Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Desiya New Testament, Revelation Chapter 6 https://www.AionianBible.org/Bibles/Desiya---Desiya-Bible/Revelation/6 1 ୧) ତାର୍ପଚେ ସେ ମେଣ୍ଡାପିଲା ସାତ୍ଟା ସିଲ୍ ବିତ୍ରେ ପର୍ତୁମ୍ ସିଲ୍ ବାଙ୍ଗାଇବାଟା ମୁଇ ଦେକ୍ଲି । ଚାର୍ଟା ଜିବନ୍ ରଇବା ପସୁମନର୍ ବିତ୍ରେଅନି ଗଟେକ୍ ପସୁ ଗଡ୍ଗଡି ସବଦ୍ପାରା କରି ମକେ କଇଲା “ଆଉ ।” 2 ୨) ତେଇ ମୁଇ ଦେକ୍ଲି, ଆରି ଏଦେ ଦେକା! ଗଟେକ୍ ଦବ୍ଲା ଗଡା ଡିସ୍ଲା । ତାକେ ଚାଲାଇବା ଲକର୍ ଆତେ ଦୁନୁ ରଇଲା । ତାକେ ଗଟେକ୍ ମୁକୁଟ୍ ଦିଆ ଅଇଲା । ସେ ତାର୍ ସତ୍ରୁମନ୍କେ ଆରାଇବାକେ ଦାପ୍ରେ ଗାଲା । 3 ୩) ସେ ମେଣ୍ଡାପିଲା ଦୁଇ ଲମର୍ ସିଲ୍ ବାଙ୍ଗାଇଲା । ଆରି ସେ ଦୁଇ ଲମର୍ ଜିବନ୍ ରଇବା ପସୁ ମକେ କଇଲା “ଆଉ ।” 4 ୪) ଆରି ଏଦେ ଦେକା! ଆରିଗଟେକ୍ ରଙ୍ଗ୍ ରଇବା ଗଡା ବାରଇଲା । ଜଗତେ ଜୁଇଦ୍ କରାଇବାକେ ସେ ଗଡା ଚାଲାଉକେ ଦିଆଅଇରଇଲା । ଜେନ୍ତାରିକି, ଲକ୍ମନ୍ ତାକର୍ ତାକର୍ ବିତ୍ରେ ମାରାମାରିଅଇ ମର୍ବାଇ । ତାକେ ଗଟେକ୍ ବଡେଟା କାଣ୍ଡା ଦିଆଅଇଲା । 5 ୫) ତାର୍ପଚେ ସେ ମେଣ୍ଡାପିଲା ତିନ୍ ଲମର୍ ସିଲ୍ ବାଙ୍ଗାଇଲା । ତିନ୍ ଲମର୍ ଜିବନ୍ ରଇବା ପସୁ ମକେ କଇଲା “ଆଉ ।” ମୁଇ ଦେକ୍ଲି ଆରି ଏଦେ ଦେକା! ଆରି ଗଟେକ୍ କାଲିଆ ଗଡା ଡିସ୍ଲା । ସେ ଗଡା ଚାଲାଉର୍ ଆତେ ଗଟେକ୍ ତୁଲ୍ବା କେଜି ରଇଲା । 6 ୬) ଚାରିଟା ଜିବନ୍ ରଇବା ପସୁମନ୍ କଇତେରଇଲାଇ “ଦିନେକର୍ ବୁତିକେ ମାନେକ୍ ମୁଣ୍ଡିଆ ଆରି ଦିନେକର୍ ବୁତିକେ ତିନ୍ ମାନ୍ ଦାନ୍ । ମାତର୍ ଅଙ୍ଗୁର୍ ବାଡ୍ ଆରି ଜିତ୍ ଗଚ୍ ନସାଇବାର୍ନାଇ ।” 7 ୭) ତାର୍ପଚେ ସେ ମେଣ୍ଡାପିଲା ଚାରି ଲମର୍ ସିଲ୍ ବାଙ୍ଗାଇଲା । ଆରି ଚାରି ଲମର୍ ଜିବନ୍ ରଇବା ପସୁ ମକେ “ଆଉ!” ବଲି କଇଲା । 8 ୮) ତେଇ ମୁଇ ଦେକ୍ଲି, ଏଦେ ଦେକା! ଗଟେକ୍ ଚାରୁଆ ଗଡା ଡିସ୍ଲା । ଗଡା ଚାଲାଉ ଅଇଲାନି ମରନ୍ ଆରି ଡୁମାମନର୍ ରାଇଜ୍ । ସେ ପଚେ ପଚେ ଆଇତେରଇଲା । ସେମନ୍କେ ଏ ଜଗତର୍ ଚାରିବାଗେ ଅନି ଗଟେକ୍ ବାଗ୍ ଉପ୍ରେ ଅଦିକାର୍ ଦେଇତେରଇଲା । ତେଇ ଜୁଇଦର୍ ଲାଗି, ମର୍ଡିର୍ ଲାଗି, ରଗର୍ ଲାଗି ଆରି ଡଙ୍ଗରର୍ ପସୁର୍ ଲାଗି ମରାଇବାକେ ଅଦିକାର୍ ଦେଲା । (Hadēs g86) 9 ୯) ତାର୍ପଚେ ମେଣ୍ଡାପିଲା ପାଁଚ୍ ଲମର୍ ସିଲ୍ ବାଙ୍ଗାଇଲା । ଆରି ଏଦେ ଦେକା! ବେଦିର୍ ତଲ୍ବାଟେ ସତ୍ବାବେ ସାକି ଦେଲାର୍ପାଇ ଆରି ପର୍ମେସରର୍ ବାକିଅ ଜାନାଇଲାର୍ପାଇ ଜନ୍ ଲକ୍ମନ୍ ମରାଇ ଅଇରଇଲାଇ ତାକର୍ ଆତ୍ମାମନ୍କେ ଦେକ୍ଲି । 