜର୍ ଅଇକରି ମଲାପାରା ଅଇଜାଇରଇଲା । ସେ ତାକେ ନିଜର୍ଲକ୍ ପାରା ଆଲାଦ୍ କର୍ତେରଇଲା ।
౨అక్కడ ఒక శతాధిపతికి ఇష్టమైన సేవకుడు ఒకడికి జబ్బు చేసి చావడానికి సిద్ధంగా ఉన్నాడు.
3 ୩ ସେ ଜିସୁର୍ ବିସଇର୍ କବର୍ ସୁନି, ଜିସୁ ଜେନ୍ତିକି ଆସି ତାର୍ ଗତିଦାଙ୍ଗ୍ଡାର୍ ଜିବନ୍ ରକିଆ କର୍ସି ବଲି ବାବ୍ଲା । ସେଟାର୍ପାଇ ଜିସୁର୍ ଲଗେ କେତେଟା ଜିଉଦି ପାର୍ଚିନ୍ମନ୍କେ ପାଟାଇ ତାକେ ବାବୁଜିଆ କଲାଇ ।
౩ఈ శతాధిపతి యేసును గురించి విని, ఆయన వచ్చి తన సేవకుణ్ణి బాగు చేయాలని ఆయనను బతిమాలడానికి యూదుల పెద్దలను ఆయన దగ్గరికి పంపించాడు.
4 ୪ ପାର୍ଚିନ୍ମନ୍ ଜିସୁର୍ଲଗେ କେଟିକରି ତାକେ ଜୁଆର୍ ବିଆର୍ କରି କଇବାର୍ ଦାର୍ଲାଇ, “ତାର୍ପାଇ ତମେ ଏନ୍ତାରି କରିରଇଲେ, ନିକରଇସି ।
౪వారు యేసు దగ్గరికి వచ్చి, “నువ్వు తప్పక ఈ మేలు చేయాలి. ఎందుకంటే ఈ వ్యక్తి చాలా యోగ్యుడు.
5 ୫ କାଇକେବଇଲେ ସେ ଆମର୍ ଲକ୍ମନ୍କେ ଆଲାଦ୍ କର୍ସି ଆରି ନିଜେ ସେ ଆମର୍ ସବୁଲକର୍ ପାଇ ପାର୍ତନାଗର୍ ତିଆର୍କରି ଦେଇଆଚେ ।”
౫అతడు మన ప్రజలను ప్రేమించాడు. మన సమాజ మందిరాన్ని మన కోసం కట్టించింది ఇతడే” అని ఆయనను ఎంతో బతిమాలారు.
6 ୬ ତେଇ ଜିସୁ ତାକର୍ ସଙ୍ଗ୍ ଗାଲା । ସେ ଗରେ କେଟ୍ବାକେ କଣ୍ଡେକ୍ ଦୁର୍ ରଇଲାକେ, ସଏଟା ସନିଅମନର୍ ମୁକିଆ ଲକ୍ମନ୍କେ ପାଟାଇ ତାକେ କଇଲା, “ମାପ୍ରୁ, କସ୍ଟ ଉଆନାଇ, କାଇକେବଇଲେ ତମେ ଜେ ମର୍ ଗରେ ପାଦ୍ ପାକାଇସା, ମର୍ ଏନ୍ତାରି ବାଗିଅ ନାଇ ।
౬కాబట్టి యేసు వారితో వెళ్ళాడు. ఆయన అతని ఇంటి దగ్గరలోకి వచ్చినప్పుడు, ఆ శతాధిపతి తన స్నేహితులను కొందరిని పంపి వారితో యేసుకు ఇలా చెప్పించాడు. “ప్రభూ, నువ్వు శ్రమ తీసుకోవద్దు. నువ్వు నా ఇంట్లోకి వచ్చేటంత యోగ్యత నాకు లేదు.
7 ୭ ଏଟାର୍ପାଇ ମୁଇ ତମର୍ଟାନେ ଆଇବାକେ ମନ୍ କରିନାଇ । ମାତର୍ ଗଟେକ୍ ପଦ୍ ଆଦେସ୍ କରା, ମର୍ ଗତିଦାଙ୍ଗ୍ଡା ନିକ ଅଇଜାଇସି ।
౭అలాగే నీ దగ్గరికి వచ్చే యోగ్యత కూడా నాకు లేదు. నువ్వు మాట మాత్రం చెప్పు. నా సేవకుడికి పూర్తిగా నయమవుతుంది.
