< ଲୂକ 16 >

1 ଯୀଶୁ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, “ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ,
Yesu atibabakiya kae benepunzi bake, “Pabile ni mundu yumo tajiri abile ni meneja, ni apeilwe habari ya kwamba meneja yono atapanya mali yake.
2 ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ।
Nga nyoo tajiri atikumkema, nikum'bakiya, “nga namani yeni yaniipekania kunani yako? Upiye hesabu ya umeneja wako, kwa kuwa uwecha kwaa panga wameneja kae.”
3 ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି।
Yolo meneja atibaya kumoyo wake, nipala panga namani, mana ngwana wango anikonyie kazi yango ya umeneja? Ntopo ngupu ywa lema, ni loba loba nibona oni.
4 ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କଅଣ କରିବି, ତାହା ବୁଝିଲିଣି।
Nilitangite lanipala panga lenga panipoyelwa kukazi yango ya uwakili bandu banikaribishe kunyumba yabe.
5 ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଅଛ? ସେ କହିଲା, ଶହେ ମହଣ ତୈଳ।
Nga nyoo wakili atikubakema adeni wa ngwana wake kila yumo akam'bakiye wa kwanza,'udaiwa kiasi gani ni ngwana wango?'
6 ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ।
Atibaya ipimo mia jimo ya mauta akambakiya 'utole upesi hati yako utame upesi uyandike hamsini.'
7 ତାହା ପରେ ସେ ଆଉ ଜଣକୁ କହିଲା, ‘ତୁମ୍ଭେ କେତେ ଧାର ନେଇଅଛ?’ ସେ କହିଲା, ‘ଶହେ ଭରଣ ଗହମ।’ ସେ ତାହାକୁ କହିଲା, ‘ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ।’
Boka po atim'bakiya ywenge ni wenga udaiwa kiasi gani? 'atibaya 'ipimo mia jimo vya bwembe wa ngano, akam'bakiya,'utole hati yako uyandike themanini.'
8 ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ। (aiōn g165)
Yolo ngwana atikumsifu meneja dhalimu cha pangite kwa weleu, kwa kuwa bana ba'kilambo wono ni werevu wanambone nashughulika kwa ung'anga ni bandu baupande wabe kuliko bababile bona banuru. (aiōn g165)
9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ। (aiōnios g166)
Ni nenga nindakuwabakiya muipange ambwiga kwa mali ya udhalimu lenga baikosike babakaribishe katika makao ga milele. (aiōnios g166)
10 ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ।
Ywa abiile mwaminifu katika lalibile lichunu muno upanga uaminifu katika likolo, ni abile dhalimu katika kichunu muno na katika kikolo pia.
11 ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ?
Mana mwenga mpangile kwaa uaminifu katika mali ya udhalimu ni ywako apalakukuamini katika mali ya kweli?
12 ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ?
Na mana mwabile kwaa baaminifu katika tumia mali ya mundu ywenge nyai ywapala kuwapea yaibile ya kwinu bene?
13 କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”
Ntopo mtumishi ywaweza tumikia ngwana wanaibele, kwa maamna apala kumchukia yumo ni kumpenda ywenge, ama apala chikamana ni yolo ni kumdharau hayo. Hawesa kwaa kumtumikia Nnongo ni mali.”
14 ଏହିସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।
Bai Mafarisayo, bababile apenda mbanje bayowine ago goti ni chalawa.
15 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ।
Ni atiabakiya, “mwenga mwamuipunia haki nnonge ya bandu, lakini Nnongo aitangite mioyo yinu, kwa kuwa latitumikite kwa bandu upanga chukizo nnonge ya Nnongo.
16 ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି।
Saliya na manabii vyabile mpaka Yohana paichile. Boka wakati wolo, habari njema ya ufalme wa Nnongo utitangazwa, ni kila mundu upaya jingya kwa ngupu.
17 କିନ୍ତୁ ଇଶ୍ବରଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ।
Lakini ni rahisi ka kumaunde ni pakilambo viboke kuliko hata herufi yimo ya saliyakosekana.
18 ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।”
Kila ywanneka nnyumbowe ni kobeka nnwawa ywenge azini, nayomkobeka ywembe ywalekwite ni nchengowe azini.
19 “ଜଣେ ଧନୀ ଲୋକ ଥିଲା, ସେ କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;
Pabile ni mundu yumo tajiri awalite ngobo za rangi ya zambarau ni kitani safi ni abile atipurai kila lichoba utajiri wake nkolo.
20 କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା,
Ni maskini yumo lina lyake Lazaro abekitwe muligeti lyake, ni ana ilonda.
21 ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଁଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ।
Ni ywembe atitamani yukuta kwa makombo yatambwike katika meza ya yolo tajiri hata mapwa waichile ni kumlambata ilonda yake.
22 କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।
Ikawa yolo maskini awile ni tolekwa ni malaika mpaka pakiuba cha Ibrahimu. Yolo tajiri pia awile nachikwa.
23 ଆଉ, ସେ ନର୍କ-ଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲା। (Hadēs g86)
Ni kolo kumambe abile kumateso aobwile minyo gake ni kum'bona Ibrahimu kuutalu ni Lazalo pakiuba chake. (Hadēs g86)
24 ସେଥିରେ ସେ ଡାକି କହିଲେ, ‘ହେ ପିତା ଅବ୍ରହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋହର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି।’
Atilela ni kubaya, Tate Ibrahimu, unihurumie unlei Lazaro achuye ncha ya lukonji lwake mumache, auburudishe ulimi wango, kwa sababu nindateswa katika mwoto wono.
25 କିନ୍ତୁ ଅବ୍ରହାମ କହିଲେ, ‘ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ।
Lakini ibrahimu abayite, “mwana wango ukumbuke ya kwamba katika maisha yako utipokiya makowe yako mema, ni Lazaro nyo apatike mabaya. Ila nambeyambe abile pano anafarijiwa ni wenga unalumia.
26 ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ।’
Ni zaidi ya ago, kubekitwe liembwa likolo ni lilacho kati yitu, lengo balo bapala boka kono icha kwoo kana bawechange wala bandu wa kwinu kana baloke icha kwitu.”
27 ସେଥିରେ ସେ କହିଲେ, ‘ହେ ପିତା, ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି, ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ,
Yolo tajiri abayite,'nindakuloba tate Ibrahimu, kwamba umtume kunyumba ya tate bango.
28 କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ।’
kwa kuwa nibile nabo anunango atano linga abaonye, kwa hofu kwamba nabo baicha mahali pano nateseka.'
29 କିନ୍ତୁ ଅବ୍ରହାମ କହିଲେ, ‘ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ।’
Lakini Ibrahimu abayite, “babile Musa ni manabii babapekani bao.
30 ସେଥିରେ ସେ କହିଲେ, ‘ହେ ପିତା ଅବ୍ରହାମ, ତାହା ଯଥେଷ୍ଟ ନୁହେଁ, ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ, ତାହାହେଲେ ସେମାନେ ମନ-ପରିବର୍ତ୍ତନ କରିବେ।’
Yolo tajiri atibaya, “nyoo kwaa, tate Ibrahimu, lakini mana ayendile mundu boka kono kwa wafu bapala tubu.'
31 କିନ୍ତୁ ସେ ତାହାକୁ କହିଲେ, ‘ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ।’”
Lakini Ibrahimu atikum'bakiya,'kana bakani kuwa pekania Musa ni manabii bapala shawishika kwaa ni mundu hata mana atiuluka boka mu'kiwo.

< ଲୂକ 16 >