Preface
Read
+
Publisher
Nainoia, Inc.
PO Box 462, Bellefonte, PA 16823
(814) 470-8028
Nainoia Inc, Publisher
LinkedIn/NAINOIA-INC
Third Party Publisher Resources
Request Custom Formatted Verses
Please contact us below
Submit your proposed corrections
I understand that the Aionian Bible republishes public domain and Creative Commons Bible texts and that volunteers may be needed to present the original text accurately. I also understand that apocryphal text is removed and most variant verse numbering is mapped to the English standard. I have entered my corrections under the verse(s) below. Proposed corrections to the Oriya Bible, Psalms Chapter 95 https://www.AionianBible.org/Bibles/Oriya---Oriya-Bible/Psalms/95 1) ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ। 2) ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ। 3) କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି। 4) ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର। 5) ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ। 6) ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ; 7) କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ। 8) ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ; 9) ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ। 10) ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, “ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;” 11) ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ। Additional comments?
Refresh Captcha
The world's first Holy Bible un-translation!