8 ୮ ମୁଇ ଗଟେକ୍ ଲକର୍ ତଲେ କାମ୍ କର୍ତେରଇଲେ ମିସା ମର୍ ତଲେ ସନିଅମନ୍ ଆଚତ୍ । ଆରି ମୁଇ ଗଟେକ୍ ଲକ୍କେ ଜା ବଲି କଇଲେ, ସେ ଜାଇସି । ବିନ୍ ଲକ୍କେ ଆଉ ବଇଲେ ସେ ଆଇସି । ମର୍ ଗତିଦାଙ୍ଗ୍ଡାକେ ଏଟା କର୍ ବଇଲେ, ସେ ସେଟା କର୍ସି ।”
౮నేను కూడా అధికారం కింద ఉన్నవాణ్ణే. నా చేతి కింద సైనికులు ఉన్నారు. నేను ఒకణ్ణి ‘వెళ్ళు’ అంటే వెళ్తాడు, ఒకణ్ణి ‘రా’ అంటే వస్తాడు. నా సేవకుణ్ణి ఫలానా పని చేయమంటే చేస్తాడు.”
9 ୯ ଜିସୁ ତାର୍ ଏ ସବୁ ବିସଇ ସୁନି କାବା ଅଇଗାଲା, ଆରି ବୁଲିକରି ତାର୍ ପଚେ ଆଇତେରଇବା ଲକ୍ମନ୍କେ କଇଲା, “ମୁଇ ତମ୍କେ କଇଲିନି, ଇସ୍ରାଏଲ୍ ବିତ୍ରେ ମିସା ଏତେକ୍ ବଡ୍ ବିସ୍ବାସି ନ ମିଲତ୍ ।”
౯యేసు ఈ మాటలు విని, ఆ వ్యక్తి విషయం ఆశ్చర్య పోయాడు. తన వెనక వస్తున్న జనసమూహం వైపు తిరిగి, “ఇశ్రాయేలు ప్రజల్లో కూడా ఇంత గొప్ప విశ్వాసం నేను చూడలేదని మీతో చెబుతున్నాను” అన్నాడు.
10 ୧୦ ଆରି ଜିସୁକେ ଡାକ୍ବାକେ ଜାଇରଇଲା ଲକ୍ମନ୍ ଗରେ ବାଉଡି ଆସି ଗତିଦାଙ୍ଗ୍ଡା ନିକ ଅଇରଇବାଟା ଦେକ୍ଲାଇ ।
౧౦అతడు పంపిన వారు తిరిగి వచ్చి ఆ పనివాడు జబ్బు నయమై పూర్తి ఆరోగ్యంతో ఉండడం చూశారు.
11 ୧୧ ତେଇଅନି ଜିସୁ ନାଇନ୍ ନାଉଁର୍ ନଅରେ ଗାଲା । ତାର୍ସଙ୍ଗ୍ ସିସ୍ମନ୍ ଆରି ଲକ୍ମନ୍ ବେସି ଜାଇତେରଇଲାଇ ।
౧౧ఇది జరిగిన తరువాత ఆయన నాయీను అనే ఒక ఊరికి వెళ్తున్నాడు. ఆయన శిష్యులు, ఇంకా పెద్ద జనసమూహం ఆయనతో వెళ్తున్నారు.
12 ୧୨ ସେ ନଅରର୍ ଦୁଆର୍ଲଗେ କେଟୁ କେଟୁ, ଏଦେ ଦେକା! ଲକ୍ମନ୍ ଗଟେକ୍ ମଲା ଲକ୍କେ ବଇଆନ୍ତେ ରଇଲାଇ । ସେ ନିଜର୍ ମାଆର୍ ଗଟେକ୍ ସେ ପିଲା, ଆରି ସେ ମାଇଜି ରାଣ୍ଡିଟା । ନଅରର୍ ବେସିଲକ୍ମନ୍ ତାର୍ ସଙ୍ଗ୍ ରଇଲାଇ ।
౧౨ఆయన ఆ ఊరి పొలిమేరకు వచ్చినప్పుడు కొందరు చనిపోయిన వాణ్ణి మోసుకుపోతూ ఎదురయ్యారు. చనిపోయిన వాడు అతని తల్లికి ఒక్కగానొక్క కొడుకు. ఆమె వితంతువు. గ్రామస్తులు చాలామంది ఆమెతో ఉన్నారు.
13 ୧୩ ସେ ରାଣ୍ଡି ମାଇଜିକେ ଦେକି ଜିସୁ ଦୁକ୍କଲା ଆରି ତାକେ କଇଲା, “ଏ ମାଆ କାନ୍ଦ୍ନାଇ ।”
౧౩ప్రభువు ఆమెను చూసి ఆమెపై జాలిపడి, “ఏడవ వద్దు” అని ఆమెకు చెప్పి, దగ్గరికి వచ్చి ఆ పాడెను ముట్టుకున్నాడు. దాంతో దాన్ని మోసేవారు నిలబడి పోయారు.
