< דברי הימים א 3 >

ואלה היו בני דויד אשר נולד לו בחברון הבכור אמנן לאחינעם היזרעאלית שני דניאל לאביגיל הכרמלית 1
ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍‍ଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;
השלשי לאבשלום בן מעכה בת תלמי מלך גשור הרביעי אדניה בן חגית 2
ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;
החמישי שפטיה לאביטל הששי יתרעם לעגלה אשתו 3
ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ।
ששה נולד לו בחברון וימלך שם שבע שנים וששה חדשים ושלשים ושלוש שנה מלך בירושלם 4
ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ।
ואלה נולדו לו בירושלים שמעא ושובב ונתן ושלמה ארבעה לבת שוע בת עמיאל 5
ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍‍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍‍ଶୂୟାଠାରୁ ଜାତ;
ויבחר ואלישמע ואליפלט 6
ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍‍;
ונגה ונפג ויפיע 7
ନୋଗହ ଓ ନେଫଗ୍‍ ଓ ଯାଫୀୟ;
ואלישמע ואלידע ואליפלט תשעה 8
ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍‍, ଏହି ନଅ ଜଣ।
כל בני דויד--מלבד בני פילגשים ותמר אחותם 9
ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା।
ובן שלמה רחבעם אביה בנו אסא בנו יהושפט בנו 10
ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍‍;
יורם בנו אחזיהו בנו יואש בנו 11
ତାହାର ପୁତ୍ର ଯୋରାମ୍‍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍‍;
אמציהו בנו עזריה בנו יותם בנו 12
ତାହାର ପୁତ୍ର ଅମତ୍‍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍‍;
אחז בנו חזקיהו בנו מנשה בנו 13
ତାହାର ପୁତ୍ର ଆହସ୍‌, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି;
אמון בנו יאשיהו בנו 14
ତାହାର ପୁତ୍ର ଆମୋନ୍‍, ତାହାର ପୁତ୍ର ଯୋଶୀୟ।
ובני יאשיהו--הבכור יוחנן השני יהויקים השלשי צדקיהו הרביעי שלום 15
ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍‍, ଦ୍ୱିତୀୟ ଯିହୋୟାକୀମ୍‍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍‍।
ובני יהויקים--יכניה בנו צדקיה בנו 16
ପୁଣି, ଯିହୋୟାକୀମ୍‍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ।
ובני יכניה אסר שאלתיאל בנו 17
ବନ୍ଦୀ ଯିକନୀୟର ସନ୍ତାନଗଣ;
ומלכירם ופדיה ושנאצר יקמיה הושמע ונדביה 18
ତାହାର ପୁତ୍ର ଶଲ୍ଟୀୟେଲ, ମଲ୍‍କୀରାମ୍‍, ପଦାୟ, ଶିନତ୍ସର, ଯିକମୀୟ, ହୋଶାମା ଓ ନଦବିୟ।
ובני פדיה זרבבל ושמעי ובן זרבבל משלם וחנניה ושלמית אחותם 19
ପଦାୟର ପୁତ୍ର ଯିରୁବ୍ବାବିଲ୍‍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍‍ର ସନ୍ତାନ ମଶୁଲ୍ଲମ୍‍ ଓ ହନାନୀୟ ଓ ଶଲୋମୀତ୍‍ ସେମାନଙ୍କର ଭଗିନୀ ଥିଲା।
וחשבה ואהל וברכיה וחסדיה יושב חסד--חמש 20
ଆଉ ହଶୂବା, ଓହେଲ୍‍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍‍, ଏହି ପାଞ୍ଚ ଜଣ।
ובן חנניה פלטיה וישעיה בני רפיה בני ארנן בני עבדיה בני שכניה 21
ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।
ובני שכניה שמעיה ובני שמעיה חטוש ויגאל ובריח ונעריה ושפט--ששה 22
ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍‍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍‍, ଛଅ ଜଣ।
ובן נעריה אליועיני וחזקיה ועזריקם--שלשה 23
ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ।
ובני אליועיני הודיוהו (הודויהו) ואלישיב ופליה ועקוב ויוחנן ודליה וענני--שבעה 24
ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍କୂବ, ଯୋହାନନ୍‍, ଦଲୟିୟ ଓ ଅନାନି, ଏହି ସାତ ଜଣ।

< דברי הימים א 3 >