< エステル 記 10 >

1 アハシュエロス王はその国および海に沿った国々にみつぎを課した。
ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ।
2 彼の権力と勢力によるすべての事業、および王がモルデカイを高い地位にのぼらせた事の詳しい話はメデアとペルシャの王たちの日誌の書にしるされているではないか。
ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ?
3 ユダヤ人モルデカイはアハシュエロス王に次ぐ者となり、ユダヤ人の中にあって大いなる者となり、その多くの兄弟に喜ばれた。彼はその民の幸福を求め、すべての国民に平和を述べたからである。
କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ।

< エステル 記 10 >