14 ୧୪ ଆରି, ଜିସୁ ଜାଇକରି ଡାଣ୍ଡିଆ ଚିଇଲାକେ ବଇ ଆନ୍ତେରଇବା ଲକ୍ମନ୍ ଟିଆଅଇଲାଇ । ଆରି ସେ କଇଲା, “ମୁଇ ତକେ କଇଲିନି, ନୁନା ଉଟ୍!”
౧౪ఆయన, “అబ్బాయ్, నేను చెబుతున్నాను, లే!” అన్నాడు.
15 ୧୫ ତେଇ ସେ ଦାଙ୍ଗ୍ଡା ଉଟିବସ୍ଲା ଆରି କାତା କଇବାର୍ ଦାର୍ଲା । ଆରି ଜିସୁ ସେ ଦାଙ୍ଗ୍ଡାକେ ତାର୍ ମାକେ ସର୍ପିଦେଲା ।
౧౫ఆ చనిపోయిన వాడు లేచి కూర్చుని మాట్లాడడం మొదలుపెట్టాడు. ఆయన అతణ్ణి ఆ తల్లికి అప్పచెప్పాడు.
16 ୧୬ ତେଇ ସବୁଲକ୍ ଡରିଗାଲାଇ, ଆରି ପର୍ମେସରର୍ ମଇମା କରି କରି କଇଲାଇ “ଆମର୍ ବିତ୍ରେ ଗଟେକ୍ ମଆନ୍ ବବିସତ୍ବକ୍ତା ଆଇଲାଆଚେ, ଆରି ପର୍ମେସର୍ ନିଜର୍ ଲକ୍ମନ୍କେ ଉଦାର୍ କର୍ବାକେ ଆସିଆଚେ ।”
౧౬అందరూ భయంతో నిండిపోయి, “మనలో గొప్ప ప్రవక్త లేచాడు. దేవుడు తన ప్రజలను సందర్శించాడు” అంటూ దేవుణ్ణి కీర్తించారు.
17 ୧୭ ଜିସୁର୍ ଏ ବିସଇର୍ କାତା ଗୁଲାଇ ଜିଉଦା ଦେସେ ଆରି ଚାରିବାଟର୍ ଗାଉଁଗଣ୍ଡାର୍ ଲକ୍ମନ୍ ଜାନ୍ଲାଇ ।
౧౭ఆయనను గురించిన ఈ సమాచారం యూదయ ప్రాంతమంతటా ప్రాంతాల్లో వ్యాపించింది.
18 ୧୮ ପଚେ ଡୁବନ୍ ଦେଉ ଜଅନର୍ ସିସ୍ମନ୍ ଏ ସବୁ କାତା ଜଅନ୍କେ ଜାନାଇଲାଇ ।
౧౮యోహాను శిష్యులు ఈ సంగతులన్నటినీ యోహానుకు తెలియజేశారు.
19 ୧୯ ତେଇ ଜଅନ୍ ନିଜର୍ ସିସ୍ମନର୍ ବିତ୍ରେଅନି ଦୁଇଲକ୍କେ ଡାକି ମାପ୍ରୁର୍ ଲଗେ ଏନ୍ତାରି କଇ ପାଟାଇଲା, “ଜେ ଆଇବାର୍ ରଇଲା, ସେ ଲକ୍ ତମେସେ କି? କି କାଇ ବିନ୍ ଲକ୍କେ ଆମେ ଜାଗ୍ବୁ?”
౧౯అప్పుడు యోహాను తన శిష్యుల్లో ఇద్దరిని పిలిచి, “రావలసిన వాడివి నువ్వేనా? లేక మరొకరి కోసం మేము ఎదురు చూడాలా?” అని అడగడానికి వారిని ప్రభువు దగ్గరికి పంపించాడు.
20 ୨୦ ସେ ଲକ୍ମନ୍ ଜିସୁର୍ଲଗେ କେଟିକରି କଇଲାଇ, “ଡୁବନ୍ ଦେଉ ଜଅନ୍ ଆମ୍କେ ଏନ୍ତାରି କଇ ତମର୍ଲଗେ ପାଟାଇଆଚେ, ଜେ ଆଇବାର୍ ରଇଲା, ସେ ଲକ୍ ତମେ କି? କି କାଇ ଆମେ ଆରି ବିନ୍ ଲକ୍କେ ଜାଗ୍ବୁ?”
౨౦వారు ఆయన దగ్గరికి వచ్చి, “‘రావలసిన వాడివి నువ్వేనా? లేక మరొకరి కోసం ఎదురు చూడాలా?’ అని అడగమని మమ్మల్ని బాప్తిసమిచ్చే యోహాను నీ దగ్గరికి పంపాడు” అని చెప్పారు.