10 ୧୦) ସେମନ୍ ଆଉଲି ଅଇକରି କଇଲାଇ “ଏ ମାପ୍ରୁ ପର୍ମେସର୍ ଜେ କି ସବୁର୍ଟାନେଅନି ବପୁର୍ଟା । ତୁଇ ସୁକଲ୍ ଆରି ସତ୍ । ଆମ୍କେ ମରାଇଲା ଲକ୍କେ ବିଚାର୍କରି ଡଣ୍ଡ୍ ଦେବାକେ ଆମେ ଆରି କେତେକ୍ ଦିନ୍ ଜାଗ୍ବୁ?” 11 ୧୧) ସେମନ୍କେ ସବୁକେ ଗଟେକ୍ ଗଟେକ୍ ଦବ୍ ବସ୍ତର୍ ଦିଆଅଇରଇଲା । ତାକର୍ ସଙ୍ଗେ ରଇବା ଦାଙ୍ଗ୍ଡାମନ୍କେ ଆରି ବାଇମନ୍କେ ତାକର୍ ପାରାସେ ମରାଇଅଇସି । ଜେତ୍କି ଲକ୍ ଅଇବା କାତା, ସେତ୍କି ଲକ୍ ପୁରାପୁରୁନ୍ ନ ଅଇବାଜାକ ସେମନ୍କେ ଆରି କେତେଦିନ୍ ପୁଣ୍ଡିରଇବାକେ କୁଆ ଅଇଲା । 12 ୧୨) ଆରି ଏଦେ ଦେକା! ମେଣ୍ଡା ପିଲା ଚଅ ଲମର୍ ସିଲ୍ ବାଙ୍ଗାଇବାଟା ମୁଇ ଦେକ୍ଲି । ତେଇ ଦର୍ତନି ଜବର୍ଅଇତେ ଚୁଲ୍ବୁଲ୍ଲା । ବେଲ୍ କାଲିଆ ଅଇ କର୍କର୍ସା ରଇବା ଲୁଗାପାରା ଅଇଗାଲା ଆରି ଜନ୍ ବନି ପାରା ପୁରାପୁରୁନ୍ ରଙ୍ଗ୍ ଅଇଗାଲା । 13 ୧୩) ଜବର୍ ପବନ୍ ଆସି ଗଟେକ୍ ଡୁମ୍ରି ଗଚ୍ ଦୁନିଅଇଲେ ଜେନ୍ତାରି ନ ପାଚ୍ଲା ଡୁମ୍ରି ତଲେ ଅଦର୍ସି, ସେନ୍ତାରିସେ ବାଦଲର୍ ତାରାମନ୍ ଦର୍ତନି ଉପ୍ରେ ଅଦର୍ଲାଇ । 14 ୧୪) ବାଦଲ୍ ଦୁଇପଡା ଅଇଗାଲା ଆରି କାଗଜ୍ପାରା ଗୁଡିଆଇଅଇଲା । ଗଟେକ୍ ଗଟେକ୍ ଡଙ୍ଗର୍ ଆରି ଚାରିବେଟ୍ତି ପାନିରଇ ମଜାଇ ରଇବା ସୁକ୍ଲା ଜାଗା ତାର୍ ଜାଗାଇ ଅନି ଅସକ୍ଲାଇ । 15 ୧୫) ତାର୍ପଚେ ଏ ଜଗତର୍ ରାଜାମନ୍, ସାସନ୍କାରିଆମନ୍, ସନିଅର୍ ନେତାମନ୍, ସାଉକାର୍ ଆରି ବେସି ବପୁରଇବା ଲକ୍ମନ୍, ବନ୍ଦିରଇବା ଆରି ମୁକ୍ଲିରଇବା ଲକ୍ମନ୍ ସେନ୍ତାରି ସବୁଲକ୍ମନ୍ ପାଆରେ ଆରି ଡଙ୍ଗ୍ରେ ରଇବା ବଡ୍ ପାକ୍ନା ତଲେ ଜାଇ ଲୁଚ୍ଲାଇ । 16 ୧୬) ସେମନ୍ ଆମ୍କେ ଦୟା କର୍ ବଲି ବାବୁଜିଆ କଲାଇ । ଆରି ଡଙ୍ଗର୍ମନ୍କେ ଆରି ପାକ୍ନାମନ୍କେ ଆଉଲିଅଇକରି କଇଲାଇ, “ଆମର୍ ଉପ୍ରେ ଅଦ୍ରା ଆରି ଆମ୍କେ ଆଡୁକା ଉଆ । ଜେନ୍ତାରି କି ଜେ ବସ୍ବା ଜାଗାଇ ବସିଆଚେ, ସେ ଆମ୍କେ ନ ଦେକେ । ଆରି ମେଣ୍ଡାର୍ ବଡ୍ ରିସାଇଅନି ଆମେ ରକିଆ ପାଇବୁ । 17 ୧୭) କାଇକେବଇଲେ ତାର୍ ରିସା ବେସି ରିସାର୍ ଦିନ୍ ଆଇଲାଆଚେ । ଆରି ଆମେ ସେଟା ମୁର୍ଚିରଇ ନାପାରୁ ।” Additional comments?
Refresh Captcha
The world's first Holy Bible un-translation!