21 ୨୧ ସେବେଲେ ଜିସୁ ଜର୍ ଦୁକା, ଆରି ଡୁମା ଦାର୍ଲା ଲକ୍ମନ୍କେ ନିକ କଲା । ଆରି କେତେଟା କାଣାମନ୍କେ ମିସା ଆଁକି ଡିସାଇଲା ।
౨౧అదే సమయంలో ఆయన అనేకమంది రోగులనూ, బాధితులనూ, దయ్యాలు పట్టిన వారిని బాగు చేస్తూ ఉన్నాడు. గుడ్డివారికి చూపు ప్రసాదిస్తూ ఉన్నాడు.
22 ୨୨ ଜିସୁ ଜଅନର୍ ସିସ୍ମନ୍କେ କଇଲା, “ତମେମନ୍ ଜନ୍ ଜନ୍ଟା ଦେକ୍ଲାସ୍ ଆରି ସୁନ୍ଲାସ୍, ସେଟା ସବୁ ଜାଇ ଜଅନ୍କେ ଜାନାଆ, କାଣା ଲକ୍ମନ୍ ଦେକିପାର୍ଲାଇନି, ଚଟାମନ୍ ଇଣ୍ଡିବୁଲ୍ଲାଇନି, ବଡ୍ ରଗିମନ୍ ନିକ ଅଇଲାଇନି, ବଇରା ଲକ୍ମନ୍ ସୁନ୍ଲାଇନି, ମଲାଲକ୍ମନ୍ ଜିବନ୍ଅଇ ଉଟ୍ଲାଇନି, ଆରି ଦୁକର୍ ଲକ୍ମନ୍କେ ମାପ୍ରୁର୍ ବାକିଅ ସୁନାଇଅଇଲାନି ।
౨౨అప్పుడాయన వారికి ఇలా జవాబిచ్చాడు, “వెళ్ళి మీరు చూసిన వాటినీ వినిన వాటినీ యోహానుకు చెప్పండి. గుడ్డివారు చూస్తున్నారు, కుంటివారు నడుస్తున్నారు, కుష్ట రోగులు బాగుపడుతున్నారు, చెవిటివారు వింటున్నారు. చనిపోయిన వారు తిరిగి ప్రాణంతో లేస్తున్నారు. పేదవాళ్ళకు సువార్త ప్రకటన జరుగుతూ ఉంది.
23 ୨୩ ଜନ୍ଲକ୍ ମକେ ‘କିରିସ୍ଟ ସେ କି ନଏଁ?’ ବଲି ନ ବାବିକରି ବିସ୍ବାସ୍ କର୍ସି, ତାର୍ କେଡେକ୍ ନିକ କରମ୍ ।”
౨౩నా విషయంలో అభ్యంతరాలేమీ లేని వాడు ధన్యుడు.”
24 ୨୪ ଜଅନର୍ ସିସ୍ମନ୍ ବାଉଡିଗାଲାପଚେ ଜିସୁ ଲକ୍ମନ୍କେ ଜଅନର୍ ବିସଇ କଇବାର୍ଦାର୍ଲା, “କାଇଟା ଦେକ୍ବାକେ ତମେ ମରୁବାଲି ବୁଏଁ ବାରଇ ଜାଇରଇଲାସ୍? କାଇ ପବନେ ଜୁଲ୍ତେରଇବା ବାଉଁସ୍ ନାଲା?
౨౪యోహాను దగ్గర నుండి వచ్చిన శిష్యులు వెళ్ళిపోయిన తరువాత యేసు యోహాను గురించి జన సమూహంతో ఇలా చెప్పాడు, “మీరు ఏం చూద్దామని అడవిలోకి వెళ్ళారు? గాలికి ఊగే రెల్లునా?
25 ୨୫ ସେଟା ନଇଲେ ତମେ କାଇଟା ଦେକ୍ବାକେ ବାରଇଜାଇ ରଇଲାସ୍? କାଇ ଜବର୍ ଡାବୁଦେଇ ବସ୍ତର୍ ଗେନି ପିନ୍ଦିରଇବା ଗଟେକ୍ ଲକ୍କେ ଦେକ୍ବାକେ? ଦେକା, ଜନ୍ ଲକ୍ମନ୍ ଜେ କି ସୁନ୍ଦର୍ ବସ୍ତର୍ ପିନ୍ଦିକରି, ସୁକର୍ ସଙ୍ଗ୍ ଦିନ୍ ବିତାଇବାଇ, ସେମନ୍ ତା ରାଜାର୍ ନଅରେ ରଇବାଇ ।
౨౫అది కాకుంటే మరేం చూడ్డానికి వెళ్ళారు? సన్నని వస్త్రాలు ధరించుకున్నవాడినా? వినండి, విలువైన వస్త్రాలు ధరించుకుని సుఖంగా జీవించే వారు రాజ మందిరాల్లో ఉంటారు.
26 ୨୬ ସେନ୍ତାର୍ ନଇଲେ କାଇକେ ବାରଇ ଜାଇରଇଲାସ୍? କାଇ ଗଟେକ୍ ବବିସତ୍ବକ୍ତାକେ ଦେକ୍ବାକେ? ମୁଇ ତମ୍କେ ସତ୍ କଇଲିନି, ଜଅନ୍ ବବିସତ୍ବକ୍ତାମନର୍ ତେଇଅନି ମିସା ଅଦିକାର୍ ରଇବା ଲକ୍ ।”
౨౬అది కాకపోతే ఇంకేం చూద్దామని వెళ్ళారు? ప్రవక్తనా? అవును. కానీ యోహాను ఒక ప్రవక్త కంటే గొప్పవాడని మీకు చెబుతున్నాను.
27 ୨୭ ଜାର୍ ବିସଇ ନେଇକରି ଦରମ୍ ସାସ୍ତରେ ଲେକାଆଚେ । ପର୍ମେସର୍ କଇଲା, “ଆମେ ନିଜର୍ ଦୁତ୍କେ ତମର୍ ଆଗେ ପାଟାଇଲୁନି, ସେ ତମର୍ ମୁଆଟେ ତମର୍ପାଇ ବାଟ୍ ତିଆର୍ କର୍ସି, ଏ ସେ ଲକ୍ ।
౨౭‘చూడు! నేను నా దూతను నీకు ముందుగా పంపుతున్నాను, అతడు నీకు ముందుగా నీ మార్గాన్ని సిద్ధపరుస్తాడు’ అని ఎవరిని గురించి రాశారో అతడే ఈ యోహాను.
28 ୨୮ ମୁଇ ତମ୍କେ ସତ୍ କଇଲିନି, ମାଇଜିମନର୍ ଟାନେଅନି ଜାତ୍ କରିରଇବା ସବୁର୍ ବିତ୍ରେ, ଜଅନର୍ ଟାନେଅନି ଆରି ମୁକିଅ କେ ମିସା ନାଇ, ଏଲେମିସା ପର୍ମେସରର୍ ରାଇଜେ ଜେ ସାନ୍, ସେ ଜଅନର୍ ଟାନେଅନି ବଡ୍ ।”
౨౮స్త్రీ గర్భాన పుట్టిన వారిలో యోహాను కంటే గొప్పవాడెవడూ లేడు. అయినా దేవుని రాజ్యంలో అల్పుడు అతని కంటే గొప్పవాడని మీతో చెబుతున్నాను.”
29 ୨୯ ଜନ୍ଲକ୍ମନ୍ ଏ ସବୁ କାତା ସୁନ୍ତେରଇଲାଇ, ସେମନ୍, ଜେନ୍ତାରିକି ସିସ୍ତୁମାଙ୍ଗୁମନ୍ ମିସା ପର୍ମେସରର୍ ଦାବିକଲାଟା ମାନି ଜଅନର୍ ଟାନେ ଡୁବନ୍ ନେଇରଇଲାଇ ।
౨౯ప్రజలందరూ, పన్ను వసూలుదారులూ యోహాను సందేశం విని, దేవుడు నీతిమంతుడని అంగీకరించారు. అతని ద్వారా బాప్తిసం పొందారు.
30 ୩୦ ମାତର୍ ପାରୁସିମନ୍ ଆରି ନିଅମ୍ ସିକାଉମନ୍ ତାକର୍ ଜିବନର୍ପାଇ ପର୍ମେସର୍ କରିରଇବା ଜଜ୍ନା ମାନତ୍ନାଇ, ଆରି ଜଅନର୍ଟାନେ ଡୁବନ୍ ନେଅତ୍ନାଇ ।
౩౦కానీ పరిసయ్యులూ, ధర్మశాస్త్రాన్ని ఉపదేశించే వారూ అతని చేత బాప్తిసం పొందకుండా వారి జీవితాల్లో దేవుని సంకల్పాన్ని నిరాకరించారు.
31 ୩୧ ଜିସୁ ଆରିତରେକ୍ କଇଲା, ଏବର୍ ଲକ୍ମନ୍କେ ମୁଇ କାର୍ ସଙ୍ଗ୍ ସମାନ୍ କର୍ବି? ଆରି ସେମନ୍ କାର୍ ପାରା?
౩౧కాబట్టి ఈ తరం మనుషులను నేను దేనితో పోల్చాలి? వీళ్ళు దేనిలాగా ఉన్నారు?
32 ୩୨ ଜନ୍ ପିଲାମନ୍ ଡାଣ୍ଡେବାଟେ ବସି ସେମନ୍ ସେମନ୍ ଡାକାଡାକିଅଇ କୁଆକୁଇ ଅଇବାଇ, “ଅଇରେ, ଆମେ ତମର୍ଲଗେ ବାଉଁସି ପୁକ୍ଲୁ, ତମେ ନାଟ୍ କରାସ୍ନାଇ, ଦୁକର୍ ଗିତ୍ ଗାଇଲୁ, ତମେ କାନ୍ଦାସ୍ନାଇ, ସେମନ୍ ତାକର୍ପାରା ।
౩౨సంతవీధుల్లో కూర్చుని, ‘మేము వేణువు ఊదాం, మీరు నాట్యం చేయలేదు, ఏడుపు పాట పాడాం, మీరేమో ఏడవలేదు’ అని ఒకరితో ఒకరు చెప్పుకుంటూ ఆటలాడుకునే చిన్న పిల్లల్లా ఉన్నారు.
33 ୩୩ କାଇକେବଇଲେ, ଡୁବନ୍ ଦେଉ ଜଅନ୍ ଆସି ଉପାସେ ରଇ, ଆମଟ୍ ଅଇଲା ପଲ୍ରସ୍ ମିସା କାଏନାଇ, ଆରି ତମେ ତାକେ କଇଲାସ୍ନି ଡୁମା ଦାରିଆଚେ ବଲି ।
౩౩బాప్తిసమిచ్చే యోహాను రొట్టెలు తినకుండా ద్రాక్షారసం తాగకుండా ఉన్నాడని ‘వీడికి దయ్యం పట్టింది’ అని మీరు అంటున్నారు.
34 ୩୪ ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ଆସି କିଆପିଆ କଲିନି, ଆରି ତମେମନ୍ କଇଲାସ୍ନି, ଦେକା ଅ! ଏ ଗଟେକ୍ କାଉରାଟା ଆରି ମଦୁଆଟା, ସିସ୍ତୁମାଙ୍ଗୁମନର୍ ଆରି ପାପିମନର୍ ମଇତର୍ ।
౩౪మనుష్య కుమారుడు తింటూ తాగుతూ ఉన్నాడని ‘వీడు తిండిబోతూ, తాగుబోతూ, సుంకరులకూ పాపులకూ స్నేహితుడు’ అంటున్నారు.
35 ୩୫ ମାତର୍ ଜନ୍ଲକ୍ମନ୍ ପର୍ମେସରର୍ ଗିଆନ୍ ମାନ୍ବାଇ, ସେମନର୍ଟାନେ ମାପ୍ରୁ ସତ୍ ଇସାବେ ଡିସ୍ସି ।”
౩౫అయితే జ్ఞానం దాని పిల్లలను బట్టి జ్ఞానమని తీర్పు పొందుతుంది.”
36 ୩୬ ଆରି ପାରୁସିମନର୍ ବିତ୍ରେଅନି ଗଟେକ୍ ଲକ୍ ଜିସୁକେ କାଇବାକେ ଡାକ୍ଲା । ତେଇ ଜିସୁ ପାରୁସିର୍ ଗରେ ଜାଇକରି କାଇବାକେ ବସ୍ଲା ।
౩౬పరిసయ్యుల్లో ఒకడు తనతో భోజనం చేయాలని ఆయనను ఆహ్వానించాడు. ఆయన ఆ పరిసయ్యుడి ఇంటికి వెళ్ళి భోజనానికి కూర్చున్నాడు.
37 ୩୭ ଆରି ଦେକା, ସେ ନଅରେ ଗଟେକ୍ ପାପି ମାଇଜି ରଇଲା । ଜିସୁ ପାରୁସିର୍ ଗରେ କାଇବାକେ ବସିଆଚେ ବଲି ଜାନିକରି, ସେ ଗଟେକ୍ କଣ୍ଡିତେଇ ବାସ୍ନା ଚିକନ୍ ଆନ୍ଲା ।
౩౭ఆ ఊరిలో ఉన్న పాపాత్మురాలైన ఒక స్త్రీ, యేసు పరిసయ్యుడి ఇంట్లో భోజనానికి వచ్చాడని తెలుసుకుని, ఒక బుడ్డిలో అత్తరు తీసుకు వచ్చి
38 ୩୮ ପଚ୍ବାଟେ ଜିସୁର୍ ପାଦ୍ଲଗେ ଟିଆଅଇ ଆଁସୁ ଜରାଇ ଜରାଇ ତାର୍ ଆଁସୁ ପାନି ସଙ୍ଗ୍ ଜିସୁର୍ ପାଦ୍ ବିଜାଇକରି ତାର୍ ଚେଣ୍ଡିସଙ୍ଗ୍ ସେଟା ପୁଚ୍ବାର୍ ଦାର୍ଲା । ଆରି ତାର୍ ପାଦେ ଚୁମି ଚୁମି କରି ସେ ଚିକନ୍ ଲାଗାଇବାର୍ ଦାର୍ଲା ।
౩౮ఆయనకు వెనుకగా ఆయన పాదాల దగ్గర ఏడుస్తూ నిలబడింది. ఆమె కన్నీళ్ళతో ఆయన పాదాలు తడిసి పోయాయి. ఆమె తన వెంట్రుకలతో ఆయన పాదాలు తుడిచి వాటిని ముద్దు పెట్టుకుని వాటికి అత్తరు పూసింది.
39 ୩୯ ସେଟା ଦେକିକରି ଜନ୍ ପାରୁସି ତାକେ ଡାକିରଇଲା, ସେ ମନେ ମନେ ବାବ୍ଲା, “ଜଦି ଏ ଲକ୍ ବବିସତ୍ବକ୍ତା ଅଇରଇତା ବଇଲେ, ଆକେ ଜେ ଚିଇଲାନି, ସେ କେ ଆରି ସେଟା କେନ୍ତାର୍ ମାଇଜି, ବଲି ଜାନ୍ତା । କାଇକେବଇଲେ ସେ ଗଟେକ୍ ପାପି ମାଇଜି ।”
౩౯ఆయనను పిలిచిన పరిసయ్యుడు అది చూసి, “ఈయన ప్రవక్తే అయితే తనను ముట్టుకున్న స్త్రీ ఎవరో, ఎలాంటిదో తెలుసుకోగలడు. ఈమె పాపాత్మురాలు” అని తనలో తాను అనుకున్నాడు.
40 ୪୦ ଜିସୁ ତାକେ କଇଲା, “ସିମନ୍ ତକେ ମୁଇ ଅଲପ୍ କଇବାର୍ ଆଚେ ।” ସେ କଇଲା, “ଗୁରୁ କୁଆ ତେବେ ।”
౪౦దానికి యేసు, “సీమోనూ, నీతో ఒక మాట చెప్పాలి” అని అతనితో అన్నాడు. అతడు, “బోధకా, చెప్పు” అన్నాడు.
41 ୪୧ “ଗଟେକ୍ ସାଉକାରର୍ ରୁନ୍ ନେଇରଇବା ଦୁଇଲକ୍ ରଇଲାଇ, ଗଟେକ୍ଲକ୍ ପାଁଚ୍ସ ରୁପାଟାଙ୍ଗା ଆରି ଗଟେକ୍ଲକ୍ ପଚାସ୍ ରୁପାଟାଙ୍ଗା ରୁନ୍ କରିରଇଲାଇ ।
౪౧అప్పుడు యేసు, “అప్పులిచ్చే ఒకడి దగ్గర ఇద్దరు అప్పు చేశారు. వారిలో ఒకడు ఐదువందల వెండి నాణేలూ మరొకడు యాభై వెండి నాణేలూ బాకీ పడ్డారు.
42 ୪୨ ରୁନ୍ ବାନ୍ଦ୍ବାକେ ସେମନ୍କେ କାଇଟା ନ ରଇଲାଜେ, ସାଉକାର୍ ଦୁଇଲକର୍ ଜାକ ରୁନ୍ ଚାଡିଦେଲା । ତେବେ ସେମନର୍ ବିତ୍ରେ କେ ତାକେ ବେସି ଆଲାଦ୍ କର୍ସି?”
౪౨ఆ అప్పు తీర్చడానికి వారి దగ్గర ఏమీ లేదు కాబట్టి ఆ వ్యక్తి వారిద్దరినీ క్షమించేశాడు. కాబట్టి వీరిద్దరిలో అతణ్ణి ఎవరు ఎక్కువగా ప్రేమిస్తారో చెప్పు?” అని అడిగాడు.
43 ୪୩ ସିମନ୍ କଇଲା, “ମୁଇ ବାବ୍ଲିନି, ସାଉକାର୍ ଜାକେ ଅଦିକ୍ ରୁନ୍ ଚାଡିଦେଲା, ସେ ।” ଜିସୁ ତାକେ କଇଲା, “ତମେ ଟିକ୍ ବିଚାର୍ କଲାସ୍ ।”
౪౩అందుకు సీమోను, “అతడెవరిని ఎక్కువ క్షమించాడో వాడే అని నాకు అనిపిస్తుంది” అన్నాడు. దానికి యేసు, “సరిగ్గా ఆలోచించావు” అని అతనితో చెప్పి,
44 ୪୪ ଆରି ଜିସୁ ସେ ମାଇଜିର୍ବାଟେ ମୁ ବୁଲାଇକରି ସିମନ୍କେ କଇଲା, “ଏ ମାଇଜିକେ ଦେକ୍ଲୁସ୍ନି? ମୁଇ ତମର୍ ଗରେ ଆଇଲି, ମକେ ଗଡ୍ ଦଇବାକେ ପାନି ଦିଆସ୍ନାଇ, ମାତର୍ ଏ ତାର୍ ଆଁସୁପାନି ସଙ୍ଗ୍ ମର୍ ପାଦ୍ ବିଜାଇ ତାର୍ ଚେଣ୍ଡିସଙ୍ଗ୍ ସେଟା ପୁଚିଦେଲା ।
౪౪ఆ స్త్రీ వైపు తిరిగి, సీమోనుతో ఇలా అన్నాడు, “ఈ స్త్రీని చూస్తున్నావు కదా. నేను నీ ఇంట్లోకి వచ్చినప్పుడు నువ్వు కాళ్ళు కడుక్కోడానికి నాకు నీళ్ళివ్వలేదు, కానీ ఈమె కన్నీళ్ళతో నా పాదాలు తడిపి తన తల వెంట్రుకలతో తుడిచింది.
45 ୪୫ ତମେ ମକେ ଚୁମାସ୍ନାଇ, ମାତର୍ ମୁଇ ବିତ୍ରେ ଆଇଲା ବେଲେଅନି ଏ ମର୍ ପାଦେ ଚୁମି ଚୁମି, ତାକେନାଇ ।
౪౫నువ్వు నన్ను ముద్దు పెట్టుకోలేదు, కానీ నేను లోపలికి వచ్చిన దగ్గర్నించి ఈమె నా పాదాలను ముద్దు పెట్టుకోవడం ఆపలేదు.
46 ୪୬ ତମେ ମକେ ସନ୍ମାନର୍ ସଙ୍ଗ୍ ମୁଣ୍ଡେ ଚିକନ୍ ଲାଗାଆସ୍ନାଇ, ମାତର୍ ଏ ମର୍ ପାଦେ ବାସ୍ନା ଚିକନ୍ ଲାଗାଇଲା ।
౪౬నువ్వు నా తలకి నూనె పూయలేదు కానీ ఈమె నా పాదాలకు అత్తరు పూసింది.
47 ୪୭ ତେବର୍ପାଇ ମୁଇ ତକେ କଇଲିନି, ଏ ମାଇଜିର୍ କେତେ କେତେ ପାପ୍ କେମାଅଇଲାଆଚେ, କାଇକେବଇଲେ ସେ ବେସି ଆଲାଦ୍ କଲା, ମାତର୍ ଜାକେ ଅଲପ୍ କେମା ଦିଆଅଇସି, ସେ ଅଲପ୍ ଆଲାଦ୍ କର୍ସି ।”
౪౭దీన్ని బట్టి నేను చెప్పేదేమిటంటే ఎక్కువ పాపాలు చేసిన ఈమె అధికమైన క్షమాపణ పొందింది, అధికంగా ప్రేమించింది. ఎవరికి కొంచెం క్షమాపణ దొరుకుతుందో వాడు కొంచెమే ప్రేమిస్తాడు” అని చెప్పాడు.
48 ୪୮ ଆରି ଜିସୁ ସେ ମାଇଜିକେ କଇଲା, “ତର୍ ସବୁ ପାପ୍ କେମା ଅଇଲା ଆଚେ ।”
౪౮తరువాత యేసు ఆమెతో, “నీ పాపాలకు క్షమాపణ దొరికింది” అన్నాడు.
49 ୪୯ ତେଇ ଜିସୁର୍ସଙ୍ଗ୍ କାଇବାକେ ବସିରଇବା ଲକ୍ମନ୍ ମନେ ମନେ କଇବାର୍ ଦାର୍ଲାଇ, “ପାପ୍ ମିସା କେମାକଲାନିଜେ, ଏ କେ?”
౪౯అప్పుడు ఆయనతో పాటు భోజనానికి కూర్చున్న వారు, “పాపాలు క్షమించడానికి ఇతనెవరు?” అని తమలో తాము అనుకోవడం మొదలు పెట్టారు.
50 ୫୦ ମାତର୍ ଜିସୁ ସେ ମାଇଜିକେ କଇଲା, “ତୁଇ ମକେ ବିସ୍ବାସ୍ କଲାର୍ପାଇ ବଲି ରକିଆ ପାଇଆଚୁସ୍, ସାନ୍ତିସଙ୍ଗ୍ ଉଟିଜା ।”
౫౦అప్పుడు ఆయన, “నీ విశ్వాసం నిన్ను రక్షించింది. శాంతిగా వెళ్ళు” అని ఆమెతో చెప్పాడు.